• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅନୁଗୁଳ

ଖରା ବଢୁଛି, ପାଣି ସମସ୍ୟା ଦେଖାଦେଲାଣି; ବିଭାଗୀୟ କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ଦାବି

Proprietor Abhimanyu Maharana by Proprietor Abhimanyu Maharana
March 30, 2021
in ଅନୁଗୁଳ, ଓଡ଼ିଶା, ହୋମ୍
0
ଖରା ବଢୁଛି, ପାଣି ସମସ୍ୟା ଦେଖାଦେଲାଣି; ବିଭାଗୀୟ କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ଦାବି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୩୦ ମାର୍ଚ୍ଚ ମଙ୍ଗଳବାର ) ନଳକୂଅ/ଲେଫ୍ରିପଡ଼ା :- ଲେଫ୍ରିପଡ଼ା ଅଞ୍ଚଳରେ ଅସହ୍ୟ ଗ୍ରୀଷ୍ମପ୍ରବାହ ପ୍ରକୋପରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଇତିମଧ୍ୟରେ ଅଧିକାଂଶ ନଈନାଳ ଶୁଖି ଗଲାଣି । ଅଧିକାଂଶ ନଳକୂଅ ଅଚଳ ହେଲାଣି । ପାଣି ପାଇଁ ଡହକବିକଳ ହେଲେଣି ଲୋକେ । ବ୍ଲକ୍‌ର ଜୀବନରେଖା କୁହାଯାଉଥିବା ଇଚ୍ଛାନାଳ ପାଣି ଶୁଖିଯିବାରୁ ନଈକୂଳିଆ ଲୋକଙ୍କ ପାଇଁ ପାଣି ସମସ୍ୟା ଦେଖାଦେଇଛି । ଚାଷବାସ ଠାରୁ ଆରମ୍ଭ କରି ଗାଧୁଆପାଧୁଆ ତଥା ଗାଈଗୋରୁ ସମସ୍ତେ ଏହି ନାଳ ଉପରେ ନିର୍ଭର କରିଥାନ୍ତି । ସରକାର ଗ୍ରାମାଞ୍ଚଳ ଜନସାଧାରଣଙ୍କୁ ବିଶୁଦ୍ଧ ପାନୀୟଜଳ ଯୋଗାଇବା ଲକ୍ଷ୍ୟରେ ବିଭିନ୍ନ ସ୍ଥାନରେ ପ୍ରକଳ୍ପ ନିର୍ମାଣ କରିଛନ୍ତି । ହେଲେ ଆବଶ୍ୟକ ରକ୍ଷଣାବେକ୍ଷଣ ଓ ମରାମତି ଅଭାବରୁ ଲୋକେ ଏହାର ସୁଫଳ ପାଉନାହାନ୍ତି ।

ବ୍ଲକ୍‌ର ବହୁ ପଞ୍ଚାୟତରେ ଏବେଠାରୁ ଜଳ ସମସ୍ୟା ଉତ୍କଟ ହେଲାଣି । ତଥାପି ବିଭାଗ ପକ୍ଷରୁ ମରାମତି କିମ୍ବା ପୁନରୁଦ୍ଧାର ପାଇଁ କୌଣସି ପଦକ୍ଷେପ ନିଆଯାଉ ନାହିଁ। ସରକାର ଯୋଜନା ପରେ ଯୋଜନା ପ୍ରଣୟନ କରି ଚାଲିଛନ୍ତି । କିନ୍ତୁ ଯୋଜନା ସମୂହର କାର୍ଯ୍ୟକାରିତାକୁ ଠିକ୍ ରୂପେ ତଦାରଖ କରାଯାଉନଥିବା ଅଭିଯୋଗ ହେଉଛି । ଫଳରେ ଖରା ଆରମ୍ଭରୁ ହିଁ ଲେଫ୍ରିପଡ଼ାର ବିଭିନ୍ନ ସ୍ଥାନରେ ଜଳର ଉତ୍କଟ ସମସ୍ୟା ଦେଖିବାକୁ ମିଳୁଛି । କେଉଁଠି ନଳକୂପ ଖରାପ ତ କେଉଁଠି ଗ୍ରାମକୁ ପାଣି ଯୋଗାଣ ଦୁଇ ଦିନରେ ମାତ୍ର ଥରେ । ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ପ୍ରକଳ୍ପ କେବଳ ପମ୍ପ ହାଉସ ଭିତରେ ସୀମିତ ରହିଛି । ପ୍ରକଳ୍ପ ଥିଲେ ବି ସାଧାରଣ ଲୋକମାନେ ପାଇପ ପାଣି ପାଇବାରୁ ବଞ୍ଚିତ ହେଉଛନ୍ତି ।

ବିଶେଷ କରି ହୁର୍ମେଇ, ସରଫଗଡ଼, ଡୁମାବାହାଲ ଓ ରାଜବାହାଲ ପଞ୍ଚାୟତର ସଂଖ୍ୟାଧିକ ଗାଁରେ ଉତ୍କଟ ପରିସ୍ଥିତି ସୃଷ୍ଟି ହୋଇଛି । ଗାଁମାନଙ୍କରେ ଥିବା ନଳକୂଅ ଓ ସୋଲାର ଡୁଆଲ ପମ୍ପଗୁଡିକ ଖରାପ ହୋଇ ପଡିଛି । ପଞ୍ଚାୟତଗୁଡିକ ପକ୍ଷରୁ ଜଳଛତ୍ର, ମୋବାଇଲ ଟ୍ୟାଙ୍କର, ଚହଳା ଖନନ ଓ କ୍ରସବନ୍ଧ ବ୍ୟବସ୍ଥା କରିବା ଦିଗରେ ଆଦୌ ତତ୍ପରତା ଦେଖା ଯାଉନି । ଦାୟିତବରେ ଥିବା ସ୍ଥାନୀୟ କର୍ମଚାରୀ ନା ନା ଆଳ ଦେଖାଇ ନଳକୂଅ ମରାମତି କରୁ ନ ଥିବାବେଳେ ସ୍ଥାନୀୟ ବିଭାଗୀୟ କନିଷ୍ଠ ଯନ୍ତ୍ରୀଙ୍କ ଦେଖା ମିଳୁନି । ଆଗକୁ ଖରା ଆହୁରି ବଢ଼ିବାକୁ ଥିବାରୁ ଜିଲ୍ଲା ଜଳ ଓ ପରିମଳ ବିଭାଗ ସଜାଗ ରହିବା ସହ ଖରାପ ଥିବା ନଳକୂପର ମରାମତି ସହ ପ୍ରତ୍ୟେକ ଗ୍ରାମକୁ ଦୈନିକ ଜଳ ଯୋଗଣ କରାଯିବାକୁ ଦାବି ହେଉଛି । (ରିପୋର୍ଟ /ଭଞ୍ଜ ବିହାରୀ ମହାନ୍ତି )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

April 23, 2026
କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

April 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version