• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୁଲିସ ମହାନିର୍ଦ୍ଦେଶକ ଶ୍ରୀ ଅଭୟ ମାଲକାନଗିରି , କୋରାପୁଟ ଏବଂ କନ୍ଧମାଳ ଜିଲ୍ଲା ମୁଖ୍ୟ ପୁଲିସ ମୁଖ୍ୟାଳୟ ଗ୍ରସ୍ତ କରି ସ୍ଥିତି ସମୀକ୍ଷା କରିଛନ୍ତି

Proprietor Abhimanyu Maharana by Proprietor Abhimanyu Maharana
April 4, 2021
in ଓଡ଼ିଶା, ମାଲକାନଗିରି, ହୋମ୍
0
ପୁଲିସ ମହାନିର୍ଦ୍ଦେଶକ ଶ୍ରୀ ଅଭୟ ମାଲକାନଗିରି , କୋରାପୁଟ ଏବଂ କନ୍ଧମାଳ ଜିଲ୍ଲା ମୁଖ୍ୟ ପୁଲିସ ମୁଖ୍ୟାଳୟ ଗ୍ରସ୍ତ କରି ସ୍ଥିତି ସମୀକ୍ଷା କରିଛନ୍ତି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୪ ଏପ୍ରିଲ ରବିବାର ) ମାଲକାନଗିରି  :- ପୁଲିସ ମହାନିର୍ଦ୍ଦେଶକ ଶ୍ରୀ ଅଭୟ ଆଜି ମାଲକାନଗିରି , କୋରାପୁଟ ଏବଂ କନ୍ଧମାଳ ଜିଲ୍ଲା ମୁଖ୍ୟ ପୁଲିସ ମୁଖ୍ୟାଳୟ ପରିଦର୍ଶନ ସହ ପରିସ୍ଥିତି ସମୀକ୍ଷା କରିଛନ୍ତି । ସେହରେ ସେ ଓଡିଶା ପୋଲିସର ବରିଷ୍ଠ ଅଧିକାରୀମାନଙ୍କ ସହ ମାଓବାଦୀ କାର୍ଯ୍ୟକଳାପର ସମୀକ୍ଷା କରିଛନ୍ତି । ଏହି ଅବସରରେ ସେ ମାଓବାଦୀ ବିପଦକୁ ସଫଳତାର ସହ ମୁକାବିଲା କରିଥିବାରୁ ପ୍ରଶଂସା କରିଛନ୍ତି । ହିଂସା ମାର୍ଗ ଛାଡି ଗଣତାନ୍ତ୍ରିକ ଉପାୟ ମାଧ୍ୟମରେ ଏହି ଅଞ୍ଚଳର ଶାନ୍ତିପୂର୍ଣ୍ଣ ବିକାଶ ପାଇଁ ମୁଖ୍ୟ ସ୍ରୋତରେ ଯୋଗ ଦେବାକୁ ସେ ପୁଣି ଥରେ ମାଓବାଦୀ କ୍ୟାଡରମାନଙ୍କୁ ଆହ୍ୱାନ ଦେଇଛନ୍ତି । ଶ୍ରୀ ଅଭୟ ସ୍ୱାଭିମାନ ଅଞ୍ଚଳର ଆନ୍ଦ୍ରହଲ, ହନ୍ତାଗୁଡା, ଜୋଡାମ୍ବୋ ଏବଂ ଗୁରୁସେତୁ ଠାରେ କମ୍ପାନୀ ଅପରେଟିଙ୍ଗ ବେସ (ସିଓବି) ସ୍ଥାପନ ଓ ଜୋଡମ୍ବୋରେ

ପୁଲିସ ଷ୍ଟେସନ ସ୍ଥାପନ ନେଇ ମାଲକାନଗିରି ପୁଲିସର ପ୍ରଶଂସା କରିଛନ୍ତି । ସ୍ୱାଭିମାନ ଅଂଚଳରେ ବିକାଶ କାର୍ଯ୍ୟକୁ ସୁଗମ କରିବା ପାଇଁ ସୁରକ୍ଷିତ ପରିବେଶ ସୃଷ୍ଟି କରିଥିବାରୁ ଡିଜିପି ସେମାନଙ୍କୁ ପ୍ରଶଂସା କରିଛନ୍ତି । ଆଜି ଡିଜିପି ମାଲକାନଗିରିର ଏମଭି-୨ରେ ନବ ନିର୍ମିତ ଏସଡ଼ିପିଓ କାର୍ଯ୍ୟାଳୟ ଭବନକୁ ଉଦଘାଟନ କରିଛନ୍ତି । ସେହିଭଳି, କୋରାପୁଟ ଏବଂ କନ୍ଧମାଳରେ ସେ ସାମଗ୍ରିକ ପରିସ୍ଥିତି ଏବଂ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ବୈଠକରେ ଗୁଇନ୍ଦା ନିର୍ଦ୍ଦେଶକ, ପୁଲିସ ମୁଖ୍ୟାଳୟ ଏଡିଜିପି, ପୁଲିସ ପରିଚାଳନା ଆଇଜିପି ଏବଂ ମାଲକାନଗିରି, କୋରାପୁଟ ଓ କନ୍ଧମାଳ ଏସପି ତଥା ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।  (ରିପୋର୍ଟ ଭଞ୍ଜ ବିହାରୀ ମହାନ୍ତି )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଆନ୍ଦୋଳନକାରୀ ଛାତ୍ର ଓ ଛାତ୍ରୀଙ୍କ ଉପରେ ଦମନଲୀଳା ଓ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀଙ୍କ ଗରିଫଦାର ପ୍ରତିବାଦାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଓ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତଳିକା ଦାହ

July 24, 2026
ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆନ୍ଦୋଳନକାରୀ ଛାତ୍ର ଓ ଛାତ୍ରୀଙ୍କ ଉପରେ ଦମନଲୀଳା ଓ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀଙ୍କ ଗରିଫଦାର ପ୍ରତିବାଦାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଓ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତଳିକା ଦାହ

ଆନ୍ଦୋଳନକାରୀ ଛାତ୍ର ଓ ଛାତ୍ରୀଙ୍କ ଉପରେ ଦମନଲୀଳା ଓ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀଙ୍କ ଗରିଫଦାର ପ୍ରତିବାଦାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଓ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତଳିକା ଦାହ

July 24, 2026
ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version