• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଢେଙ୍କାନାଳର ଶତାୟୁ ଶିକ୍ଷାନୁଷ୍ଠାନ ବ୍ରଜନାଥ ବଡଜେନା ଉଚ୍ଚ ବିଦ୍ୟାଳୟ (ବି.ବି ହାଇସ୍କୁଲ) ସମ୍ପ୍ରତି ସମସ୍ୟା ଭିତରେ ଗତି କରୁଛି

Proprietor Abhimanyu Maharana by Proprietor Abhimanyu Maharana
April 4, 2021
in ଓଡ଼ିଶା, ଢେଙ୍କାନାଳ, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ଢେଙ୍କାନାଳର ଶତାୟୁ ଶିକ୍ଷାନୁଷ୍ଠାନ ବ୍ରଜନାଥ ବଡଜେନା ଉଚ୍ଚ ବିଦ୍ୟାଳୟ (ବି.ବି ହାଇସ୍କୁଲ) ସମ୍ପ୍ରତି ସମସ୍ୟା ଭିତରେ ଗତି କରୁଛି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୩ ଏପ୍ରିଲ ଶନିବାର ) ଢେଙ୍କାନାଳ :-  ଏହି ଐତିହ୍ୟସମ୍ପନ୍ନ ପୁରାତନ ଶିକ୍ଷାନୁଷ୍ଠାନରେ ୫ମାସ ହେଲା ସ୍ଥାୟୀ ପ୍ରଧାନ ଶିକ୍ଷକ ପଦବୀ ଖାଲି ପଡ଼ିଛି । ୬ଷ୍ଠରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ସ୍କୁଲ ୟୁନିଫର୍ମ ମିଳିନାହିଁ। କେତେଜଣ ଛାତ୍ରୀଛାତ୍ରଙ୍କ ଆକାଉଣ୍ଟକୁ ସାଇକେଲ ବାବଦ ଅର୍ଥ ଆସି ନ ଥିବା ଅଭିଯୋଗ ହୋଇଛି। ୧୦୦ବର୍ଷ ପୁରୁଣା ଏହି ବିଦ୍ୟାଳୟ ଶିକ୍ଷା ବିଭାଗର ଦୃଷ୍ଟି ଆଢୁଆଳରେ ରହିଯିବା ଯେତିକି ଦୁଃଖଦାୟକ, ସେତିକି ପରିତାପର ବିଷୟ ବୋଲି କହିଛନ୍ତି ସ୍ଥାନୀୟ ବୁଦ୍ଧିଜୀବୀ ।

ସ୍ବାଧୀନତାର ଦୀର୍ଘବର୍ଷ ପୂର୍ବରୁ ୧୮୯୬ରେ ସ୍ଥାପିତ ହୋଇଥିଲା ବ୍ରଜନାଥ ବଡଜେନା ଉଚ୍ଚ ବିଦ୍ୟାଳୟ । ଏବେ ସ୍କୁଲରେ ୬ଷ୍ଠରୁ ୧୦ମ ଯାଏ ପ୍ରାୟ ୬୦୦ ଛାତ୍ରୀଛାତ୍ର ପାଠ ପଢୁଛନ୍ତି। ବିଭିନ୍ନ ସମୟରେ ଉତ୍କର୍ଷ ପ୍ରଦର୍ଶନ ପାଇଁ ବିଦ୍ୟାଳୟକୁ ମିଳିଛି ସେଣ୍ଟର ଅଫ୍‌ ଏକ୍ସଲେନ୍ସ ମାନ୍ୟତା । ତେବେ ଶିକ୍ଷା ବିଭାଗର ଦୂରଦୃଷ୍ଟି ଅଭାବରୁ ଏବେ ବିଦ୍ୟାଳୟ ବହୁବିଧ ସମସ୍ୟା ଘେରରେ ରହିଛି। ୨୦୨୦ ନଭେମ୍ବର ୧୮ରେ ପ୍ରଧାନ ଶିକ୍ଷକ ନିତ୍ୟାନନ୍ଦ ବାରିକଙ୍କ ବଦଳି ପରେ ପଦବୀ ଖାଲି ପଡ଼ିଥିଲା । ଫଳରେ ଦୁଇମାସ ଧରି ଶିକ୍ଷକ, କର୍ମଚାରୀ ଦରମା ପାଇବାରେ ସମସ୍ୟା ଭୋଗିଥିଲେ। ରାଜ୍ୟ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ପ୍ରଧାନ ଶିକ୍ଷକ ପଦବୀ ଖାଲି ପଡ଼ିଥିବା ହାଇସ୍କୁଲରେ ଅନ୍ୟ ଏକ ହାଇସ୍କୁଲର ପ୍ରଧାନ ଶିକ୍ଷକ ଦାୟିତ୍ୱରେ ରହିପାରିବେ ।

