• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଉତ୍କଳ ଦିବସରେ ଗାନ୍ଧୀ ଓ ଗୋପବନ୍ଧୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

Proprietor Abhimanyu Maharana by Proprietor Abhimanyu Maharana
April 1, 2021
in ଓଡ଼ିଶା, କଟକ, ଦେଶ, ହୋମ୍
0
ଉତ୍କଳ ଦିବସରେ ଗାନ୍ଧୀ ଓ ଗୋପବନ୍ଧୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୧ ଏପ୍ରିଲ ୨୦୨୧, ଗୁରୁବାର) କଟକ :-  ଦିନ ୧୧ ଟାରେ ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ କଟକରେ ଆସି ପହଂଚି ଥିଲେ । ପ୍ରଥମେ କ୍ୟାଣ୍ଟନମେଣ୍ଟ ରୋଡରେ ଥିବା ଗୋପବନ୍ଧୁଙ୍କ ଷ୍ଟାଚ୍ୟୁ ଅଫ ହ୍ୟୁମାନିଟି ଓ ବେଲ ଭ୍ୟୁ ଛକରେ ଥିବା ମହାତ୍ମା ଗାନ୍ଧୀଙ୍କ ମ୍ୟୁରାଲ ପ୍ରତିମୂର୍ତ୍ତୀ ଉନ୍ମୋଚିତ କରି ମୁଖ୍ୟମନ୍ତ୍ରୀ କହିଲେ, ମହାତ୍ମାଗାନ୍ଧୀ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଦୃଢ ସମର୍ଥକ ଥିଲେ । ବିଂଶ ଶତାବ୍ଦୀର ଦୁଇ ମହାପୁରୁଷଙ୍କ ଆଦର୍ଶ ଓ ଚିନ୍ତାଧାରା ଯୁବ ସମାଜକୁ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।

ପବିତ୍ର ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଗସ୍ତ କରି ଜାତିର ପିତା ମହାତ୍ମା ଗାନ୍ଧୀ ଓ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତୀ ଅନାବରଣ କରି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ମୁଖ୍ୟମନ୍ତ୍ରୀ ପ୍ରଥମେ କଟକର କ୍ୟାଣ୍ଟନମେଣ୍ଟ ରୋଡର ଗୋପବନ୍ଧୁ ଛକରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କର ଏକ ପ୍ରତିମୂର୍ତ୍ତୀ ଅନାବରଣ କରିଥିଲେ। ଏହାକୁ ମାନବତାର ପ୍ରତିମୂର୍ତ୍ତୀ ବା Statue of Humanity ନାମରେ ନାମିତ କରାଯାଇଛି ।

ଓଡିଶାରେ ମାନବତାର କଥା ଆସିଲେ, ପ୍ରଥମେ ଗୋପବନ୍ଧୁ ହିଁ ମନେ ପଡନ୍ତି । ଦୀନ, ଦରିଦ୍ର ଓ ଦୁଃଖି ଲୋକଙ୍କୁ ସହାୟତା କରିବାର ମହତ କାର୍ଯ୍ୟରେ ଗୋପବନ୍ଧୁ ହିଁ ସବୁବେଳେ ପ୍ରେରଣାର ଉତ୍ସ ହୋଇ ରହିଆସିଛନ୍ତି। ତେଣୁ ସେ ଥିଲେ ମାନବତାର ମହାନ ଉଦ୍‌ଗାତା । ଗୋପବନ୍ଧୁଙ୍କ ମୂର୍ତ୍ତୀ ମାନବତାର ପ୍ରତୀକ ଭାବରେ ଯୁଗ ଯୁଗ ଧରି ଜନମାନସକୁ ଦରିଦ୍ର ନାରାୟଣ ସେବା ପାଇଁ ପ୍ରେରିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ ଆଶା ପ୍ରକାଶ କରିଥିଲେ । ମହାତ୍ମା ଗାନ୍ଧୀଙ୍କ ଓଡିଶା ଆଗମନର ଏକଶତ ବର୍ଷ ପାଳନ ଉତ୍ସବ ଗତ ମାର୍ଚ୍ଚ ୨୩ ତାରିଖରୁ ସାରା ରାଜ୍ୟରେ ଆରମ୍ଭ କରାଯାଇଛି ।

