• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ମଞ୍ଚରେ ତିନି ପଦ୍ମ : କମଳ ଦେଶ ରାଜକୁମାରଙ୍କୁ ଜନ୍ମଦିନରେ ଭବ୍ୟ ସମ୍ବର୍ଦ୍ଧନା

Proprietor Abhimanyu Maharana by Proprietor Abhimanyu Maharana
February 17, 2020
in Uncategorized, ଓଡ଼ିଶା, ହୋମ୍
0
ମଞ୍ଚରେ ତିନି ପଦ୍ମ : କମଳ ଦେଶ ରାଜକୁମାରଙ୍କୁ ଜନ୍ମଦିନରେ ଭବ୍ୟ ସମ୍ବର୍ଦ୍ଧନା
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର 17.2.2020 :- ମଞ୍ଚରେ ଉପସ୍ଥିତ ଥିଲେ ବିଗତ ଦିନର ଓ ବର୍ତ୍ତମାନର ପ୍ରତିଷ୍ଠିତ କଣ୍ଠଶିଳ୍ପୀ। ସମସ୍ତଙ୍କ କଣ୍ଠରୁ ଭାସି ଆସୁଥିଲା ଓଡ଼ିଆ ସଙ୍ଗୀତର କାଳଜୟୀ ଗୀତ। ସେହି ଗୀତଗୁଡ଼ିକର ସ୍ରଷ୍ଟା ଥିଲେ ପ୍ରଫୁଲ୍ଲ କର। ଶ୍ରୋତାମାନେ ଫେରି ଯାଇଥିଲେ ଓଡ଼ିଆ ସଙ୍ଗୀତର ସେହି ସୁବର୍ଣ୍ଣ ଯୁଗକୁ। ଅବସର ଥିଲା, ପ୍ରଖ୍ୟାତ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ୮୧ତମ ଜନ୍ମ ଦିବସ। କଣ୍ଠଶିଳ୍ପୀମାନେ ଗୀତରେ ଗୀତରେ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଥିଲେ ।

ପ୍ରଫୁଲ୍ଲ କରଙ୍କ ୮୧ତମ ଜନ୍ମ ଦିବସ ଅବସରରେ ପ୍ରଫୁଲ୍ଲ କର ଫାଉଣ୍ଡେସନ୍‌ ପକ୍ଷରୁ ଦୁଇଦିନିଆ ଏହି ସଙ୍ଗୀତ କାର୍ଯ୍ୟକ୍ରମ ‘କମଳ ଦେଶ ରାଜକୁମାର’ର ରବିବାର ଥିଲା ଦ୍ବିତୀୟ ତଥା ଶେଷ ସନ୍ଧ୍ୟା। କଣ୍ଠଶିଳ୍ପୀମାନେ ଥିଲେ ପ୍ରଣବ କିଶୋର ପଟ୍ଟନାୟକ, ଦୁଃଖୀଶ୍ୟାମ ତ୍ରିପାଠୀ, ସୌରଭ ନାୟକ, ମହାପ୍ରସାଦ କର, ଭଗବାନ ଜେନା, ନାଜିଆ ଆଲମ, ଅର୍ପିତା ଚୌଧୁରୀ, ଛନ୍ଦା ମିଶ୍ର ଓ ସାରିକା ସିଂହ। ପ୍ରଣବ ପଟ୍ଟନାୟକ ଓ ଦୁଃଖୀଶ୍ୟାମ ତ୍ରିପାଠୀଙ୍କ ଗାୟନ ସମୟରେ ସେମାନଙ୍କ ସହ ପ୍ରଫୁଲ୍ଲ କରଙ୍କ ଉପସ୍ଥିତି ଶ୍ରୋତାଙ୍କୁ ଏକ ନିଆରା ଅନୁଭବ ଦେଇଥିଲା। ପ୍ରଫୁଲ୍ଲ କରଙ୍କ ସଙ୍ଗୀତ ନିର୍ଦ୍ଦେଶନାରେ ବିଭିନ୍ନ ସମୟରେ ସୃଷ୍ଟି ହୋଇଥିବା ଲୋକପ୍ରିୟ ଗୀତଗୁଡ଼ିକୁ କଣ୍ଠଶିଳ୍ପୀମାନେ ବେଶ୍ ଚମତ୍କାର ଭାବେ ପରିବେଷଣ କରିଥିଲେ। ରବୀନ୍ଦ୍ର ମଣ୍ଡପର ଭରପୂର ଶ୍ରୋତା ଦୀର୍ଘ ସମୟ ଧରି ବାନ୍ଧି ହୋଇଥିଲେ ଏହି ଗୀତର ଯାଦୁରେ। ମୃତ୍ୟୁଞ୍ଜୟ ରଥ କାର୍ଯ୍ୟକ୍ରମକୁ ସ˚ଯୋଜନା କରିଥିଲେ। ଦ୍ଵିତୀୟ ତଥା ଉଦ୍ଯାପନୀ ସନ୍ଧ୍ୟାରେ ସନ୍ଧ୍ୟାରେ ଅତିଥି ଭା‌ବେ ଯୋଗ ଦେଇଥିଲେ ବିଶିଷ୍ଟ ସାହିତ୍ୟିକ ସୀତାକାନ୍ତ ମହାପାତ୍ର, ସ୍ଥପତି ତଥା ସାଂସଦ ରଘୁନାଥ ମହାପାତ୍ର, ବିଧାୟକ ଅନନ୍ତ ନାରାୟଣ ଜେନା ଓ ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ। ପ୍ରଫୁଲ୍ଲ କରଙ୍କ କାଳଜୟୀ ଗୀତ ତାଙ୍କୁ ପ୍ରତିଟି ଓଡ଼ିଆଙ୍କ ମନରେ ସ୍ବତନ୍ତ୍ର ସ୍ଥାନ ଦେଇ ଆସିଛି ବୋଲି ଅତିଥିମାନେ ମତ ଦେଇଥିଲେ। ଏହି ଅବସରରେ ଶାସ୍ତ୍ରୀୟ ନୃତ୍ୟଶିଳ୍ପୀ ସାଲୁ ଜିନ୍ଦଲଙ୍କୁ ସଂସ୍କାର ପକ୍ଷରୁ ‘ଉର୍ବଶୀ ସମ୍ମାନ’ ପ୍ରଦାନ କରାଯାଇଥିଲା। ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଶ୍ରୀ କରଙ୍କୁ ଶୁଭେଚ୍ଛା ଜ୍ଞାପନ କରାଯାଇଥିଲା। ପ୍ରଫୁଲ୍ଲ କର ଫାଉଣ୍ତେସନ୍‌ର ଅଧ୍ୟକ୍ଷ ଦାଶ ବେନହୁରଙ୍କ ସଭାପତିତ୍ବରେ ଅନୁୁଷ୍ଠିତ ଏହି ସଭାରେ ଆବାହକ ଗିରିଜା ଦାଶ, ସମ୍ପାଦକ ଚୌଧୁରୀ ଅମିତାଭ ଦାସ, ସ˚ଯୋଜକ ଡ. ଜେନାମଣି ସଞ୍ଜୀବ କୁମାର, ଓ ‘ସ˚ସ୍କାର’ର ସମ୍ପାଦକ ମହାଦୀପ କର ପ୍ରମୁଖ ଉପସ୍ଥିତ ଥିଲେ। ଫାଉଣ୍ଡେସନ୍‌ର କର୍ମକର୍ତ୍ତା ବିଶ୍ବରଞ୍ଜନ ଦାଶ, ବିମଳ ଦାସ, ସାଲୁଟ୍ ସାହୁ ଓ ପରେଶ ମାହୁନ୍ତ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ସେହିପରି ପ୍ରଥମ ସଂଧ୍ୟାର କାର୍ଯ୍ୟକ୍ରମକୁ ଭୁବନେଶ୍ବର ଉତ୍ତର ବିଧାୟକ ସୁଶାନ୍ତ ରାଉତ ଉଦ୍‌ଘାଟନ କରିଥିଲେ।

