• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସେଂଟର ଅଫ୍ ଏକ୍ସିଲେନ୍ସି ପାଇଁ ତତ୍ପରତା : ୧୮ ଟି ଉଚ୍ଚ ବିଦ୍ୟାଳୟ ଓ ମନରେଗା ଯୋଜନାରେ ଉନ୍ନୟନ କାର୍ଯ୍ୟର ସମୀକ୍ଷା ଓ ପରିଦର୍ଶନ କଲେ ପ୍ରକଳ୍ପ ନିର୍ଦ୍ଦେଶକ

Proprietor Abhimanyu Maharana by Proprietor Abhimanyu Maharana
April 7, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ସେଂଟର ଅଫ୍ ଏକ୍ସିଲେନ୍ସି ପାଇଁ ତତ୍ପରତା : ୧୮ ଟି ଉଚ୍ଚ ବିଦ୍ୟାଳୟ ଓ ମନରେଗା ଯୋଜନାରେ ଉନ୍ନୟନ କାର୍ଯ୍ୟର ସମୀକ୍ଷା ଓ ପରିଦର୍ଶନ କଲେ ପ୍ରକଳ୍ପ ନିର୍ଦ୍ଦେଶକ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୬ ଏପ୍ରିଲ ମଙ୍ଗଳବାର ) ହିଞ୍ଜିଳିକାଟୁ :- ରାଜ୍ୟ ସରକାରଙ୍କ ଘୋଷଣା ମୁତାବକ ରାଜ୍ୟର ୧୦୧ଟି ଉଚ୍ଚ ବିଦ୍ୟାଳୟରେ ସେଂଟର ଅଫ୍ ଏକ୍ସଲେନ୍ସ ପ୍ରତିଷ୍ଠା ହେବ । ପାଠ୍ୟକ୍ରମରେ ସ୍ପୋକେନ ଇଂରାଜୀ ବିଷୟ ସାମିଲ କରାଯିବ ସହ ଉନ୍ନତମାନର ପାଠାଗାର ସ୍ଥାପନ କରି ଶିକ୍ଷାର୍ଥୀ ମାନଙ୍କୁ ଗୁଣାତ୍ମକ ଶିକ୍ଷାଦାନ ବ୍ୟବସ୍ଥା ସକାଶେ ମୁଖ୍ୟ ଲକ୍ଷ୍ୟ ରହିଛି । ଏଥି ପୂର୍ବରୁ ହିଞ୍ଜିଳିକାଟୁ ପୌରାଂଚଳର ସରକାରୀ ବୃନ୍ଦାବନ ବିଦ୍ୟାଳୟ ଓ ସରକାରୀ ଏନଏସି ଉଚ୍ଚ ବିଦ୍ୟାଳୟକୁ ସେଂଟର ଅଫ୍ ଏକ୍ସଲେନ୍ସ ଘୋଷଣା କରାଯାଇଥିଲା । ସ୍ଥାନୀୟ ବ୍ଳକର ସମସ୍ତ ଉଚ୍ଚ ବିଦ୍ୟାଳୟକୁ ସେଂଟର ଅଫ୍ ଏକ୍ସିଲେନ୍ସରେ ସ୍ଥାନିତ କରିବା ପାଇଁ ଉଦ୍ୟମ ଜାରି ରହିଛି । ଆସନ୍ତା ଅଗଷ୍ଟ ମାସ ୧୫ ତାରିଖ ସୁଦ୍ଧା ସ୍ଥାନୀୟ ବ୍ଳକର ସମସ୍ତ ଉଚ୍ଚବିଦ୍ୟାଳୟର ଆବଶ୍ୟକ ଭିତିଭୂମି ସଜାଡ଼ିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୫ଟି ସଚିବ ଭି. କାର୍ତିକେୟାନ ପାଣ୍ଡିୟାନ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।

