• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପହିଲାରୁ ନୂଆ ନିୟମ : ଏପ୍ରିଲ ୧ରୁ ଦେଶରେ ବଦଳିବାକୁ ଯାଉଛି ଅନେକ ନିୟମ

Proprietor Abhimanyu Maharana by Proprietor Abhimanyu Maharana
March 31, 2021
in ଓଡ଼ିଶା, ଦେଶ, ହୋମ୍
0
ପହିଲାରୁ ନୂଆ ନିୟମ : ଏପ୍ରିଲ ୧ରୁ ଦେଶରେ ବଦଳିବାକୁ ଯାଉଛି ଅନେକ ନିୟମ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୩୧ ମାର୍ଚ୍ଚ ୨୦୨୧, ବୁଧବାର) ନୂଆଦିଲ୍ଲୀ :-  ପିଏଫ, ଆୟକରଠାରୁ ଆରମ୍ଭ କରି ବିମା ପେନସନ୍‌ ସମ୍ପନ୍ଧୀୟ ନିୟମରେ ପରିବର୍ତ୍ତନ ଆସିବ । ଏହାଛଡା ପହିଲାରୁ ଦୁଗଧ ଠାରୁ ଆରମ୍ଭ କରି ବିଦ୍ୟୁତ୍‌, କାର, ବାଇକ୍‌, ରେଫ୍ରିଜରେଟର ଓ ଏସି ମହଙ୍ଗା ହେବ । ପିଏଫ କର୍ମଚାରୀଙ୍କ ବାର୍ଷିକ ଅଢ଼େଇ ଲକ୍ଷ ଟଙ୍କାରୁ ଅଧିକ ଯୋଗଦାନ ଉପରେ ହେଉଥିବା ସୁଧ ଆୟ ଉପରେ ଟିକସ ଦେବାକୁ ହେବ । ଗତ ସାଧାରଣ ବଜେଟରେ କେନ୍ଦ୍ର ସରକାର ଏହି ନିୟମରେ ପରିବର୍ତ୍ତନ ଆଣିଛନ୍ତି । ଏ ପର୍ଯ୍ୟନ୍ତ ପିଏଫରୁ ମିଳୁଥିବା ସୁଧ ଟିକସ ପରିସର ବାହାରେ ରହିଥିଲା ।

ଉଚ୍ଚ ଆୟ କରୁଥିବା ବ୍ୟକ୍ତିଙ୍କ ଉପରେ ସିଧାସଳଖ ପ୍ରଭାବ ପକାଇବ । ସେହିଭଳି ସରଳ ପେନସନ ଯୋଜନା ଏପ୍ରିଲ ୧ରୁ ଆରମ୍ଭ ହେବାକୁ ଯାଉଛି । ଏହି ଯୋଜନା ଅଧିନରେ ମାଚ୍ୟୁରିଟି ଲାଭ ମିଳିବ ନାହିଁ । କ୍ରୟ ମୂଲ୍ୟର ୧୦୦ପ୍ରତିଶତ ଫେରସ୍ତ କରିବାର ଏକ ବିକଳ୍ପ ରହିବ । ୭୫ ବର୍ଷରୁ ଅଧିକ ବୟସ ବର୍ଗର ଲୋକଙ୍କୁ ଏଣିକି ଆଉ ଆୟକର ରିଟର୍ଣ୍ଣ ଦାଖଲ କରିବାକୁ ପଡିବ ନାହିଁ ।

କରୋନା କାରଣରୁ ଗତ ଥର କର୍ମଚାରୀମାନେ ଏଲଟିସିର ଲାଭ ଉଠାଇ ପାରି ନ ଥିଲେ । ଏବେ ସରକାର ସେମାନଙ୍କୁ ନଗଦ ଦେୟ ଦେବେ । ଯାହା ଟ୍ୟାକ୍ସ ଅଧିନକୁ ଆସିବ ନାହିଁ । ମହଙ୍ଗା ହେବ ବିମାନ ଯାତ୍ରା । ଘରୋଇ ଉଡାଣ କ୍ଷେତ୍ରରେ ୫ ପ୍ରତିଶତ ବୃଦ୍ଧି କରାଯିବ । ବିମାନ ଟିକଟରେ ବିମାନବନ୍ଦର ସୁରକ୍ଷା ଦେୟ ବୃଦ୍ଧି କରାଯାଇଛି ।ଏସି ଓ ରେଫ୍ରିଜରେଟର ଦର ୧୫୦୦ ଟଙ୍କାରୁ ୨୦୦୦ ଟଙ୍କା ପର୍ଯ୍ୟନ୍ତ ମହଙ୍ଗା ହୋଇପାରେ ।(ରିପୋର୍ଟ /ଭଞ୍ଜ ବିହାରୀ ମହାନ୍ତି )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

OPPO Celebrates a 10 of F Series in India with the Launch of F35 Series, Bringing the Group Selfie Expert  to a New Generation

October 7, 2026
7th Odisha Travel Bazaar Concludes Successfully, Marking a  New Chapter in Odisha’s Tourism Journey

୭ମ ଓଡ଼ିଶା ଟ୍ରାଭେଲ ବଜାର ସଫଳତାର ସହ ଉଦ୍‌ଯାପିତ : ଓଡ଼ିଶା ପର୍ଯ୍ୟଟନ କ୍ଷେତ୍ରରେ ଯୋଡ଼ିହେଲା ନୂଆ ଅଧ୍ୟାୟ

Odisha’s youth will be skilled in green energy and solar technology along with creating employment opportunities-another step in that direction.

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

OPPO Celebrates a 10 of F Series in India with the Launch of F35 Series, Bringing the Group Selfie Expert  to a New Generation

OPPO Celebrates a 10 of F Series in India with the Launch of F35 Series, Bringing the Group Selfie Expert to a New Generation

October 7, 2026
7th Odisha Travel Bazaar Concludes Successfully, Marking a  New Chapter in Odisha’s Tourism Journey

୭ମ ଓଡ଼ିଶା ଟ୍ରାଭେଲ ବଜାର ସଫଳତାର ସହ ଉଦ୍‌ଯାପିତ : ଓଡ଼ିଶା ପର୍ଯ୍ୟଟନ କ୍ଷେତ୍ରରେ ଯୋଡ଼ିହେଲା ନୂଆ ଅଧ୍ୟାୟ

October 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version