• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ସାହିତ୍ୟ ସଂସ୍କୃତି ସମ୍ପନ୍ନ ମାହାଙ୍ଗା ଜନ୍ମ ଦେଇଛି ଅନେକ ଯୋଗଜନ୍ମା ମହାପୁରୁଷ : ମନ୍ତ୍ରୀ ପ୍ରତାପ ଯେନା

Proprietor Abhimanyu Maharana by Proprietor Abhimanyu Maharana
February 17, 2020
in Uncategorized, ଓଡ଼ିଶା, ହୋମ୍
0
ସାହିତ୍ୟ ସଂସ୍କୃତି ସମ୍ପନ୍ନ ମାହାଙ୍ଗା ଜନ୍ମ ଦେଇଛି ଅନେକ ଯୋଗଜନ୍ମା ମହାପୁରୁଷ : ମନ୍ତ୍ରୀ ପ୍ରତାପ ଯେନା
Share on FacebookShare on TwitterWhatsapp

ମାହାଙ୍ଗା,କଟକ (ଓଡିଶା ତାଜା ନ୍ୟୁଜ୍ ) ମାହାଙ୍ଗା 16/02/20:-କବିତା ଛଳଛଳ ହୃଦୟର କଥା କହେ ମାହାଙ୍ଗା ମାଟି, ଯେଉଁଠି ଜୀବନ ଓ ମୃତ୍ୟୁର ସମ୍ପର୍କ ଭିତରେ ଉଲ୍ଲସୀତ ହୋଇ ଉଠନ୍ତି ସାରସତ୍ବ ସାଧକ ମାନେ,ଆଉ ସମାଜରେ ଶାନ୍ତି ମୈତ୍ରୀ ଓ ସଦଭାବନା ଆଣିବା ପାଇଁ ବୁଣି ଦିଅନ୍ତି ସାହିତ୍ୟର ବିଜଟିଏ l ଆଉ କବି ମାନଙ୍କର ନିଆରା ପରିକଳ୍ପନା ସାହିତ୍ୟ ଭିତରେ ମହମହ ହୋଇ ବାସି ଉଠେ l ଯାହାକି କବିତା ପାଲଟି ଯାଏ l

ଆଉ ଏହି ପ୍ରତିଭାଧରଙ୍କ ପାଇଁ ମହକି ଉଠେ ମାହାଙ୍ଗାର ଇତିହାସ ବୋଲି କଟକ ଜିଲ୍ଲା ମାହାଙ୍ଗା କୋଠପଦା ସ୍ଥିତ ଗଣକବି ବୈଷ୍ଣବ ପାଣି ସ୍ମୃତି ମଣ୍ଡପରେ ଆୟୋଜିତ ହେଉଥିବା ସାହିତ୍ୟ ମହାକୁଂଭର ଉଦଯାପନ ଉତ୍ସବରେ ନଗର ଉନ୍ନୟନ ଓ ଆଇନି ମନ୍ତ୍ରୀ ପ୍ରତାପଜେନା ଯୋଗଦେଇ ମତବ୍ୟକ୍ତ କରିଚନ୍ତି, ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ଆଜି ସଂଧ୍ୟାରେ ଏହି ମହୋତ୍ସବ ରେ ବିଶିଷ୍ଟ ସାହିତ୍ୟିକ, କବି, କଥାକାର, ଭାଷାବିତ, ରାଜନେତା ଏବଂ ପ୍ରଶାସନିକ ଅଧିକାରୀ ମାନଙ୍କ ଗହଣରେ ଅନୁଷ୍ଠିତ ଉଦଯାପନୀ ସଭାରେ ମନ୍ତ୍ରୀ ପ୍ରତାପ ଜେନା ସଭାପତିତ୍ୱ କରିଥିଲେ l

