• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରପୋଷି ତହସିଲ୍‌ଦାର ଅଭିମନ୍ୟୁ ପଣ୍ଡା ଙ୍କୁ ଗିରଫ କରିଛି ଭିଜିଲାନ୍‌ସ – ୨ ଲକ୍ଷ ୫୬ ହଜାର ଟଙ୍କା ଜବତ

Proprietor Abhimanyu Maharana by Proprietor Abhimanyu Maharana
March 27, 2021
in ଅପରାଧ, ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରପୋଷି ତହସିଲ୍‌ଦାର ଅଭିମନ୍ୟୁ ପଣ୍ଡା ଙ୍କୁ ଗିରଫ କରିଛି ଭିଜିଲାନ୍‌ସ – ୨ ଲକ୍ଷ ୫୬ ହଜାର ଟଙ୍କା ଜବତ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୨୭ ମାର୍ଚ୍ଚ ଶନିବାର) ମୟୂରଭଞ୍ଜ :– ଶୁକ୍ରବାର ଅପରାହ୍ନରେ ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରପୋଷି ତହସିଲ୍‌ଦାର ଅଭିମନ୍ୟୁ ପଣ୍ଡା (୫୫)ଙ୍କୁ ଗିରଫ କରିଛି ଭିଜିଲାନ୍‌ସ । ଯାଞ୍ଚ ବେଳେ ତାଙ୍କଠାରୁ ନଗଦ ୨ ଲକ୍ଷ ୫୬ ହଜାର ଟଙ୍କା ଜବତ କରାଯାଇଛି । ଏତେ ଟଙ୍କା କେଉଁଠୁ ଆଣୁଥିଲେ, ସେ ସଂପର୍କରେ କିଛି କହିପାରିନଥିଲେ ତହସିଲଦାର ଶ୍ରୀ ପଣ୍ଡା । ବେଆଇନ୍ ଅର୍ଥ ମାମଲାରେ ଭିଜିଲାନ୍‌ସ ତାଙ୍କୁ ଗିରଫ କରିଥିବାବେଳେ ବାଲେଶ୍ୱର ଜିଲ୍ଲା ମଲ୍ଲିକାଶପୁରସ୍ଥିତ ବାସଭବନରେ ଚଢ଼ଉ କରିଛି । ଭିଜିଲାନ୍‌ସର ସୂଚନା ମୁତାବକ, ଲାଞ୍ଚ କାରବାର ନେଇ ତହସିଲଦାର ଶ୍ରୀ ପଣ୍ଡାଙ୍କ ନାଁରେ ବାରମ୍ବାର ଅଭିଯୋଗ ହୋଇ ଆସୁଥିଲା ।

ବାଲେଶ୍ବର ଭିଜିଲାନ୍‌ସ ଏସ୍‌ପି ସନ୍ତୋଷ କୁମାର ମିଶ୍ର ଏହାକୁ ଗୁରୁତ୍ବର ସହ ନେଇ ତାଙ୍କ ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦେଇଥିଲେ । ‌ଜଣେ ବ୍ୟକ୍ତିଙ୍କଠାରୁ ଶ୍ରୀ ପଣ୍ଡା ୫ ଲକ୍ଷ ଟଙ୍କା ଲାଞ୍ଚ ନେଇଥିବା ଜାଣିବା ପରେ ଏସ୍‌ପି ଶ୍ରୀ ମିଶ୍ରଙ୍କ ନିର୍ଦ୍ଦେଶରେ ଭିଜିଲାନ୍‌ସ ଡିଏସ୍‌ପି ଏସ୍‌କେ ସାମନ୍ତରାୟ, ଇନ୍‌ସପେକ୍ଟର ସୁଶୀଲ ଏକ୍କା, ଦୁଷ୍ମନ୍ତ ନାୟକ, ଜୟନ୍ତୀ ଦଳେଇଙ୍କ ନେତୃତ୍ବରେ ଏକ ଟିମ୍‌ ତାଙ୍କ ଉପରେ ନଜର ରଖିଥିଲେ ।

