• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପିପିଲି ମଇଦାନ ପାଇଁ ତିନି ଦଳର ପ୍ରାର୍ଥୀ ପ୍ରସ୍ତୁତ : ଅଜିତ୍‌ଙ୍କୁ ନେଇ କଂଗ୍ରେସରେ ଅସନ୍ତୋଷ

Proprietor Abhimanyu Maharana by Proprietor Abhimanyu Maharana
March 29, 2021
in ଓଡ଼ିଶା, ପୁରୀ, ରାଜନୀତି, ହୋମ୍
0
ପିପିଲି ମଇଦାନ ପାଇଁ ତିନି ଦଳର ପ୍ରାର୍ଥୀ ପ୍ରସ୍ତୁତ : ଅଜିତ୍‌ଙ୍କୁ ନେଇ କଂଗ୍ରେସରେ ଅସନ୍ତୋଷ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୯ ମାର୍ଚ୍ଚ ସୋମବାର ) ଭୁବନେଶ୍ଵର,ଅଭିମନ୍ୟୁ/ପିପିଲି :- ପିପିଲି ମଇଦାନ ପାଇଁ ତିନି ଦଳର ପ୍ରାର୍ଥୀ ପ୍ରସ୍ତୁତ। ବିଜେପି ଓ ବିଜେଡି ପ୍ରାର୍ଥୀ ଘୋଷଣା ପରେ କଂଗ୍ରେସ ଅଜିତ ମଙ୍ଗରାଜଙ୍କୁ ପ୍ରାର୍ଥୀ ଘୋଷଣା କରିଛି। ଅଜିତ ପ୍ରାର୍ଥୀ ହେବାକୁ ନେଇ କଂଗ୍ରେସରେ ଅସନ୍ତୋଷ ଦେଖା ଦେଇଛି। ଟିକେଟ ଆଶାୟୀ ଥିବା ପୂର୍ଣ୍ଣଚନ୍ଦ୍ର ସ୍ଵାଇଁ ନିଜର ଅସନ୍ତୋଷ ପ୍ରକାଶ ପରେ ତାଙ୍କୁ ବୁଝାଇବାକୁ ଉଦ୍ୟମ କରୁଛି ଦଳ। ସେପଟେ କାଲି ମାନାଙ୍କନ ଦାଖଲର ଶେଷ ଦିନ ହୋଇଥିବାରୁ କଂଗ୍ରେସରୁ ଅଜିତ ମଙ୍ଗରାଜ ଓ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରସାଦ ମହାରଥୀ ନିଜ ନିଜ ନାମାଙ୍କନ ଦାଖଲ କରିବେ । ଆଗରୁ ନାମାଙ୍କନ ଦାଖଲ କରିଥିବା ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ ଏବେ କର୍ମୀଙ୍କୁ ନେଇ ଲୋକଙ୍କ ପାଖରେ ପହଁଚିବାକୁ ଚେଷ୍ଟା କରିଛନ୍ତି ।

