No Result
View All Result
ଓଡ଼ିଶା ତାଜା ନ୍ୟୁଜ୍ (୬ ଏପ୍ରିଲ ମଙ୍ଗଳବାର ) ବାଲେଶ୍ୱର :- ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଲକର ୧୫ ନଂ ଜୋନର ବିଜେଡି,ବିଜେପି ଓ କଂଗ୍ରେସ ତିନି ପ୍ରମୁଖ ଦଳର ପ୍ରାର୍ଥୀ ମାନ ଗତକାଲି ନିଜ ସମର୍ଥକଙ୍କ ସହ ପ୍ରାର୍ଥୀ ପତ୍ର ଦାଖଲ କରିଥିଲେ । ଆଜି ନାମାଙ୍କନ ପତ୍ର ଯାଞ୍ଚ ସାରି ଏକାସଙ୍ଗରେ ନିଜ ନିଜ ଅଞ୍ଚଳକୁ ଫେରିଛନ୍ତି । (ଦୀପ୍ତିମାନ ପତି)
No Result
View All Result