• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲାର ଲାଇଫ ଲାଇନ କୁହାଯାଉଥିବା ମହେନ୍ଦ୍ରତନୟା ନଦୀ ଶୁଖିବା ଯୋଗୁଁ ; ଆଗକୁ ସ୍ଥିତି ଉତ୍କଟ ହେବା ସମ୍ଭାବନା

Proprietor Abhimanyu Maharana by Proprietor Abhimanyu Maharana
April 8, 2021
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲାର ଲାଇଫ ଲାଇନ କୁହାଯାଉଥିବା ମହେନ୍ଦ୍ରତନୟା ନଦୀ ଶୁଖିବା ଯୋଗୁଁ ; ଆଗକୁ ସ୍ଥିତି ଉତ୍କଟ ହେବା ସମ୍ଭାବନା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୭ ଏପ୍ରିଲ ବୁଧବାର )ପାରଳାଖେମୁଣ୍ଡି :-ଗଜପତି ଜିଲ୍ଲାର ଲାଇଫ ଲାଇନ କୁହା ଯାଉଥିବା ମହେନ୍ଦ୍ରତନୟା ନଦୀ ଏବେ ଶୁଖିଲା ପଡିଛି । ଫଳରେ ଏସବୁ ଅଂଚଳରେ ବିଶେଷ କରି ପାରଳାଖେମୁଣ୍ଡି ସହରସମେତ ରାୟଗଡ଼ ବ୍ଲକ ଓ ଗୋଷାଣୀ ବ୍ଲକର ଲୋକେ ନିକଟ ଭବିଷ୍ୟତ ରେ ଘୋର ଜଳ ସଙ୍କଟର ସମ୍ମୁଖୀନ ହେବା ନିଶ୍ଚିତ ହୋଇଯାଇଛି । ପାନୀୟ ଜଳ ତ ଦୂରର କଥା, ଗାଧୋଇବା ପାଇଁ ମଧ୍ୟ ପାଣି ଟୋପାଏ ନାହିଁ ।ମହେନ୍ଦ୍ରତନୟା ନଦୀ ଏବେ ଖେଳ ପଡିଆରେ ପରିଣତ ହୋଇଛି । ପ୍ରଥମ ଥର ପାଇଁ ନଦୀ ଶୁଖିଲା ପଡିଥିବାରୁ ଚିନ୍ତାରେ ପଡିଯାଇଛନ୍ତି ପାରଳାଖେମୁଣ୍ଡି ସହରବାସୀ । କାରଣ ଏବେ ଯେଭଳି ପ୍ରବଳ ଗ୍ରୀଷ୍ମ ହେଉଛି, ଆଉ କିଛି ଦିନ ଭିତରେ ଲୋକେ ଜଳକଷ୍ଟ ଭୋଗିବା ନିଶ୍ଚିତ । ଏହି ନଦୀ ପାଣିକୁ ଲୋକେ ପାନୀୟ ଜଳଠୁ ଜଳସେଚନ ପର୍ଯ୍ୟନ୍ତ ସବୁ କାର୍ଯ୍ୟରେ ବ୍ୟବହାର କରିଥାନ୍ତି । ହେଲେ ନଦୀର ସ୍ରୋତ ଶୁଖିବା ଯୋଗୁଁ ଭୂତଳ ଜଳ ମଧ୍ୟ ପ୍ରଭାବିତ ହେବା ଆଶଙ୍କା ଦେଖାଦେଇଛି ଫଳରେ ସହରର ଜଳ ଯୋଗାଣ ପାଇଁ ଖୋଳା ଯାଇଥିବା ବୋର୍ ଅଚଳ ହେବାର ମଧ୍ୟ ସମ୍ଭାବନା ରହିଛି ।