କଂଗ୍ରେସ ପ୍ରାର୍ଥୀ ଘୋଷଣାକୁ ନେଇ ଅସନ୍ତୋଷ ଜାହିର କରିଛନ୍ତି ପୂର୍ଣ୍ଣଚନ୍ଦ୍ର ସ୍ବାଇଁ। ଗତ ସାଧାରଣ ନିର୍ବାଚନରେ ପିପିଲିରୁ ଲଢିଥିବା ଅଜିତ ମଙ୍ଗରାଜ ଏବେ ପୁରୀ ଜିଲ୍ଲା କଂଗ୍ରେସର ସଭାପତି ଅଛନ୍ତି । ସେ କାଲି ତାଙ୍କ ନାମାଙ୍କନ ପତ୍ର ଦାଖଲ କରିବେ । ତେବେ ଟିକେଟ ଆଶାୟୀ ଥିବା ପିପିଲି ପୂର୍ବତନ ବ୍ଲକ ଅଧ୍ୟକ୍ଷ ପୂଣ୍ଣଚନ୍ଦ୍ର ସ୍ବାଇଁ ଖୋଲା ଖୋଲି ଭାବେ ନିଜର ଅସନ୍ତୋଷ ଜାହିର କରିଛନ୍ତି । ପୂର୍ଣ୍ଣ କହିଛନ୍ତି ଟିକେଟ ପାଇବାକୁ ଆଶାୟୀ ଥିଲି, ନମିଳିବାରୁ ମନରେ ଅସନ୍ତୋଷ ଅଛି, ହେଲେ କଂଗ୍ରେସ ଛାଡ଼ିବି ନାହିଁ ବୋଲି ସେ କହିଛନ୍ତି। ସେପଟେ ପୂର୍ଣ୍ଣଙ୍କୁ ବୁଝାଇବାକୁ ଚେଷ୍ଟା କରିଛନ୍ତି ଅଜିତ। ପିପିସି ସଭାପତି ପ୍ରତିକ୍ରିୟା ରଖି କହିଛନ୍ତି ପୂର୍ଣ୍ଣବାବୁ ଦଳ ବିରୋଧୀ କାମ କରିବେ ନାହିଁ ।

ବିଜେଡି ଦିବଙ୍ଗତ ବିଧାୟକ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ପ୍ରସାଦ ମହାରଥୀଙ୍କୁ ଟିକେଟ ଦେବା ପରେ ଦଳୀୟ କର୍ମୀଙ୍କ ଭିତରେ ଉତ୍ସାହ ଦେଖା ଦେଇଛି । ପିପିଲି ଓ ଡେଲାଙ୍ଗ ଦୁଇ ବ୍ଲକରେ ପ୍ରତି ପଞ୍ଚାୟତରେ ସ୍ବତନ୍ତ୍ର ଟିମ ଗଢି ପ୍ରଚାରକୁ ଆଗକୁ ନେବାକୁ ରଣନୀତି କରିଛି ବିଜେଡି । ଦଳୀୟ ନେତା ଓ କର୍ମୀଙ୍କ ନେଇ ପିପିଲିରୁ ଶୋଭାଯାତ୍ରାରୁ ବାହାରି ରୁଦ୍ର କାଲି ନାମାଙ୍କନ ପତ୍ର ଦାଖଲ କରିବେ। ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ ପ୍ରାର୍ଥୀ ପତ୍ର ଦାଖଲ କରିସାରିଥିବା ବେଳେ କର୍ମୀଙ୍କ ମହଲରେ କ୍ୟାମ୍ପେନ ଜାରି ରଖିଛନ୍ତି । ଏପ୍ରିଲ ୧୭ରେ ପିପିଲି ଭୋଟ ହେବ । କାଲି ନାମାଙ୍କନ ଦାଖଲ ଶେଷ ଦିନ । ଏପ୍ରିଲ ତିନିରେ ପ୍ରାର୍ଥୀ ପତ୍ର ପ୍ରତ୍ୟାହାର ଶେଷ ପରେ ଚୁଡାନ୍ତ ତାଲିକା ପ୍ରକାଶ ପାଇବ ଆଉ ତା ପରେ ପ୍ରଚାର ଆହୁରି ଜମିବ। (ରିପୋର୍ଟ /ଭଞ୍ଜ ବିହାରୀ ମହାନ୍ତି )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା, ୧୧0ଦୋଳର ଭବ୍ୟ ମେଳଣ : ଯୋଗ ଦେଲେ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା, ୧୧0ଦୋଳର ଭବ୍ୟ ମେଳଣ : ଯୋଗ ଦେଲେ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

March 10, 2026
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026
ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା, ୧୧0ଦୋଳର ଭବ୍ୟ ମେଳଣ : ଯୋଗ ଦେଲେ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା, ୧୧0ଦୋଳର ଭବ୍ୟ ମେଳଣ : ଯୋଗ ଦେଲେ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

March 10, 2026
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version