ପ୍ରଫୁଲ୍ଲ କରଙ୍କ କାଳଜୟୀ ଗୀତଗୁଡ଼ିକ ସବୁ ସମୟରେ ସବୁ ପିଢ଼ିର ଶ୍ରୋତାଙ୍କୁ ଆକର୍ଷିତ କରୁଥିବ ବୋଲି ସେ କହିଥିଲେ। ଫାଉଣ୍ଡେସନ୍‌ର ଅଧ୍ୟକ୍ଷ ଦାଶ ବେନହୁରଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସଂଯୋଜକ ଡକ୍ଟର୍ ଜେନାମଣି ସଞ୍ଜୀବ କୁମାର, ସମ୍ପାଦକ ଚୌଧୁରୀ ଅମିତାଭ ଦାସ, ଆବାହକ ଗିରିଜା ଶଙ୍କର ଦାଶ ଓ ‘ସଂସ୍କାର’ର ସାଧାରଣ ସମ୍ପାଦକ ମହାଦୀପ କର ଉପସ୍ଥିତ ଥିଲେ। ଉଦ୍‌ଘାଟନୀ ସଭା ପରେ ଆରମ୍ଭ ହୋଇଥିଲା ସଙ୍ଗୀତ ଆସର। ପ୍ରଥମ କଣ୍ଠଶିଳ୍ପୀ ଥିଲେ ଦୁଃଖୀଶ୍ୟାମ ତ୍ରିପାଠୀ। ତାଙ୍କ କଣ୍ଠରେ ‘ଲୋ ଚାନ୍ଦମୁହିଁ ଗୀତ’ ଶ୍ରୋତାମାନଙ୍କୁ ଓଡ଼ିଆ ସଙ୍ଗୀତର ସେହି ସୁବର୍ଣ୍ଣ ଯୁଗକୁ ଫେରାଇ ନେଇଥିଲା। ତାଙ୍କ ପରେ ମହାପ୍ରସାଦ କର ,ଗିରିଜା ଦାଶ, ସଞ୍ଜୟ ମିଶ୍ର, ସୋହିନୀ ମିଶ୍ର, ଇପ୍‌ସିତା ପଣ୍ଡା ଓ ବିରଜା ରଥ ପ୍ରଫୁଲ୍ଲ କରଙ୍କ ଦ୍ବାରା ବିଭିନ୍ନ ସମୟରେ ସୃଷ୍ଟି କରାଯାଇଥିବା କାଳଜୟୀ ଗୀତଗୁଡ଼ିକୁ ପରିବେଷଣ କରି ଶ୍ରୋତାଙ୍କୁ ଦୀର୍ଘ ସମୟ ଧରି ବାନ୍ଧି ରଖିଥିଲେ। ମୁମ୍ବାଇର ଜଣାଶୁଣା କଣ୍ଠଶିଳ୍ପୀ ସାରିକା ସିଂହ ଓଡ଼ିଆ ଓ ହିନ୍ଦୀ ଗୀତ ପରିବେଷଣ କରିଥିଲେ। ନୂଆ ପିଢ଼ିର କଣ୍ଠଶିଳ୍ପୀମାନେ ସଙ୍ଗୀତ ପରିବେଷଣ ବେଳେ ମଞ୍ଚରେ ପ୍ରଫୁଲ୍ଲ କରଙ୍କ ଉପସ୍ଥିତି ଶ୍ରୋତାଙ୍କୁ ଏକ ଭିନ୍ନ ଅନୁଭବ ଦେଉଥିଲା। ସଙ୍ଗୀତ ଆସରକୁ ସଂଯୋଜନା କରିଥିଲେ ମୃତ୍ୟୁଞ୍ଜୟ ରଥ। ଫାଉଣ୍ଡେସନ୍‌ର କର୍ମକର୍ତ୍ତା ବିଶ୍ବରଞ୍ଜନ ଦାଶ, ବିମଳ ଦାସ, ସାଲୁଟ୍ ସାହୁ, କେଦାରନାଥ ରଣସିଂହ, ସଂତୃପ୍ତ ଦଳାଇ ଓ ପରେଶ ମାହୁନ୍ତ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

March 8, 2026
ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version