ମହାତ୍ମା ଗାନ୍ଧୀ ତାଙ୍କର ଓଡିଶା ଗସ୍ତର ପ୍ରଥମ ଚରଣରେ କଟକ କାଠଯୋଡି ନଦୀ ବାଲିରେ ଆୟୋଜିତ ଏକ ବିରାଟ ଜନସମାବେଶରେ ଜନସାଧାରଣଙ୍କୁ ସମ୍ବୋଧିତ କରିଥିଲେ । ମହାତ୍ମାଙ୍କ ଓଡିଶା ଆଗମନର ସ୍ମାରକୀ ଭାବରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାଠଯୋଡିର ବେଲ ଭ୍ୟୁ ଛକରେ ନିର୍ମିତ ଗାନ୍ଧୀ ଭିତ୍ତି ସ୍ଥାପତ୍ୟ କଳା (High Relief Mural Sculpture)ର ଲୋକାର୍ପଣ ମଧ୍ୟ କରିଛନ୍ତି । ଏଥିରେ ଗାନ୍ଧୀଙ୍କ ବିଭିନ୍ନ ଆନ୍ଦୋଳନର ଦୃଶ୍ୟ ସମେତ ତାଙ୍କ ଆଦର୍ଶ ଓ ନୀତି ସୁନ୍ଦର ଭାବରେ ପ୍ରସ୍ଫୁଟିତ ହୋଇଛି ।

ସତ୍ୟ ଓ ଅହିଂସା ହେଉଛି ସାରା ବିଶ୍ବକୁ ଭାରତର ଶ୍ରେଷ୍ଠ ଅବଦାନ। ଅହିଂସାର ପୂଜାରୀ ଭାବରେ ମହାତ୍ମା ଗାନ୍ଧୀ ସାରା ବିଶ୍ବକୁ ନୂତନ ଦିଗ୍‌ଦର୍ଶନ ଦେଇଯାଇଛନ୍ତି ଏବଂ ଆଜିର ଦୁନିଆରେ ତାର ପ୍ରାସଙ୍ଗିକତା ଅଧିକ ଅନୁଭୂତ ହେଉଛି । ମହାତ୍ମା ଗାନ୍ଧୀ ୧୯୨୧ରୁ ୧୯୪୬ ମଧ୍ୟରେ ଆଠ ଥର ଓଡିଶା ଆସିଥିଲେ ଏବଂ ଓଡିଶାର ବିଭିନ୍ନ ଅଞ୍ଚଳକୁ ଯାଇ ରାଜ୍ୟର ସମସ୍ୟା ସଂପର୍କରେ ଭଲ ଭାବରେ ଅବଗତ ହୋଇଥିଲେ । ସ୍ବତନ୍ତ୍ର ଓଡିଶା ପ୍ରଦେଶ ଗଠନକୁ ମଧ୍ୟ ସେ ଦୃଢ ସମର୍ଥନ ଦେଇଥିଲେ ।

ଆଜି ଓଡିଶା ଦିବସ ଅବସରରେ ବିଂଶ ଶତାଦ୍ଦୀର ଦୁଇ ମହାପୁରୁଷ ଗାନ୍ଧୀ ଓ ଗୋପବନ୍ଧୁଙ୍କର ଆଦର୍ଶ ଓ ଚିନ୍ତାଧାରା ଯୁବ ସମାଜକୁ ଦେଶ ଓ ଜାତି ପାଇଁ ଅଧିକ ସମର୍ପିତ ଭାବରେ କାର୍ଯ୍ୟ କରିବାକୁ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ । ଏହି କାର୍ଯ୍ୟକ୍ରମ ରେ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ, ମନ୍ତ୍ରୀ ପ୍ରତାପ ଜେନା ,ଏମ୍ ପି ଭତୃହରି ମହତାବ ,ଏମ୍ ପି ସୁବାସ ସିଂହ ,କଟକ ଜିଲ୍ଲାର ବିଧାୟକ ଗଣ , ସମାଜ ଅନୁଷ୍ଠାନ ର କାର୍ଯ୍ୟକର୍ତା ମାନେ ଊପସ୍ଥିତ ଥିଲେ । (କଟକରୁ ଅମୂଲ୍ୟ କୁମାର ବାରିକଙ୍କ ରିପୋର୍ଟ) ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
State Bank of India Approves Metro Kinaaraa

ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ ମେଟ୍ରୋ କିନ୍ନାରାକୁ ଅନୁମୋଦନ କଲା

June 28, 2026
State Bank of India Approves Metro Kinaaraa

State Bank of India Approves Metro Kinaaraa

June 28, 2026
କେବେ ସୁଧୁରିବ ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା : ବିଜେଡି

କେବେ ସୁଧୁରିବ ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା : ବିଜେଡି

June 27, 2026
ବିରିଡିରେ ମୋରମ ପର୍ବ ପାଳିତ

ବିରିଡିରେ ମୋରମ ପର୍ବ ପାଳିତ

June 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

State Bank of India Approves Metro Kinaaraa

ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ ମେଟ୍ରୋ କିନ୍ନାରାକୁ ଅନୁମୋଦନ କଲା

June 28, 2026
State Bank of India Approves Metro Kinaaraa

State Bank of India Approves Metro Kinaaraa

June 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version