No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ (୩ ଏପ୍ରିଲ ଶନିବାର ,ଶୁକ୍ରବାର ) ବରଗଡ଼ :- ବରଗଡ଼ ଜିଲ୍ଲା ସଦର ମହକୁମା ସ୍ଥିତ ଗାନ୍ଧୀ ଛକରୁ ଜିରା ନଦୀ ପର୍ଯ୍ୟନ୍ତ ପ୍ରାୟ ୨ କିମି ରାସ୍ତା କୁ ଜିଲ୍ଲା ପ୍ରତିଷ୍ଠା ଦିବସ ପାଳନ ଅବସରରେ ମାହାତ୍ମା ଗାନ୍ଧୀ ମାର୍ଗରେ ନାମିତ କରାଯାଇଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଅତିଥି ଭାବେ ବିଧାୟକ ଦେବେଶ ଆଚାର୍ଯ୍ୟ, ଜିଲ୍ଲାପାଳ ଜ୍ୟୋତି ରଞ୍ଜନ ପ୍ରଧାନ, ପ୍ରଫୁଲ୍ଲ କୁମାର ନାଏକ ବହୁ ବ୍ୟକ୍ତି ଉପସ୍ଥିତ ଥିଲେ । ଏଠାରେ ସୂଚନାଯୋଗ୍ୟ ଯେ ଏହି ରାସ୍ତା ପୂର୍ବରୁ ମେନ୍ ରୋଡ଼ ଭାବେ ପରିଚିତ ଥିଲା ।(ସତ୍ୟ ନାରାୟଣ ପ୍ରଧାନ ବରଗଡ଼ )
No Result
View All Result