ଅପରାହ୍ନ ସମୟରେ ଶ୍ରୀ ପଣ୍ଡା ସରକାରୀ ଗାଡ଼ିରେ ବାଲେଶ୍ବରସ୍ଥିତ ଘରକୁ ଫେରୁଥିବା ବେଳେ ନହରପାଟଣା ନିକଟରେ ପଛରୁ ପିଛା କରୁଥିବା ଭିଜିଲାନ୍‌ସ ଟିମ୍‌ ଗାଡ଼ିକୁ ଅଟକାଇ ଯାଞ୍ଚ କରିଥିଲା । ଯାଞ୍ଚ ବେଳେ ତାଙ୍କ ନିକଟରୁ ୨ ଲକ୍ଷ ୫୬ ହଜାର ଟଙ୍କା ଜବତ ହୋଇଥିଲା । ତେବେ ଏତେ ଟଙ୍କା ସେ କେଉଁଠୁ ଆଣିଲେ, କାହାଠୁ ଆଣିଲେ ତାର କିଛି ହିସାବ ଦେଇ ପାରିନଥିଲେ । ସନ୍ତୋଷଜନକ ଉତ୍ତର ନମିଳିବାରୁ ତାଙ୍କୁ ଭିଜିଲାନ୍‌ସ କାର୍ଯ୍ୟାଳୟକୁ ଅଣାଯାଇ ଜେରା କରାଯାଉଛି । ଖୁବ୍‌ଶୀଘ୍ର ଶ୍ରୀ ପଣ୍ଡାଙ୍କର ସମସ୍ତ ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ ସହ ବିଭିନ୍ନ ସ୍ଥାନରେ ଚଢ଼ଉ କରାଯାଇ ତାଙ୍କର ସ୍ଥାବର, ଅସ୍ଥାବର ସମ୍ପତ୍ତି ଆକଳନ କରାଯିବ ବୋଲି ଭିଜିଲାନସ୍ ଏସ୍‌ପି କହିଛନ୍ତି ।(ଦୀପ୍ତିମାନ ପତି,ମୟୂରଭଞ୍ଜ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧାରୋଡ଼ ମଣ୍ଡଳରେ ଆନ୍ତର୍ଜାତୀୟ ଲେଭେଲ କ୍ରସିଂ ସଚେତନତା ଦିବସ ପାଳିତ

ଖୋର୍ଦ୍ଧାରୋଡ଼ ମଣ୍ଡଳରେ ଆନ୍ତର୍ଜାତୀୟ ଲେଭେଲ କ୍ରସିଂ ସଚେତନତା ଦିବସ ପାଳିତ

June 11, 2026
ଓଡ଼ିଶା ଓ ଆନ୍ଧ୍ରପ୍ରଦେଶରେ ଜନସମୁଦାୟ କିଭଳି ଭୂ-ରୂପ ପୁନରୁଦ୍ଧାରର ପଥ ପ୍ରଦର୍ଶନ କରୁଛନ୍ତି

How communities in Odisha and Andhra Pradesh are showing the way on Landscape Restoration

June 11, 2026
ଓଡ଼ିଶା ଓ ଆନ୍ଧ୍ରପ୍ରଦେଶରେ ଜନସମୁଦାୟ କିଭଳି ଭୂ-ରୂପ ପୁନରୁଦ୍ଧାରର ପଥ ପ୍ରଦର୍ଶନ କରୁଛନ୍ତି

ଓଡ଼ିଶା ଓ ଆନ୍ଧ୍ରପ୍ରଦେଶରେ ଜନସମୁଦାୟ କିଭଳି ଭୂ-ରୂପ ପୁନରୁଦ୍ଧାରର ପଥ ପ୍ରଦର୍ଶନ କରୁଛନ୍ତି

June 11, 2026
ବିଶୁଦ୍ଧ ପାନୀୟ ଜଳ ସଙ୍କଟ : ନୂତନ ନଳକୂପ ଖନନ ପାଇଁ ଦାବୀ

ବିଶୁଦ୍ଧ ପାନୀୟ ଜଳ ସଙ୍କଟ : ନୂତନ ନଳକୂପ ଖନନ ପାଇଁ ଦାବୀ

June 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧାରୋଡ଼ ମଣ୍ଡଳରେ ଆନ୍ତର୍ଜାତୀୟ ଲେଭେଲ କ୍ରସିଂ ସଚେତନତା ଦିବସ ପାଳିତ

ଖୋର୍ଦ୍ଧାରୋଡ଼ ମଣ୍ଡଳରେ ଆନ୍ତର୍ଜାତୀୟ ଲେଭେଲ କ୍ରସିଂ ସଚେତନତା ଦିବସ ପାଳିତ

June 11, 2026
ଓଡ଼ିଶା ଓ ଆନ୍ଧ୍ରପ୍ରଦେଶରେ ଜନସମୁଦାୟ କିଭଳି ଭୂ-ରୂପ ପୁନରୁଦ୍ଧାରର ପଥ ପ୍ରଦର୍ଶନ କରୁଛନ୍ତି

How communities in Odisha and Andhra Pradesh are showing the way on Landscape Restoration

June 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version