• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଛରେ ଝୁଲିଲା ପାଣି ମାଠିଆ; ଖରାଦିନେ ଆଉ ଶୋଷିଲା ରହିବେନି ପକ୍ଷୀ

Proprietor Abhimanyu Maharana by Proprietor Abhimanyu Maharana
March 31, 2021
in ଓଡ଼ିଶା, ହୋମ୍
0
ଗଛରେ ଝୁଲିଲା ପାଣି ମାଠିଆ; ଖରାଦିନେ ଆଉ ଶୋଷିଲା ରହିବେନି ପକ୍ଷୀ
Share on FacebookShare on TwitterWhatsapp

ମହାନଗର ନିଗମ ପକ୍ଷରୁ ନିଆରା ପ୍ରୟାସ

ଓଡ଼ିଶା ତାଜା ନ୍ୟୁଜ୍ (୩୧ ମାର୍ଚ୍ଚ ୨୦୨୧, ବୁଧବାର ) କାଲାବୁର୍ଗି :- ତାତି ବଢ଼ିଲେ ଖାଲି ମଣିଷ ନୁହେଁ ପକ୍ଷୀ ବି ପାଣି ପାଇଁ ଡହଳ ବିକଳ ହୁଅନ୍ତି । ପାଣି ଟୋପାଏ ପାଇଁ ଚାରିଆଡ଼େ ଜଳର ସ୍ରୋତ ଖୋଜି ବୁଲନ୍ତି । ତେବେ ଏହାକୁ ଦୃଷ୍ଟିରେ ରଖି ଖରାଦିନରେ ପକ୍ଷୀଙ୍କ ତୃଷ୍ଣା ମେଣ୍ଟାଇବାକୁ ପ୍ରୟାସ କରାଯାଇଛି । ଗଛରେ ପାନୀୟ ଜଳ ପାତ୍ର ରଖି ସେଥିରେ ପାଣି ରଖାଯାଉଛି । କର୍ଣ୍ଣାଟକ କାଲାବୁର୍ଗି ମହାନଗର ନିଗମ ପକ୍ଷରୁ ଏଭଳି ନିଆରା ପ୍ରୟାସ କରାଯାଇଛି ।

ଆଗକୁ ନିଦାଘ ଆସୁଛି । ଖରା ବଢ଼ୁଛି, ତାତି ବଢ଼ୁଛି, ତା ସହ ବଢ଼ୁଛି ଜଳସଂକଟ । ମଣିଷ ସିନା ଯେକୌଣସି ପ୍ରକାରେ ମୁନ୍ଦାଏ ପାଣି ପାଇଯିବ, ହେଲେ ପଶୁପକ୍ଷୀ କରିବେ କଣ? କଂକ୍ରିଟ ଜଙ୍ଗଲର ଜୀବଜନ୍ତୁଙ୍କ ଦୁରବସ୍ଥା ତ କହିଲେ ନସରେ । ତେବେ ଖରା ଦିନରେ ତୃଷାର୍ତ୍ତ ପକ୍ଷୀଙ୍କ ଶୋଷ ମେଣ୍ଟାଇବାକୁ ସ୍ୱତନ୍ତ୍ର ବ୍ୟବସ୍ଥା କରିଛନ୍ତି କର୍ଣ୍ଣାଟକ କାଲାବୁର୍ଗି ମହାନଗର ନିଗମ ।

ପ୍ରଶାସନ ପକ୍ଷରୁ ପକ୍ଷୀଙ୍କ ସମାଗମ ହେଉଥିବା ବିଭିନ୍ନ ପାର୍କ ଓ ବଡ଼ ବଡ଼ ଗଛରେ ଶିକା ଝୁଲାଇଲା ଭଳି ପାଣି ପାତ୍ର ଝୁଲାଯାଇଛି ।ସେଥିରେ ମହାନଗର ନିଗମ କର୍ମଚାରୀ ନିୟମିତ ପାଣି ଭର୍ତ୍ତି କରୁଛନ୍ତି । ସ୍ଥାନୀୟ ଲୋକ ବି ଏହି ପ୍ରୟାସରେ ସାମିଲ ହୋଇ ସେମାନଙ୍କୁ ସହଯୋଗ କରୁଛନ୍ତି । ଲୋକଙ୍କ ସୁବିଧା ପାଇଁ ବସଷ୍ଟାଣ୍ଡ୍ ଓ ଛକ ବଜାର ‌ଆଦିରେ ପ୍ରଶାସନ ଜଳଛତ୍ର ଖୋଲିବା କଥା ଜଣାଥିଲା । ହେଲେ ପକ୍ଷୀଙ୍କ ପାଇଁ ଏଭଳି ପ୍ରଶାସନିକ ପଦକ୍ଷେପ ସତରେ ବିରଳ । ପ୍ରଶାସନର ଏପରି ପଦକ୍ଷେପକୁ ଖୁବ ପ୍ରଶଂସା କରାଯାଉଛି ।  (ରିପୋର୍ଟ /ଭଞ୍ଜ ବିହାରୀ ମହାନ୍ତି )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Rare Surgery at Utkal Hospital: Completely Severed Left Hand of a 37-Year-Old Man Reattached After Six Hours of Intensive Surgery

Rare Surgery at Utkal Hospital: Completely Severed Left Hand of a 37-Year-Old Man Reattached After Six Hours of Intensive Surgery

October 15, 2026
ପୁଷ୍କରିଣୀ ଜଳରେ ବୁଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର, ପ୍ରଶାସନ ଅଘଟଣର ଅପେକ୍ଷାରେ !

ପୁଷ୍କରିଣୀ ଜଳରେ ବୁଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର, ପ୍ରଶାସନ ଅଘଟଣର ଅପେକ୍ଷାରେ !

October 15, 2026
ବ୍ଲକସ୍ତରୀୟ ରଙ୍ଗୋଲି ରାଷ୍ଟ୍ର ଉତ୍ସବ ଓ ସେବା ସଂକଳ୍ପ ଅଭିଯାନ

ବ୍ଲକସ୍ତରୀୟ ରଙ୍ଗୋଲି ରାଷ୍ଟ୍ର ଉତ୍ସବ ଓ ସେବା ସଂକଳ୍ପ ଅଭିଯାନ

October 15, 2026
Mass Rally for ADHD Awareness 

Mass Rally for ADHD Awareness 

October 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Rare Surgery at Utkal Hospital: Completely Severed Left Hand of a 37-Year-Old Man Reattached After Six Hours of Intensive Surgery

Rare Surgery at Utkal Hospital: Completely Severed Left Hand of a 37-Year-Old Man Reattached After Six Hours of Intensive Surgery

October 15, 2026
ପୁଷ୍କରିଣୀ ଜଳରେ ବୁଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର, ପ୍ରଶାସନ ଅଘଟଣର ଅପେକ୍ଷାରେ !

ପୁଷ୍କରିଣୀ ଜଳରେ ବୁଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର, ପ୍ରଶାସନ ଅଘଟଣର ଅପେକ୍ଷାରେ !

October 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version