• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବଜେଟ ଅଧିବେଶନ ଶେଷ – ବିଧାନସଭା 

Proprietor Abhimanyu Maharana by Proprietor Abhimanyu Maharana
April 5, 2021
in ଓଡ଼ିଶା, ମହାନଗର, ରାଜନୀତି, ହୋମ୍
0
ବଜେଟ ଅଧିବେଶନ ଶେଷ – ବିଧାନସଭା 
Share on FacebookShare on TwitterWhatsapp

2. ଦୁଇଟି ପ୍ରର୍ଯ୍ୟାୟରେ ଅଧିବେଶନରେ ସମୁଦାୟ ୨୬ଟି ବୈଠକ ବସିଛି ।

2. ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ଵବିଦ୍ୟାଳୟ ସସୋଂଧନ ବିଲକୁ ମିଶାଇ ମୋଟ ୯ଟି ବିଲ ପାରିତ ହୋଇଛି ।

3. ଚାଷୀ ସମସ୍ୟା, ଦରଦାମ ବୃଦ୍ଧି, ତୈଳଦର ବୃଦ୍ଧି ପରି ବିଭିନ୍ନ ପ୍ରସଙ୍ଗରେ ମୁଲତବି ପ୍ରସ୍ତାବ ଜରିଆରେ ଆଲୋଚନା ହୋଇଥିଲା ।

ଓଡ଼ିଶା ତାଜା ନ୍ୟୁଜ୍ (୩ ଏପ୍ରିଲ ଶନିବାର ) ଭୁବନେଶ୍ୱର  :- ଓଡିଶା ବିଧାନସଭାର ବଜେଟ ଅଧିବେଶନ ଆଜି ଶେଷ ହୋଇଛି। ଗୃହକୁ ଅନିର୍ଦ୍ଦିଷ୍ଟ କାଳ ଯାଏ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ଡ॰ ସୂର୍ଯ୍ୟ ନାରାୟଣ ପାତ୍ର । ଫେବ୍ରୁଆରି ୧୮ ତାରିଖରେ ଆରମ୍ଭ ବିଧାନସଭା ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ । ୨୨ ତାରିଖରେ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରାଯାଇଥିଲା । ଫେବ୍ରୁଆରି ୨୭ରେ ପ୍ରଥମ ପର୍ଯ୍ୟାୟର ଅଧିବେଶନ ଶେଷ ହୋଇଥିଲା । ମାର୍ଚ୍ଚ ୧୨ ତାରିଖରୁ ଆରମ୍ଭ ହୋଇଥିଲା ଦ୍ଵିତୀୟ ପର୍ଯ୍ୟାୟ ଅଧିବେଶନ । ଏପ୍ରିଲ୍‌ ୯ ଯାଏ ଚାଲିବାକୁ ତାରିଖ ଧାର୍ଯ୍ୟ ହୋଇଥିଲେ ୫ଟି କାର୍ଯ୍ୟ ଦିବସ ପୂର୍ବରୁ ଗୃହକୁ ମୁଲତବୀ ଘୋଷଣା କରାଯାଇଛି ।

ଦୁଇଟି ପ୍ରର୍ଯ୍ୟାୟରେ ଅଧିବେଶନରେ ସମୁଦାୟ ୨୬ଟି ବୈଠକ ବସିଛି । ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହୋଇଥିଲା ଅଧିବେଶନର ପ୍ରଥମ ଦିବସ। ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ତିନିଦିନ ଆଲୋଚନା କରାଯାଇ ବିଚାର ଗୃହିତ ହୋଇଥିଲା । ୨୦୨୧ -୨୨ ଆର୍ଥିକ ବର୍ଷ ନିମନ୍ତେ ପୂର୍ଣ୍ଣାଙ୍ଗ ବଜେଟ ଆଗତ ଓ ବ୍ୟୟ ମଞ୍ଜୁରୀ ବିଲ ପାରିତ ହୋଇଥିଲା । ଏଥିସହ ଓଡ଼ିଶା ଲୋକୟୁକ୍ତ ସସୋଂଧନ ବିଲ, ସମିତି ପଞ୍ଜିକରଣ ସଂସୋଧନ ବିଲ, ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ଵବିଦ୍ୟାଳୟ ସସୋଂଧନ ବିଲକୁ ମିଶାଇ ମୋଟ ୯ଟି ବିଲ ପାରିତ ହୋଇଛି  ।

ଚାଷୀ ସମସ୍ୟା, ଦରଦାମ ବୃଦ୍ଧି, ତୈଳଦର ବୃଦ୍ଧି ପରି ବିଭିନ୍ନ ପ୍ରସଙ୍ଗରେ ମୁଲତବି ପ୍ରସ୍ତାବ ଜରିଆରେ ଆଲୋଚନା ହୋଇଥିଲା । ତେବେ ଚଳିତ ଅଧିବେଶନ କାଳରେ ମଣ୍ଡିରେ ଧାନ କିଣା ପ୍ରସଙ୍ଗକୁ ଗୃହରେ ବିରୋଧୀ ହଟ୍ଟଗୋଳ କରିବାରୁ ଗୃହରେ ଅଚଳାବସ୍ଥା ସୃଷ୍ଟି ହୋଇଥିଲା । ଶେଷଦିନ ଅର୍ଥାତ ଆଜି ବିରୋଧୀ ବିଜେପି ସଦସ୍ୟ ବାଚସ୍ପତିଙ୍କ ପୋଡିୟମ ଉପରକୁ ଚପଲ ଫିଙ୍ଗିଥିବା ଦେଖାଯାଇଥିଲା । ଏହି ଘଟଣାରେ ବାଚସ୍ପତି ବିଜେପିର ତିନିଜଣ ବିଧାୟକଙ୍କୁ ନିଲମ୍ବିତ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

May 7, 2026
ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version