ପାରଳାଖେମୁଣ୍ଡି ସହର ଉପକଣ୍ଠରେ କିଛି ଦିନ ହେଲା ନଦୀର ଜଳସ୍ତର କମୁଥିଲେ ମଧ୍ୟ ଏହାର ସଂରକ୍ଷଣ ବ୍ୟବସ୍ଥା କରାଯାଉନଥିବାରୁ ଲୋକେ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଖାମଖିଆଲି ମନୋଭାବକୁ ଦାୟୀ କରିଛନ୍ତି ।
ପାରଳାଖେମୁଣ୍ଡି ସହରକୁ ପ୍ରତିଦିନ ୭ ମିଲିୟନ ଲିଟର ପାଣିର ଆବଶ୍ୟକତା ପଡୁଛି । ନଦୀ ଶୁଖିଯିବା ଯୋଗୁଁ କମିବାରେ ଲାଗିଛି । ଭୂତଳ ଜଳସ୍ତର ୬ଟି ସ୍ଥାନରୁ ପାଣି ଉଠାଯାଇ ସହରକୁ ଜଳ ଯୋଗାଣ କରାଯାଉଛି । ସେଥିରୁ ୪ଟି ସ୍ଥାନରେ ଜଳ ଶୁଖିଯାଇଥିବା ବେଳେ ମାତ୍ର ଦୁଇଟି ସ୍ଥାନରେ ଅଳ୍ପ କିଛି ରହିଛି ଆଗକୁ ଟ୍ୟାଙ୍କର ଯୋଗେ ପାଣି ଯୋଗାଇବା ଏକମାତ୍ର ବିକଳ୍ପ ବୋଲି ଜନସ୍ୱାସ୍ଥ୍ୟ ବିଭାଗ କହିଛି । ପ୍ରତିବର୍ଷ ଜାନୁୟାରୀ ମାସରେ ମହେନ୍ଦ୍ରତନୟା ପୋଲ ତଳ ପାଖରେ ବାଲି ବସ୍ତା ପକାଇ ପାଣିକୁ ରଖାଯାଉଥିଲା ୧ କିନ୍ତୁ ଏବର୍ଷ ଏଭଳି କିଛି ପଦକ୍ଷେପ ନିଆଯାଇନଥିବାରୁ ନଦୀ ଶୁଖିଲା ପଡିଥିବା ଅଭିଯୋଗ ହେଉଛି। ଖରାଦିନ ସରିବାକୁ ଆହୁରି ୩ ମାସ ଥିବା ବେଳେ ଆଗକୁ ସ୍ଥିତି କେତେ  ଯେ ଉତ୍କଟ ହେବ, ତାକୁ ନେଇ ପାରଳାଖେମୁଣ୍ଡିବାସିଙ୍କ ଚିନ୍ତା ବଢାଇ ଦେଇଛି । (ରିପୋର୍ଟ – ଗରୁଡ଼ ଧ୍ଵଜ ଚୌଧୁରୀ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ

October 8, 2026
ଗୋଳିଆ ପାଣି ଭରସାରେ ବେତବାଡ଼ିବାସୀ : ଏକମାତ୍ର ନଳକୂପରୁ ମିଳୁନି ସ୍ୱଚ୍ଛ ଜଳ, ରୋଗ ବଢ଼ୁଥିବା ଅଭିଯୋଗ

ଗୋଳିଆ ପାଣି ଭରସାରେ ବେତବାଡ଼ିବାସୀ : ଏକମାତ୍ର ନଳକୂପରୁ ମିଳୁନି ସ୍ୱଚ୍ଛ ଜଳ, ରୋଗ ବଢ଼ୁଥିବା ଅଭିଯୋଗ

October 8, 2026
କଲଭର୍ଟ ରାସ୍ତାରେ ବୃହତ୍‌ ଗର୍ତ୍ତ : ବିପଦରେ ଶହ ଶହ ଛାତ୍ରଛାତ୍ରୀ – ୫ ଲକ୍ଷ ଟଙ୍କାର ଉନ୍ନତିକରଣ ପରେ ଅଳ୍ପଦିନରେ ବେହାଲ; ନିର୍ମାଣ ମାନକୁ ନେଇ ପ୍ରଶ୍ନ

କଲଭର୍ଟ ରାସ୍ତାରେ ବୃହତ୍‌ ଗର୍ତ୍ତ : ବିପଦରେ ଶହ ଶହ ଛାତ୍ରଛାତ୍ରୀ – ୫ ଲକ୍ଷ ଟଙ୍କାର ଉନ୍ନତିକରଣ ପରେ ଅଳ୍ପଦିନରେ ବେହାଲ; ନିର୍ମାଣ ମାନକୁ ନେଇ ପ୍ରଶ୍ନ

October 8, 2026
ବାରଖମା ହାତେ ଏକ ଦିବସୀୟ କବାଡି ଟ୍ରଫି : ଫାଇନାଲ ରେ ଚାମ୍ପିଅନ୍‌ ହେଲା ସ୍ପୋର୍ଟ୍ସ କ୍ଲବ ବାରଖମା

ବାରଖମା ହାତେ ଏକ ଦିବସୀୟ କବାଡି ଟ୍ରଫି : ଫାଇନାଲ ରେ ଚାମ୍ପିଅନ୍‌ ହେଲା ସ୍ପୋର୍ଟ୍ସ କ୍ଲବ ବାରଖମା

October 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ

October 8, 2026
ଗୋଳିଆ ପାଣି ଭରସାରେ ବେତବାଡ଼ିବାସୀ : ଏକମାତ୍ର ନଳକୂପରୁ ମିଳୁନି ସ୍ୱଚ୍ଛ ଜଳ, ରୋଗ ବଢ଼ୁଥିବା ଅଭିଯୋଗ

ଗୋଳିଆ ପାଣି ଭରସାରେ ବେତବାଡ଼ିବାସୀ : ଏକମାତ୍ର ନଳକୂପରୁ ମିଳୁନି ସ୍ୱଚ୍ଛ ଜଳ, ରୋଗ ବଢ଼ୁଥିବା ଅଭିଯୋଗ

October 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version