• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜନଜାତିଙ୍କ ସ୍ୱଦେଶୀ ଜ୍ଞାନ ସଂପର୍କିତ ୱେବିନାର ଉଦ୍‌ଯାପିତ

Proprietor Abhimanyu Maharana by Proprietor Abhimanyu Maharana
March 26, 2021
in ଓଡ଼ିଶା, ମହାନଗର, ହୋମ୍
0
ଜନଜାତିଙ୍କ ସ୍ୱଦେଶୀ ଜ୍ଞାନ ସଂପର୍କିତ ୱେବିନାର ଉଦ୍‌ଯାପିତ
Share on FacebookShare on TwitterWhatsapp

ଅନୁସୂଚିତ ଜାତି ଓ ଜନଜାତି ଗବେଷା ଓ ପ୍ରଶିକ୍ଷ ପ୍ରତିଷ୍ଠାନ ଆନୁକୂଲ୍ୟରେ ନୀତି ନିର୍ଦ୍ଧାରଣରେ ନିମନ୍ତେ କୋର ଗ୍ରୁପ୍‌ ଗଠିତ ହେବ

ଭୁବନେଶ୍ୱର :- ଜନଜାତିଙ୍କ ମଧ୍ୟରେ ସ୍ୱଦେଶୀ ଜ୍ଞାନର ବିଶାଳ ଭଣ୍ଡାର ଉପଲବ୍ଧ ଥିବାବେଳେ ସେସବୁ ମାନବ ଜୀବନର ରୂପାନ୍ତରଣରେ ଯଥେଷ୍ଟ ମହତ୍ତ୍ୱ ରଖେ । ସମକାଳୀନ ବିକାଶ ଯାତ୍ରାରେ ଜନଜାତିଙ୍କ ସ୍ୱଦେଶୀ ଜ୍ଞାନକୌଶଳର ସହାୟତା ନେବା ଏକ ଅପରିହାର୍ଯ୍ୟ ଆବଶ୍ୟକତା ହୋଇଥିବାବେଳେ ସେସବୁକୁ ଯଥାର୍ଥ ଭାବରେ ଲିପିବଦ୍ଧ କରାଯିବାର ଆବଶ୍ୟକତା ରହିଛି ବୋଲି ଏକ ଜାତୀୟ ୱେବିନାର ରେ ବକ୍ତାମାନେ ମତପ୍ରଦାନ କରିଛନ୍ତି । ଗତ ୨୪ ତାରିଖରେ ଅନୁସୂଚିତ ଜାତି ଓ ଜନଜାତି ଗବେଷା ଓ ପ୍ରଶିକ୍ଷ ପ୍ରତିଷ୍ଠାନ ଆନୁକୂଲ୍ୟରେ କେନ୍ଦ୍ର ସରକାରଙ୍କ ଜନଜାତି କଲ୍ୟାଣ ମନ୍ତ୍ରାଳୟ ଓ ସମ୍ମିଳିତ ଭାରତୀୟ ନୃତତ୍ତ୍ୱ ଫୋରମ୍‌ର ସହଭାଗିତାରେ ‘ଭାରତର ଜନଜାତି ସମୁଦାୟଙ୍କ ମଧ୍ୟରେ ସ୍ୱଦେଶୀ ଜ୍ଞାନର ପରିବର୍ତ୍ତିତ ସୀମାରେଖା’ ଶୀର୍ଷକ ପ୍ରସଙ୍ଗ ଉପରେ ଚାଲିଥିବା ଏହି ତିନିଦିନିଆ ୱେବିନାର କୁ ଭାରତ ସରକାରଙ୍କ ଜନଜାତି ବ୍ୟାପାର ମନ୍ତ୍ରାଳୟର ଯୁଗ୍ମ ସଚିବ ଡ. ନଭଲଜିତ କାପୁର ଓ ଓଡ଼ିଶା ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ରଞ୍ଜନା ଚୋପ୍ରା ଉଦ୍‌ଘାଟନ କରିଥିଲେ ।

