• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଣପୁର ବାର ଆସୋସିଏସନ ର ନିର୍ବାଚନ ରେ ୧୩ ଖଣ୍ଡ ଭୋଟରେ ବିଜୟୀ ଲାଭ କଲେ – ସୂର୍ଯ୍ୟ ନାରାୟଣ ମହାପାତ୍ର

Proprietor Abhimanyu Maharana by Proprietor Abhimanyu Maharana
March 30, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍
0
ରଣପୁର ବାର ଆସୋସିଏସନ ର ନିର୍ବାଚନ ରେ ୧୩ ଖଣ୍ଡ ଭୋଟରେ ବିଜୟୀ ଲାଭ କଲେ – ସୂର୍ଯ୍ୟ ନାରାୟଣ ମହାପାତ୍ର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୯ ମାର୍ଚ୍ଚ ସୋମବାର )ରଣପୁର,ରିପୋର୍ଟ /ଅଭିମନ୍ୟୁ ମହାରଣା :-  ଓଡ଼ିଶା ରାଜ୍ୟର ଉଚ୍ଚ ନ୍ୟାୟାଳୟ ହେଉଛି ନ୍ୟାୟ ବିଭାଗ ର ପ୍ରବର୍ତ୍ତକ । ଓଡ଼ିଶାରେ ଥିବା ସମସ୍ତ କୋର୍ଟ ଉଚ୍ଚ ନ୍ୟାୟାଳୟ ସାଙ୍ଗରେ ରହିବା ସ୍ୱଭାବିକ ତେଣୁ ପ୍ରତ୍ୟକ ନ୍ୟାୟାଳୟ ରେ ଜଣେ ବିଚାରପତି ଥିବା ବେଳେ ସେଠାରେ ଜନସାଧାରଣ ଙ୍କୁ ପ୍ରତିନିଧିତ୍ବ କରିବା ପାଇଁ ଓକିଲ ମାନେ ଥାଆନ୍ତି । ତେଣୁ ସେହି ଓକିଲ ମାନଙ୍କ ର ଯେଉଁ ସଙ୍ଘ ଥାଏ ତାହା ହେଉଛି ବାର ଆସୋସିଏସନ୍ ନୟାଗଡ଼ ଜିଲ୍ଲା ରଣପୁର ବାର ଆସୋସିଏସନ ରେ ଏକ ନିର୍ବାଚନ ଅନୁଷ୍ଠିତ ହୋଇଥିଲା ।

ସେହି ନିର୍ବାଚନ ରେ ସଭାପତି ପଦ ପାଇଁ ସର୍ବ ମୋଟ ସଭାପତି ପଦ ପାଇଁ ଦୁଇ ଜଣ ପରସ୍ପର ବିରୋଧରେ ଠିଆ ହୋଇଥିଲେ । ଇଲେକ୍ସନ ଅଫିସର ଥିଲେ ଗିରିଜା ଶଙ୍କର ସାମନ୍ତରାୟ ଯିଏ କି ମତଦାନ ଗଣତି ର ବିଜୟୀ ଘୋଷଣା କରିଥିଲେ । ବାର୍ ଆସୋସିଏସନ ର ଏହି ନିର୍ବାଚନରେ ଦୁଇ ପାର୍ଥୀ ଓହ୍ଲାଇଥିଲେ ମଇଦାନକୁ ଦୁଇ ଜଣ ଙ୍କ ମଧ୍ୟରେ ଲଢେଇ ହୋଇଥିଲା ।

ସୂର୍ଯ୍ୟ ନାରାୟଣ ମହାପାତ୍ର ଏବଂ ଅନ୍ୟ ଜଣେ ସୁବାଷ ଜେନା ପାର୍ଥୀ ହୋଇଥିଲେ , ଦୁଇ ଜଣ ଙ୍କ ମଧ୍ୟ ରେ ମୋଟ ୬୧ ଟି ମତଦାନ ହୋଇଥିଲା ୧୩ ଖଣ୍ଡ ଭୋଟ ରେ ବିଜୟୀ ହୋଇଛନ୍ତି ସୂର୍ଯ୍ୟ ନାରାୟଣ ମହାପାତ୍ର । ସେଥିରୁ ୨୪ ଟି ମତ ସୁବାଷ ଜେନା ଙ୍କ ସପକ୍ଷ ରେ ଯାଇଥିବା ବେଳେ ୩୭ ଟି ମତ ସୂର୍ଯ୍ୟ ନାରାୟଣ ମହାପାତ୍ର ଙ୍କ ସପକ୍ଷରେ ଯାଇଥିଲା ତେଣୁ ଚଳିତ ବର୍ଷ ୨୦୨୧ ରୁ ୨୦୨୨ପର୍ଯ୍ୟନ୍ତ ବାର ଆସୋସିଏସନ ର ସଭାପତି ଭାବେ ସୂର୍ଯ୍ୟ ନାରାୟଣ ମହାପାତ୍ର ଦାୟିତ୍ୱ ନେଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
As we approach Pakhala Divas on 20.03.2026

As we approach Pakhala Divas on 20.03.2026

March 18, 2026
ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

March 17, 2026
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

March 17, 2026
ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

OWM’s 3rd Annual function highlights professional responsibilities and personal happiness

March 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

As we approach Pakhala Divas on 20.03.2026

As we approach Pakhala Divas on 20.03.2026

March 18, 2026
ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

March 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version