• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ସଂପ୍ରତି ରେଢ଼ାଖୋଲ ବନଖଣ୍ଡ ଓ ବାମରା ବନ୍ୟପ୍ରାଣୀ ଡିଭିଜନର ଖଳାଶୁଣୀ ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଶିକାରୀମାନେ ସକ୍ରିୟ ହୋଇଛନ୍ତି

Proprietor Abhimanyu Maharana by Proprietor Abhimanyu Maharana
April 7, 2021
in ଅପରାଧ, ଓଡ଼ିଶା, ଯାଜପୁର, ହୋମ୍
0
ସଂପ୍ରତି ରେଢ଼ାଖୋଲ ବନଖଣ୍ଡ ଓ ବାମରା ବନ୍ୟପ୍ରାଣୀ ଡିଭିଜନର ଖଳାଶୁଣୀ ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଶିକାରୀମାନେ ସକ୍ରିୟ ହୋଇଛନ୍ତି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୭ ଏପ୍ରିଲ , ବୁଧବାର) ରେଢ଼ାଖୋଲ :- ସଂପ୍ରତି ରେଢ଼ାଖୋଲ ବନଖଣ୍ଡ ଓ ବାମରା ବନ୍ୟପ୍ରାଣୀ ଡିଭିଜନର ଖଳାଶୁଣୀ ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଶିକାରୀମାନେ ସକ୍ରିୟ ହୋଇଛନ୍ତି। କିଛିଦିନ ହେବ ଅବାଧରେ ବନ୍ୟଜନ୍ତୁ ଶିକାର ହେଉଥିବା ଜଣାପଡ଼ିଛି। ବୁଧବାର ଖବର ପାଇ କିସିଣ୍ଡା ବନ୍ୟପ୍ରାଣୀ ରେଞ୍ଜ କର୍ମଚାରୀମାନେ ଚଢ଼ଉ କରି ଖଳାଶୁଣୀ ସଂରକ୍ଷିତ ଜଙ୍ଗଲର ଗଇଲମୁଣ୍ଡି ଜଙ୍ଗଲକୁ ଶିକାର ପାଇଁ ଯାଇଥିବା ୩ ଜଣ ଶିକାରୀଙ୍କୁ ଗିରଫ କରିଛନ୍ତି। ତାଙ୍କ ପାଖରୁ ଏକ ଦେଶୀ ବନ୍ଧୁକ, ଗୁଳି ଓ ଗନ୍‌ ପାଉଡ଼ର ଜବତ କରାଯାଇଛି ।

ଗିରଫ ଅଭିଯୁକ୍ତମାନେ ହେଲେ କିସିଣ୍ଡା ଥାନା ଭୁଲକି ଗ୍ରାମର ଗୋକୁଳା ସମର୍ଥା (୩୭), ସୁରେଶ ପ୍ରଧାନ (୩୦), ତରୁଣ ନାୟକ (୨୨)। ସୂଚନାମତେ ବୁଧବାର ଅଭିଯୁକ୍ତମାନେ ଶିକାର ପାଇଁ ଖଳାଶୁଣୀ ସଂରକ୍ଷିତ ଜଙ୍ଗଲକୁ ଯାଇଥିଲେ। କୌଣସି ସୂତ୍ରରୁ ଖବରପାଇ କିସିଣ୍ଡା ବନ୍ୟପ୍ରାଣୀ ରେଞ୍ଜ ଅଧିକାରୀ ରୋବିନ କିସ୍‌କୁ, ଫରେଷ୍ଟର ଅନୁରାଧା ଖର୍ସେଲ, ଫରେଷ୍ଟ ଗାର୍ଡ ପଦ୍ମଲୋଚନ ବଡଗଛିଆଙ୍କ ସମେତ ବନ କର୍ମଚାରୀ ଚଢ଼ଉ କରି ଗଇଲମୁଣ୍ଡି ଜଙ୍ଗଲରୁ ଏହି ୩ ଜଣଙ୍କୁ ଗିରଫ କରିଥିଲେ ।

ସଂପ୍ରତି ଗ୍ରୀଷ୍ମ ପ୍ରବାହ ଯୋଗୁଁ ଜଙ୍ଗଲ ଭିତରେ ଥିବା ନଈ, ନାଳ ଆଦି ଶୁଖି ଯାଇଥିବାବେଳେ ପାଣି ରହୁଥିବା ସ୍ଥାନମାନଙ୍କୁ ବନ୍ୟଜନ୍ତୁ ଆସୁଛନ୍ତି। ସେହିପରି ଜଙ୍ଗଲରେ ଶିକାରୀମାନେ ନିଆଁ ଲଗାଇଦେଉଥିବାରୁ ବନ୍ୟପ୍ରାଣୀ ଜୀବନବିକଳରେ ପାଣିଥିବା ସ୍ଥାନ ଓ ଗ୍ରାମାଭିମୁଖି ହେଉଛନ୍ତି। ଏହାର ସୁଯୋଗ ନେଇ ଶିକାରୀମାନେ ପାଣିଥିବା ସ୍ଥାନ ନିକଟରେ ମଞ୍ଚା ତିଆରି କରି ଛପିରହି ଅବାଧରେ ବନ୍ୟଜନ୍ତୁ ଶିକାର କରୁଛନ୍ତି। ବିଶେଷ କରି ବାର୍‌ହା, ହରିଣ ଓ କୁଟୁରା ମାଂସର ରାସ୍ତାକଡ଼ ହୋଟେଲ ଗୁଡ଼ିକରେ ବିଶେଷ ଚାହିଦା ରହୁଥିବାରୁ ଶିକାରୀମାନେ ଅମୂଲ୍ୟ ବନ୍ୟପ୍ରାଣୀ ଶିକାର କରି ମାଂସ ବିକ୍ରୟ କରୁଥିବା ଅଭିଯୋଗ ହେଉଛି ।  (ରିପୋର୍ଟ /ଭଞ୍ଜ ବିହାରୀ ମହାନ୍ତି)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

July 23, 2026
ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

ପୂର୍ବାଞ୍ଚଳ ଆଞ୍ଚଳିକ ପୋଲିସ ସମନ୍ୱୟ କମିଟି (ERPCC) ବୈଠକ–୨୦୨୬ : ଆନ୍ତଃରାଜ୍ୟ ଅପରାଧ, ନକ୍ସଲ ଦମନ ଓ ସମନ୍ୱିତ ସୁରକ୍ଷା ରଣନୀତି ଉପରେ ବ୍ୟାପକ ଆଲୋଚନା

Eastern Regional Police Coordination Committee (ERPCC) Meeting–2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

July 23, 2026
ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

July 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version