ସେହିଦିନ ସମ୍ମିଳିତ ଭାରତ ନୃତତ୍ତ୍ୱ ଫୋରମ୍‌ର ସଭାପତି ତଥା ସମ୍ବଲପୁର ଓ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ଦୀପକ କୁମାର ବେହେରା ଭିତ୍ତିପ୍ରବନ୍ଧ ଉପସ୍ଥାପନ କରିଥିଲେ । ପରବର୍ତ୍ତୀ ବୈଷୟିକ ଅଧିବେଶନଗୁଡ଼ିକରେ ଦିଲ୍ଲୀ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପି.ସି. ଯୋଶୀ, ନୃତତ୍ତ୍ୱ ଫୋରମ୍‌ର ସଚିବ ପ୍ରଫେସର ଗି୍ରଗୋରୀ, ମହାରାଜ ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର କିଶୋର କୁମାର ବାସା, ଭାରତୀୟ ନୃତତ୍ତ୍ୱ ସର୍ବେକ୍ଷଣ ସଂସ୍ଥାର ପୂର୍ବତନ ନିର୍ଦ୍ଦେଶକ ତଥା ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର କେ. କେ. ମିଶ୍ର, ପ୍ରଫେସର ସରିତ ଚୌଧୁରୀ, ସ୍ପେନ୍‌ର ନୃତତ୍ତ୍ୱବିତ୍‌ ପ୍ରଫେସର ଭିକେଫାରିଆ ରେଇସ୍‌ ଗାର୍ସିଆ ପ୍ରମୁଖ ବକ୍ତବ୍ୟ ରଖିଥିଲେ ।

ଆଜି ୱେବିନାର ର ଶେଷ ଦିବସରେ ମାନ୍ଦ୍ରାଜ ବିଶ୍ୱବିଦ୍ୟାଳୟର ପ୍ରଫେସର ସୁମତି ‘ସ୍ୱଦେଶୀ ଜ୍ଞାନ ଓ ପୁନରୁତ୍‌ଥାନର ଆବଶ୍ୟକତା’ ପ୍ରସଙ୍ଗ ଉପରେ ଭିତ୍ତିପ୍ରବନ୍ଧ ଉପସ୍ଥାପନ କରିଥିଲେ ଲାଦାଖ ସ୍ଥିତ ହିମାଲୟାନ୍‌ ଇନ୍‌ଷ୍ଟିଚୁ୍ୟଟ୍‌ ଅଫ୍‌ ଅଲଟରନେଟିଭ୍‌ର ଗୀତାଞ୍ଜଳି ଜେ.ବି. ଗବେଷା କାର୍ଯ୍ୟ ବିବରୀ ପ୍ରଦାନ କରିଥିେଅନୁସୂଚିତ ଜାତି ଓ ଜନଜାତି ଗବେଷା ଓ ପ୍ରଶିକ୍ଷ ପ୍ରତିଷ୍ଠାନର ନିର୍ଦ୍ଦେଶକ ପ୍ରଫେସର (ଡ.) ଅଖିଳ ବିହାରୀ ଓତା କହିଥିଲେ ଯେ ଏହି ୱେବିନାର ର ଫଳାଫଳକୁ ନେଇ ଏକ ଚିଠା ପ୍ରସ୍ତୁତ କରାଯିବ । ଦେଶରେ କାର୍ଯ୍ୟରତ ଜନଜାତି ଗବେଷଣା ଅନୁଷ୍ଠାନଗୁଡ଼ିକର ସହଯୋଗ କ୍ରମେ ଗୋଟିଏ କୋର ଗ୍ରୁପ୍‌ ଗଠନ କରାଯାଇ ଜନଜାତିଙ୍କ ମଧ୍ୟରେସ୍ୱଦେଶୀ ଜ୍ଞାନକୌଶଳ ନେଇ ନୀତି ନିର୍ଦ୍ଧାରଣ କରାଯିବ ଏବଂ ଏହାକୁ ମାସକ ମଧ୍ୟରେ ଭାରତ ସରକାରଙ୍କୁ ପ୍ରଦାନ କରାଯିବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version