ଏଠାକାର ପ୍ରଧାନ ଶିକ୍ଷକ ପଦବୀ ଓଡ଼ିଶା ଶିକ୍ଷା ସେବା-୨ କ୍ୟାଡରଭୁକ୍ତ। ଜିଲା ଶିକ୍ଷା ବିଭାଗ କାର୍ଯ୍ୟାଳୟରେ ୨ ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ପଦବୀ ଖାଲି ପଡ଼ିଥିବାରୁ କାହାରିକୁ ଅତିରିକ୍ତ ଦାୟିତ୍ୱ ଦିଆଯାଇପାରି ନ ଥିଲା । ତେବେ ଉପରୋକ୍ତ ଯୋଗ୍ୟତା ପୂରଣ କରୁଥିବାରୁ ଗତ ଜାନୁୟାରୀ ୧୨ରେ ଭୁବନ ସରକାରୀ ହାଇସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ବ୍ରଜନାଥ ବଡ଼ଜେନା ଉଚ୍ଚ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଭାବେ ନିଯୁକ୍ତି ଦିଆଯାଇଛି । ହେଲେ ଭୁବନରୁ ଢେଙ୍କାନାଳର ଦୂରତ୍ୱ ୫୦ କିଲୋମିଟର ହୋଇଥିବାରୁ ଉଭୟ ଶିକ୍ଷାନୁଷ୍ଠାନର ଦାୟିତ୍ୱ ସମ୍ଭାଳିବା କେତେଦୂର ଯୁକ୍ତିସଙ୍ଗତ ବୋଲି ଅଭିଭାବକମାନେ ପ୍ରଶ୍ନ କରିଛନ୍ତି। ଅପରପକ୍ଷେ ସ୍ଥାୟୀ ପ୍ରଧାନ ଶିକ୍ଷକ ପଦବୀ ଖାଲି ପଡ଼ିଥିବାରୁ ୬ଷ୍ଠରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ସ୍କୁଲ ୟୁନିଫର୍ମ ପ୍ରଦାନ କରାଯାଇ ପାରିନାହିଁ । ଏ ସଂକ୍ରାନ୍ତରେ ହେଲପ୍‌ ଲାଇନ ନମ୍ବରରେ ଅଭିଯୋଗ କରାଯାଇଥିଲା। ଏହାପରେ ତୁରନ୍ତ ପିଲାଙ୍କୁ ୟୁନିଫର୍ମ ପ୍ରଦାନ କରିବା ଏବଂ ଘଟଣାର ତଦନ୍ତ କରି ରିପୋର୍ଟ ଦେବାକୁ ବ୍ଲକ ଶିକ୍ଷାଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ତଥାପି ସମସ୍ୟାର ସମାଧାନ ହୋଇପାରିନାହିଁ ।(ରିପୋର୍ଟ ଭଞ୍ଜ ବିହାରୀ ମହାନ୍ତି)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

March 13, 2026
ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

March 13, 2026
ମଣିଷ-ହାତୀ ସହବସ୍ଥାନ ପାଇଁ ବିଜ୍ଞାନ ଓ ସମୁଦାୟର ସହଭାଗିତା ଜରୁରୀ

ମଣିଷ-ହାତୀ ସହବସ୍ଥାନ ପାଇଁ ବିଜ୍ଞାନ ଓ ସମୁଦାୟର ସହଭାଗିତା ଜରୁରୀ

March 13, 2026
ରାଜ୍ୟସ୍ତରୀୟ “ୟଙ୍ଗ ଗ୍ରୀନଭୋକେଟ କନକ୍ଲେଭ ସିଜିନ – ୧” ଆୟୋଜିତ

ରାଜ୍ୟସ୍ତରୀୟ “ୟଙ୍ଗ ଗ୍ରୀନଭୋକେଟ କନକ୍ଲେଭ ସିଜିନ – ୧” ଆୟୋଜିତ

March 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

March 13, 2026
ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

March 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version