ଏଥି ସକାଶେ ହିଞ୍ଜିଳିକାଟୁ ବ୍ଳକ ଓ ପୌରାଂଚଳକୁ ବିଭିନ୍ନ ସମୟରେ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗୀୟ ଅଧିକାରୀଙ୍କ ସମେତ ଜିଲ୍ଲା ପ୍ରଶାସନ ଘନ ଘନ ଗ୍ରସ୍ତ କରି ବିଦ୍ୟାଳୟର ଆବଶ୍ୟକ ଭିତିଭୂମିର ସମୀକ୍ଷା କରି ଫେରୁଥିବାର ନଜିର ରହିଛି । ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ସିନ୍ଧେ ଦତାର୍ତୟ ଭାଉ ସାହେବ ହିଞ୍ଜିଳି ଗ୍ରସ୍ତ କରି ସ୍ଥାନୀୟ ବ୍ଳକ ଓ ପୌରାଂଚଳର ୧୮ଟି ଉଚ୍ଚ ବିଦ୍ୟାଳୟର ଆବଶ୍ୟକୀୟ ଭିତିଭୂମୀର ସମୀକ୍ଷା କରିଥିଲେ । ପ୍ରକଳ୍ପ ନିର୍ଦ୍ଦେଶକ ଭାଉ ସାହେବ ହିଞ୍ଜିଳିକାଟୁ ପଂଚାୟତ ସମିତି କାର୍ଯ୍ୟାଳୟ ଓ ପୌର ପରିଷଦ କାର୍ଯ୍ୟାଳୟରେ ପଂହଚି ବିଡ଼ିଓ ଓ ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ ସହ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସର୍ମ୍ପକରେ ଆଲୋଚନା କରିଥିଲେ । ସ୍ଥାନୀୟ ବ୍ଳକ ବୁରୁପୋଡ଼ା ଭଗବତି ବିଦ୍ୟାପିଠ, ପୋଡ଼ିଙ୍ଗି ଶ୍ୟାମଳାଇ ବିଦ୍ୟାପିଠ, ପରେ ସ୍ଥାନୀୟ ପୌରାଂଚଳର ସରକାରୀ ଏନଏସି ଉଚ୍ଚ ବିଦ୍ୟାଳୟ, ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟ, ପରେ ସ୍ଥାନୀୟ ବ୍ଳକ ଖରିଡ଼ା ଉଚ୍ଚ ବିଦ୍ୟାଳୟ, ଆଲପୁର ଉଚ୍ଚ ବିଦ୍ୟାଳୟ, ସିକିରି ଉଦୟନାଥ ଉଚ୍ଚ ବିଦ୍ୟାଳୟ, ଶାସନଆମ୍ବଗାଁ ବୃନ୍ଦାବନ ନାୟକ ଉଚ୍ଚ ବିଦ୍ୟାଳୟ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ସାପୁଆପଲ୍ଲୀ ଉଚ୍ଚ ବିଦ୍ୟାଳୟ, କଂଚୁରୁ ସରକାରୀ ଉଚ୍ଚ ବିଦ୍ୟାଳୟ, ଦୟାପଲ୍ଲୀ ଉଚ୍ଚ ବିଦ୍ୟାଳୟ, ଗଣ୍ଡଳା ଗଣେଷ ବିଦ୍ୟାପିଠ, ବେଲଗାଁ ବେଲେଶ୍ୱର ଉଚ୍ଚ ବିଦ୍ୟାଳୟ, ବାଳକୃଷ୍ଣପୁର ଉଚ୍ଚ ବିଦ୍ୟାଳୟ, ନନ୍ଦିକ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ପୁଟିଆପଦର ଉଚ୍ଚ ବିଦ୍ୟାଳୟ, ଖଣ୍ଡରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ରେ ପଂହଚି ସହ ଶିକ୍ଷାର୍ଥୀଙ୍କୁ ଶିକ୍ଷାଦାନ ପ୍ରଣାଳୀ, ବିଦ୍ୟାଳୟ ପରିବେଶ, ଆର୍ଟ ରୁମ, ସ୍ମ୍ରାଟ କ୍ଳାସ ରୁମ, ଗ୍ରନ୍ଥାଳୟ, ବିଜ୍ଞାନାଗାର ବୁଲି ଦେଖିଥିଲେ ।

ବିଦ୍ୟାଳୟ ପାଠାଗାର ଓ ବିଜ୍ଞାନଗାରରେ ଉନ୍ନତି ଆଣିବା ସକାଶେ ସଂପୃକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ, ଶିକ୍ଷୟତ୍ରୀ ମାନଙ୍କୁ ପରାମର୍ଶ ଦେଇଥିଲେ । ସେଂଟର ଅଫ୍ ଏକ୍ସଲେନ୍ସି ସକାଶେ ଆବଶ୍ୟକୀୟ ଅନ୍ୟାନ ଆନୁସଙ୍ଗିକ ବ୍ୟବସ୍ଥା କାର୍ଯ୍ୟାକାରୀ କରିବା ପାଇଁ ଗୁରୁତ୍ୱାରୋପ କରିଥିଲେ । ଏଥି ସହ ମନରେଗା ଯୋଜନାରେ ଦାରୁଭଦ୍ରା, କଂଚୁରୁ ଓ ଅନ୍ୟାନ ପଂଚାୟତରେ ନିର୍ମିତ ମଡ଼େଲ ପାର୍କ ଗୁଡ଼ିକୁ ପରିଦର୍ଶନ କରିଥିଲେ । ପିଡ଼ିଙ୍କ ଗ୍ରସ୍ତ ସମୟରେ ବିଡ଼ିଓ ପ୍ରସନ କୁମାର ପାତ୍ର, ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼ଃ. ମନୋରଞ୍ଜନ ସାହୁ, କନିଷ୍ଠ ଯନ୍ତ୍ରୀ ଜାନକି ପାତ୍ର, ପିଇଓ ଶୁସାନ୍ତ କୁମାର ପାତ୍ର, ଅଶ୍ୱିନି ସାହୁ, ବାସୁଦେବ ବେହେରା, ଶିବରାମ ରଣା, ସରଂପଚ ଏ. ସିତା, ରଘୁନାଥ ବେହେରା, ପ୍ରତିମା ବେହେରା, ଗୌରୀ ସାହୁ, ମାଧୁରୀ ପାଣିଗ୍ରାହୀ, ଓଏଭି ଅଧ୍ୟକ୍ଷ ଅରୁଣ କୁମାର ପଟେଲ, ପ୍ରଧାନ ଶିକ୍ଷୟତ୍ରୀ ଶାନ୍ତିଲତା ମୁନିଙ୍କ ସମେତ ବିୀଦ୍ୟାଳୟ ପ୍ରଧାନ ଶିକ୍ଷକ, ଶିକ୍ଷୟତ୍ରୀ, ବିଦ୍ୟାଳୟ ପରିଚାଳନା କମିିଟି ପ୍ରମୁଖ ଉପସ୍ଥିତ ଥିଲେ ।    ( ରିପୋର୍ଟ ସୁଶାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

May 7, 2026
ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

May 7, 2026

Recent News

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

May 7, 2026
ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

May 7, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version