ଏହି ଉତ୍ସବରେ ବିଶିଷ୍ଟ ଭାଷାବିତ ଡକ୍ଟର ଦେବୀ ପ୍ରସନ୍ନ ପଟ୍ଟନାୟକ, ପୂର୍ବତନ ବାଚସ୍ପତି ଶରତ କୁମାର କର, ପୂର୍ବତନ ବିଧାୟକ ବିକ୍ରମ କେଶରୀ ବର୍ମା, କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ଅନିଲ କୁମାର ସାମଲ ପ୍ରମୁଖ ବିଶିଷ୍ଟ ବ୍ୟକ୍ତି ମାନେ ଅତିଥି ଭାବେ ଯୋଗଦେଇ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତିକୁ ମାହାଙ୍ଗାର ଅବଦାନ ଅତୁଳନୀୟ ବୋଲି କହିଥିଲେ, ଭଞ୍ଜ ସାହିତ୍ୟର ବିଶିଷ୍ଟ ଗବେଷକ ରଜତ କୁମାର କର,ବିଶିଷ୍ଟ ସଂସ୍କୃତ ଗବେଷକ ପଣ୍ଡିତ ପ୍ରବୋଧ ମିଶ୍ର, ସୁସାହିତିକା ଡକ୍ଟର ସଂଘମିତ୍ରା ମିଶ୍ର, ନାଟ୍ୟକାର ବ୍ରଜକିଶୋର ମହାନ୍ତି ଙ୍କୁ ସାହିତ୍ୟ ଏବଂ ସଂସ୍କୃତି କ୍ଷେତ୍ରରେ ଜୀବନବ୍ୟାପି ଅବଦାନ ପାଇଁ ମାହାଙ୍ଗା ସାରସ୍ୱତ ସମ୍ମାନରେ ସମ୍ବର୍ଦ୍ଧିତ କରାଯାଇଥିଲା l ଏହି ଅବସରରେ ସୁନାମଧନ୍ୟ ନୃତ୍ୟ ଓ ସଂଗୀତ ବିଶାରଦ ଶାଶ୍ୱତ ଯୋଶୀ ଏବଂ ତାଙ୍କ ସହଯୋଗୀ ମାନେ ଓଡିଶୀ ନୃତ୍ୟ ପରିବେଷଣ କରିଥିଲେ l କବି ପ୍ରଶାନ୍ତ ବିଶ୍ୱାଳ ସ୍ୱାଗତ ଭାଷଣ ଦେଇଥିଲେ l କାର୍ଯ୍ୟକ୍ରମକୁ ସାହିତ୍ୟ ସଂଗଠକ ଅକ୍ଷୟ କୁମାର ଷଢଙ୍ଗୀ ସଂଯୋଜନା କରିଥିଲେ l କବି ଜ୍ୟୋତିର୍ମୟୀ, କବି ଅଖିଳେଶ ମହାନ୍ତି, କବି ସ୍ଵାଗତିକା ମହାନ୍ତିଙ୍କ ସଂଯୋଜନାରେ ଶତାଧିକ କବି କବିତାପାଠ କରିଥିଲେ l ପ୍ରମୁଖ ସାହିତ୍ୟର ବିଭିନ୍ନ ଦିଗଉପରେ ଆଲୋଚନା କରିଥିଲେ l ମଧ୍ୟାହ୍ନରେ ଡକ୍ଟର ଭୁବନାନନ୍ଦ ସାହୁଙ୍କ ପୌରହିତ୍ୱରେ କବିତା ପାଠ ଉତ୍ସବ ଅନୁଷ୍ଠିତ ହୋଇଥିଲା l

ମାହାଙ୍ଗା ମାଟିର ସାରସ୍ୱତ ସାଧକ ମାନଙ୍କ ଉପରେ ଭିତ୍ତି ପ୍ରବନ୍ଧ ପାଠକରାଯାଇଥିଲା l ଅଧ୍ୟାପକ ପ୍ରଶାନ୍ତ ବିଶ୍ୱାଳ, ଡକ୍ଟର ନିଖିଳେଶ ମହାନ୍ତି, କବି ବସନ୍ତ ସାହୁ, କବି ଏକାଦଶୀ ପ୍ରଧାନ, ଡକ୍ଟର ନାରାୟଣ ମୁଦୁଲି ପ୍ରମୁଖ ନିଜ ନିଜର ଭିତ୍ତି ପ୍ରବନ୍ଧ ପାଠକରିଥିଲେ l ଶତାଧିକ କବିଙ୍କୁ ନେଇ ଏକ ମନୋଜ୍ଞ କବିତା ପାଠୋତ୍ସବ ଆୟୋଜିତ ହୋଇଥିଲା l ସମାଜସେବୀ ସୁବାଷ ଚନ୍ଦ୍ର ମଲ୍ଲିକ, କବି ଫକୀର ଚରଣ ନାୟକ, ପାନ୍ନଗ ଦାସ, ବିଶ୍ୱେଶ୍ୱର ମହାନ୍ତି, ଅକ୍ଷୟ ଷଢଙ୍ଗୀ, ସୁଧାଂଶୁ ପାଣି, ସୁବାଷ ବେହେରା, କିଶୋର ଦାଶ,ରଘୁନାଥ ଜେନା, ଲକ୍ଷ୍ମୀଧର ବେହେରା, ଗଣେଶ ବିହାରୀ, ଦୀପକ ଦାସ ସମେତ ସାହିତ୍ୟ ମହୋତ୍ସବର କର୍ମକର୍ତା ମାନେ ଉପସ୍ଥିତ ରହି ଉତ୍ସବ ପରିଚାଳନାରେ ସହଯୋଗ କରିଥିଲେ l ମାହାଙ୍ଗାରୁ ଲଷ୍ମୀଧର ଖୁଣ୍ଟିଆଙ୍କ ରିପୋର୍ଟ,

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

March 8, 2026
ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

March 8, 2026
ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା : ତିନି ବର୍ଷର ଶିଶୁ ସମେତ ୪ ମୃତ

ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା : ତିନି ବର୍ଷର ଶିଶୁ ସମେତ ୪ ମୃତ

March 8, 2026
ବିଜୁ ଜନତାଦଳ ମୋହନା ନିର୍ବାଚନ ମଣ୍ଡଳୀ ତରଫରୁ ବିଜୁ ବାବୁଙ୍କର ୧୧0ତମ ଜୟନ୍ତୀ ପାଳିତ

ବିଜୁ ଜନତାଦଳ ମୋହନା ନିର୍ବାଚନ ମଣ୍ଡଳୀ ତରଫରୁ ବିଜୁ ବାବୁଙ୍କର ୧୧0ତମ ଜୟନ୍ତୀ ପାଳିତ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

March 8, 2026
ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version