• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଉଚ୍ଚଶିକ୍ଷାର ଗୁଣାତ୍ମକ ମାନର ବିକାଶ, ପ୍ରଶାସନିକ ପରିଚାଳନା ଓ ଦକ୍ଷତା ବିକାଶ ଆଦିକୁ ଗୁରୁତ୍ୱ ଦିଆଯାଇଛି : ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ସାହୁ

Proprietor Abhimanyu Maharana by Proprietor Abhimanyu Maharana
February 20, 2020
in Uncategorized, ଓଡ଼ିଶା, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ଉଚ୍ଚଶିକ୍ଷାର ଗୁଣାତ୍ମକ ମାନର ବିକାଶ, ପ୍ରଶାସନିକ ପରିଚାଳନା ଓ ଦକ୍ଷତା ବିକାଶ ଆଦିକୁ ଗୁରୁତ୍ୱ ଦିଆଯାଇଛି : ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ସାହୁ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶା ତାଜା ନ୍ୟୁଜ୍ ) ବିଧାନସଭା 19.2.2020 :- ୨୦୨୦ ନୂତନ ସହସ୍ରାବ୍ଦୀରେ ଜ୍ଞାନର ପରିସୀମା ବୃଦ୍ଧି ଘଟୁଥିବା ପରିେ ପ୍ରକ୍ଷୀରେ ଛାତ୍ରଛାତ୍ରୀମାନଙ୍କୁ ପ୍ରତ୍ୟେକ କ୍ଷେତ୍ରରେ ବିଶ୍ୱସ୍ତରୀୟ ପ୍ରତି ଯୋଗିତାର ସମୁଖୀନ ହେବାକୁ ପଡ଼ୁଛି । ଏହା ଆମ ସମସ୍ତଙ୍କ ପାଇଁ ଏକ ଆହ୍ୱାନ । ଏହି ଆହ୍ୱାନର ସଫଳ ମୁକାବିଲା କରିବା ପାଇଁ ଉଚ୍ଚଶିକ୍ଷାର ଗୁଣାତ୍ମକ ମାନର ବିକାଶ, ଗବେଷଣା ଓ ଦକ୍ଷତା ବିକାଶ ଆଦିକୁ ଗୁରୁତ୍ୱ ଦିଆଯାଇ ରାଜ୍ୟ ସରକାର ଅନେକଗୁଡ଼ିଏ ପରିବର୍ତ୍ତନକାରୀ ସଂସ୍କାର ଆଣିଛନ୍ତି ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂ ପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ କହିଛନ୍ତି । ବିଶ୍ୱବ୍ୟାଙ୍କ ସହାୟତାରେ ଓଡ଼ିଶା ହାୟର ଏଜୁକେସନ୍‌ ପୋଗ୍ରାମ ଫର ଏକ୍ସିଲେନ୍ସି ଆଣ୍ଡ ଇକ୍ୱିଟି କାର୍ଯ୍ୟକ୍ରମ ଅନ୍ତର୍ଗତ ଏକ ଦିଗ୍‌ଦର୍ଶନ କର୍ମଶାଳାରେ ଉଦ୍‌ବୋଧନ ଦେଇ ମନ୍ତ୍ରୀ ଡ. ସାହୁ କହିଲେ ଶିକ୍ଷାରେ ବିନିଯୋଗ ହେଉଥିବା ଅର୍ଥ ହେଉଛି ମାନବ ପାଇଁ ଶ୍ରେଷ୍ଠ ପୁଞ୍ଜିଲଗାଣ । ତେଣୁ ବିଶ୍ୱବ୍ୟାଙ୍କ ସହାୟତାରେ ପରିଚାଳିତ ଏହି କାର୍ଯ୍ୟକ୍ରମର ସଫଳ ରୂପାୟନ କରି ଶିକ୍ଷା ବ୍ୟବସ୍ଥାରେ ଉନ୍ନତି ଆଣି ଛାତ୍ରଛାତ୍ରୀଙ୍କୁ ଏହାର ସୁଫଳଯୋଗାଇଦେବାକୁ ପଡ଼ିବ । ମହାବିଦ୍ୟାଳୟର ଭିତ୍ତିଭୂମିର ବିକାଶ ପାଇଁ ପଯ୍ୟାପ୍ତ ଅର୍ଥର ବ୍ୟବସ୍ଥା ରହିଛି ।

ଶିକ୍ଷାନୁଷ୍ଠାନରେ ଉତ୍ତମ ଶୈକ୍ଷିକ ବାତାବରଣ ସୃଷ୍ଟି କରି ଶିକ୍ଷାଦାନ ସହିତ ନିର୍ଦ୍ଧାରିତ ସମୟରେ ପାଠ୍ୟକ୍ରମ ଶେଷ କରି ପରୀକ୍ଷା ଓ ପରୀକ୍ଷା ଫଳ ପ୍ରକାଶ କରିବା ପାଇଁ ମନ୍ତ୍ରୀ ଡ. ସାହୁ କର୍ମଶାଳାରେ ଯୋଗଦେଇଥିବା ମହାବିଦ୍ୟାଳୟର ଅଧ୍ୟକ୍ଷ ଏବଂ ବିଶ୍ୱବିଦ୍ୟାଳୟର ପ୍ରତିନିଧିମାନଙ୍କୁ କହିଥିଲେ । ଏହି କାର୍ଯ୍ୟକ୍ରମ ଜରିଆରେ ଉଚ୍ଚଶିକ୍ଷାର ଗୁଣାତ୍ମକ ମାନ ବୃଦ୍ଧି ସହିତ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟଗୁଡ଼ିକର ପ୍ରଶାସନିକ ଦକ୍ଷତା ବୃଦ୍ଧି ଏବଂ ଆର୍ଥିକ ପରିଚାଳନାରେ ଉନ୍ନତି ଅଣାଯିବା ପାଇଁ ଲକ୍ଷ୍ୟ ରଖାଯାