• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅନୁଗୁଳ

ଅନୁଗୋଳ ସହରକୁ ସ୍ବଚ୍ଛ, ସୁନ୍ଦର ସହ ପ୍ରଦୂଷଣମୁକ୍ତ କରିବାକୁ ପୌର ପ୍ରଶାସନ ପକ୍ଷରୁ ‘ମୋ ଓ୍ବାର୍ଡ’ ବ୍ୟବସ୍ଥା କାର୍ଯ୍ୟକାରୀ

Proprietor Abhimanyu Maharana by Proprietor Abhimanyu Maharana
April 5, 2021
in ଅନୁଗୁଳ, ଓଡ଼ିଶା, ହୋମ୍
0
ଅନୁଗୋଳ ସହରକୁ ସ୍ବଚ୍ଛ, ସୁନ୍ଦର ସହ ପ୍ରଦୂଷଣମୁକ୍ତ କରିବାକୁ ପୌର ପ୍ରଶାସନ ପକ୍ଷରୁ  ‘ମୋ ଓ୍ବାର୍ଡ’ ବ୍ୟବସ୍ଥା କାର୍ଯ୍ୟକାରୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୫ ଏପ୍ରିଲ ସୋମଵାର ) ଅନୁଗୋଳ :- ଅନୁଗୋଳ ସହରକୁ ସ୍ବଚ୍ଛ, ସୁନ୍ଦର ସହ ପ୍ରଦୂଷଣମୁକ୍ତ କରିବାକୁ ପୌର ପ୍ରଶାସନ ପକ୍ଷରୁ ବିଭିନ୍ନ ଯୋଜନା ହାତକୁ ନିଆଯାଇଛି । ନୂଆକରି ‘ମୋ ଓ୍ବାର୍ଡ’ ବ୍ୟବସ୍ଥା କାର୍ଯ୍ୟକାରୀ କରାଯାଇଛି । ଘର ଘର ବୁଲି ଆବର୍ଜନା ସଂଗ୍ରହ କରାଯାଇ ସେଥିରୁ ଖତ ପ୍ରସ୍ତୁତ କରି ବିକ୍ରି କରାଯାଉଛି। ପଲିଥିନ, ସୋଲ ଜାତୀୟ ଆବର୍ଜନା ନ ଜାଳିବାକୁ ବ୍ୟବସାୟୀମାନଙ୍କୁ ତାଗିଦ୍‌ କରାଯିବା ସହ ଅମାନିଆଙ୍କଠାରୁ ଜରିମାନା ଆଦାୟ କରାଯାଉଛି। ହେଲେ ସହରର କେତେଜଣ ବ୍ୟବସାୟୀ ନିୟମିତ ଭାବେ ଆବର୍ଜନାରେ ନିଅଁା ଲଗାଉଥିବା ଅନୁଗୋଳ ସ୍ଥିତ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ଆଞ୍ଚଳିକ ଅଫିସ ପକ୍ଷରୁ ପୌର ପ୍ରଶାସନର ଦଷ୍ଟି ଆକର୍ଷଣ କରାଯାଇଛି। ଫଳରେ ଆବର୍ଜନା କଟକଣାକୁ ପୌର ପ୍ରଶାସନ କଡ଼ାକଡ଼ି କରିବା ସହ ଅମାନିଆ ବ୍ୟବସାୟୀଙ୍କ ବିରୋଧରେ ଥାନାରେ ଏତଲା ଦିଆଯିବାକୁ ଯୋଜନା କରାଯାଇଛି । ଅନୁଗୋଳ ସହରର ବଜାର ଛକ, ଅମଲାପଡ଼ା, ହରିମହୁରୀ ଛକ, ହୁଲୁରିସିଂହା ଛକ, ଗାନ୍ଧୀମାର୍ଗ, ହନୁମାନ ବଜାର ଛକ, ବସ୍‌ଷ୍ଟାଣ୍ଡ, ଶିମିଳିପଡ଼ା ଆଦିରେ ଥିବା ବ୍ୟବସାୟୀଙ୍କ ମଧ୍ୟରୁ

କେତେ ଜଣ ବ୍ୟବସାୟୀ ରାତିରେ ଓ ସକାଳେ ଆବର୍ଜନାରେ ନିଅଁା ଲଗାଉଛନ୍ତି। ପୌରପାଳିକା ନଜରରେ ଯେଉଁମାନେ ପଡ଼ୁଛନ୍ତି , ସେମାନଙ୍କୁ ନୋଟିସ ଦିଆଯାଇ ଜରିମାନା ଆଦାୟ କରାଯାଉଛି। ଇତିମଧ୍ୟରେ ୫୦ ହଜାରରୁ ଅଧିକ ଟଙ୍କା ଜରିମାନା ଆଦାୟ କରାଯାଇ ସାରିଲାଣି। କିନ୍ତୁ ସମ୍ପୃକ୍ତ ବ୍ୟବସାୟୀମାନେ ଏଥିରେ ଚେତୁନାହାନ୍ତି। ପୂର୍ବପରି ଆବର୍ଜନା ପୋଡ଼ୁଥିବାରୁ ସହର ପରିବେଶ ପ୍ରଦୂଷିତ ହେଉଛି। ବିଶେଷକରି ପଲିଥିନ ଓ ସୋଲ ଆବର୍ଜନା ପୋଡ଼ିବାବେଳେ ନିର୍ଗତ ହେଉଥିବା ବିଷାକ୍ତ ଧୂଅଁା ବାୟୁମଣ୍ଡଳକୁ ବିଷାକ୍ତ କରିବାରେ ଲାଗିଛି। ଏହି ପ୍ରକ୍ରିୟା ଜାରି ରହିଲେ ଆଗାମୀ ଦିନରେ ସହରବାସୀ ନାନା ରୋଗରେ ପଡ଼ିବେ। ମୁଣ୍ଡବିନ୍ଧା, ଆଖି ପୋଡ଼ିବା, ଚର୍ମ ଓ ଶ୍ୱାସ ଜନିତ ରୋଗ ଅଧିକରୁ ଅଧିକ ଲୋକଙ୍କଠାରେ ଦେଖାଦେବ ବୋଲି ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଅନୁଗୋଳ ଅଫିସ ପକ୍ଷରୁ ପୌରପାଳିକାକୁ ସତର୍କ କରାଇ ଦିଆଯାଇଛି । ତଦନୁଯାୟୀ ଆବର୍ଜନା କଟକଣାକୁ ଅଧିକ କଡ଼ାକଡ଼ି କରିବାକୁ ନିଷ୍ପତ୍ତି ନିଆଯାଇଛି। ଏଣିକି ଆବର୍ଜନା ପୋଡ଼ୁଥିବା ବ୍ୟବସାୟୀମାନଙ୍କଠାରୁ ମୋଟା ଅଙ୍କର ଜରିମାନା ଆଦାୟ କରାଯିବା । ଯଦି ଏଥିରେ ନ ଚେତିଲେ ସେମାନଙ୍କ ନାମରେ ଥାନାରେ ଅଭିଯୋଗ କରାଯିବ ବୋଲି ସୂଚନା ମିଳିଛି । (ରିପୋର୍ଟ ଭଞ୍ଜ ବିହାରୀ ମହାନ୍ତି )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

March 7, 2026
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version