• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଏନ୍‌ସିପି ମୁଖ୍ୟ ଶରଦ ପାୱାରଙ୍କ ସଜୟରୀ ସଫଳତାର ସହ ଶେଷ ହୋଇଛି

Proprietor Abhimanyu Maharana by Proprietor Abhimanyu Maharana
March 31, 2021
in ଓଡ଼ିଶା, ଦେଶ, ହୋମ୍
0
ଏନ୍‌ସିପି ମୁଖ୍ୟ ଶରଦ ପାୱାରଙ୍କ ସଜୟରୀ ସଫଳତାର ସହ ଶେଷ ହୋଇଛି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୩୧ ମାର୍ଚ୍ଚ ୨୦୨୧, ବୁଧବାର) ମୁମ୍ବାଇ :- ସର୍ଜରୀ ପରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଏବେ ସ୍ଥିର ଥିବା ଜଣାପଡିଛି। ଗତକାଲି ବିଳମ୍ବିତ ରାତିରେ ତାଙ୍କର ସର୍ଜରୀ ହୋଇଥିଲା । ମହାରାଷ୍ଟ୍ରର ସ୍ୱାସ୍ଥ୍ୟମନ୍ତ୍ରୀ ରାଜେଶ ଟୋପେ କହିଛନ୍ତି ପାଓ୍ୱାରଙ୍କ ଗଲବ୍ଲାଡରରେ ଷ୍ଟୋନ ହୋଇଥିଲା । ତେବେ ସଫଳତାର ସହ ଏହାକୁ ବାହାର କରାଯାଇଛି । ବର୍ତ୍ତମାନ ତାଙ୍କୁ କିଛି ଦିନ ହସ୍ପିଟାଲରେ ଅବଜରଭେସନରେ ରଖାଯିବ । ଆଗକୁ ଯଦି ତାଙ୍କର ଯନ୍ତ୍ରଣା ନ କମିବ ତାହେଲେ ତାଙ୍କର ଗଲବ୍ଲାଡର କଢାଯିବ ବୋଲି ଡାକ୍ତର କହିଛନ୍ତି।

ସୂଚନାଯୋଗ୍ୟ ଯେ, ୮୦ ବର୍ଷୀୟ ଶରଦ ପାଓ୍ୱାର ରବିବାର ପେଟରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାରୁ ତାଙ୍କର ପିତକୋଷରେ ସମସ୍ୟା ଥିବା ଜଣାପଡିଥିଲା । ପାର୍ଟି ପକ୍ଷରୁ ତାଙ୍କର ଶରୀର ଅସୁସ୍ଥତା ନେଇ ଟ୍ୱିଟରେ ପୋଷ୍ଟ କରାଯାଇଥିଲା । ଗତ ୨୯ ମାର୍ଚ୍ଚରେ ଚିକିତ୍ସା ପାଇଁ ପାଓ୍ୱାରଙ୍କୁ ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲକୁ ଅଣାଯାଇଥିଲା । ସେଠାରେ ତାଙ୍କର ସମସ୍ୟା ଜଣାପଡିବାରୁ ଅପରେସନ ପାଇଁ ଡାକ୍ତର କହିଥିଲେ । ଫଳରେ କାଲି ବିଳମ୍ୱିତ ରାତିରେ ଅସ୍ତ୍ରୋପଚାର କରାଯାଇଛି । (ରିପୋର୍ଟ /ଭଞ୍ଜ ବିହାରୀ ମହାନ୍ତି )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Odisha’s youth will be skilled in green energy and solar technology along with creating employment opportunities-another step in that direction.

Odisha’s youth will be skilled in green energy and solar technology along with creating employment opportunities-another step in that direction.

October 7, 2026
Ranpur – SUBHADEV  ENTERPRISES  (dishtv)

Ranpur – SUBHADEV  ENTERPRISES  (dishtv)

October 7, 2026
Taneira reimagines ‘Solah Shringaar’ for the modern Indian woman with its new Diwali campaign

Taneira reimagines ‘Solah Shringaar’ for the modern Indian woman with its new Diwali campaign

October 7, 2026
ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

VeDakshata : Creating Pathways to Livelihood for Rural Youth

October 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Odisha’s youth will be skilled in green energy and solar technology along with creating employment opportunities-another step in that direction.

Odisha’s youth will be skilled in green energy and solar technology along with creating employment opportunities-another step in that direction.

October 7, 2026
Ranpur – SUBHADEV  ENTERPRISES  (dishtv)

Ranpur – SUBHADEV  ENTERPRISES  (dishtv)

October 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version