• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅନୁଗୁଳ

ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଉନ୍ନତ ସ୍ବାସ୍ଥ୍ୟସେବା ପାଇଁ ଭିତ୍ତିଭୂମି

Proprietor Abhimanyu Maharana by Proprietor Abhimanyu Maharana
April 4, 2021
in ଅନୁଗୁଳ, ଓଡ଼ିଶା, ହୋମ୍
0
ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଉନ୍ନତ ସ୍ବାସ୍ଥ୍ୟସେବା ପାଇଁ ଭିତ୍ତିଭୂମି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୪ ଏପ୍ରିଲ ରବିବାର ) ଅନୁଗୋଳ :- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଉନ୍ନତ ସ୍ବାସ୍ଥ୍ୟସେବା ପାଇଁ ଭିତ୍ତିଭୂମି ରହିଛି । ସେଥିପାଇଁ ଜିଲାର ବିଭିନ୍ନ ପ୍ରାଥମିକ, ଗୋଷ୍ଠୀ ଓ ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରରୁ ରୋଗୀଙ୍କୁ ଏଠାକୁ ପଠାଯାଉଛି । ଏପରି କି ପଡ଼ୋଶୀ ଜିଲାଗୁଡ଼ିକରୁ ମଧ୍ୟ ବହୁ ରୋଗୀ ଅନୁଗୋଳ ମେଡିକାଲ ଆସୁଛନ୍ତି। କିନ୍ତୁ ଅନେକ ସମୟରେ ସାମାନ୍ୟ ଗୁରୁତର ରୋଗୀଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା କରା ନ ଯାଇ ଅନ୍ୟତ୍ର ରେଫର କରିଦିଆଯାଉଛି । ପ୍ରତିବର୍ଷ ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ଅଧିକ ସୁଦୃଢ଼ କରାଯାଉଥିବାରୁ ରେଫର ରୋଗୀଙ୍କ ସଂଖ୍ୟା ହ୍ରାସ ପାଇବା କଥା । ହେଲେ ବର୍ଷକୁ ବର୍ଷ ଏହା ବଢ଼ି ଚାଲିଥିବାରୁ ଜିଲା ସ୍ବାସ୍ଥ୍ୟସେବାକୁ ନେଇ ରୋଗୀ ମହଲରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଏହା ପଛରେ ଘରୋଇ ନର୍ସିଂହୋମ ପ୍ରୀତି ରହିଥିବା ସାଧାରଣରେ ଆଲୋଚନା ହେଉଛି ।

ଜିଲା ମୁଖ୍ୟ ଚିକିତ୍ସାଳୟ ସହ ଅନୁଗୋଳ ଜିଲାରେ ୩ଟି ଉପଖଣ୍ଡ, ୯ଟି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ୩୧ଟି ପ୍ରାଥମିକ ଚିକିତ୍ସାଳୟ ରହିଛି । ଦୈନିକ ସହସ୍ରାଧିକ ରୋଗୀ ଚିକିତ୍ସାସେବା ପାଇଁ ଏଠାକୁ ଆସିଥାନ୍ତି। ଏହାଛଡ଼ା ଢେଙ୍କାନାଳ, ଦେବଗଡ଼, ବୌଦ୍ଧ ଓ ସମ୍ବଲପୁର ସୀମାନ୍ତ ଅଞ୍ଚଳରୁ ରୋଗୀମାନେ ମଧ୍ୟ ଅନୁଗୋଳ ଜିଲାର ଚିକିତ୍ସାଳୟଗୁଡ଼ିକ ଉପରେ ନିର୍ଭର କରିଥାନ୍ତି । କିନ୍ତୁ ମେଡିକାଲ ରେକର୍ଡ କହୁଛି, ୨୦୧୮-୧୯ ବର୍ଷରେ ଜିଲାର ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକୁ ୧୩ ଲକ୍ଷ ୬୧ ହଜାର ୬୨ ରୋଗୀ ଆସିଛନ୍ତି। ସେମାନଙ୍କ ମଧ୍ୟରୁ ୮୫ ହଜାର ୩୮୪ ଜଣ ଅନ୍ତଃବିଭାଗରେ ଚିକିତ୍ସିତ ହୋଇଛନ୍ତି। ୧୩୯୫ ଜଣ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି। ୧୬୦୦ ରୋଗୀ ଅନ୍ୟତ୍ର ରେଫର ହୋଇଛନ୍ତି। ୨୦୧୯-୨୦ ବର୍ଷରେ ୧୪ ଲକ୍ଷ ୫୧ ହଜାର ୪୦୯ ଜଣ ରୋଗୀ ଅସିଥିବାବେଳେ ୯୬ ହଜାର ୩୨୪ ଜଣ ଅନ୍ତଃବିଭାଗରେ ଚିକିତ୍ସିତ ହୋଇଛନ୍ତି ।

୧୩୧୬ ଜଣଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି । ୧୯୯୧ ରୋଗୀଙ୍କୁ ରେଫର କରାଯାଇଛି । ୨୦୨୦-୨୧ ବର୍ଷରେ ୧୦ ଲକ୍ଷ ୪୯ ହଜାର ୪୧୯ ରୋଗୀ ଆସିଥିବାବେଳେ ୬୩ ହଜାର ୧୮୪ ଜଣ ଅନ୍ତଃବିଭାଗରେ ଚିକିତ୍ସିତ ହୋଇଛନ୍ତି । ୧୬୬୮ ଜଣ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ସର୍ବାଧିକ ୨୧୨୭ ରୋଗୀ ଅନ୍ୟତ୍ର ରେଫର ହୋଇଛନ୍ତି । ଜିଲା ମୁଖ୍ୟ ଚିକିତ୍ସାଳୟର ଆଧୁନିକୀକରଣ ପାଇଁ ପ୍ରତିବର୍ଷ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଉଛି । ହେଲେ ବିଭିନ୍ନ ବିଭାଗରେ ଡାକ୍ତର, ବିଶେଷଜ୍ଞ ପଦ ପୂରଣ କରାଯାଉ ନ ଥିବାରୁ ଏହାର ଫାଇଦା ଉଠାଇ କେତେଜଣ ଡାକ୍ତର ସାମାନ୍ୟ ଗୁରୁତରଙ୍କୁ ଅନ୍ୟତ୍ର ରେଫର କରିଦେଉଥିବା ଅଭିଯୋଗ ହେଉଛି ।  (ରିପୋର୍ଟ ଭଞ୍ଜ ବିହାରୀ ମହାନ୍ତି )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

March 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version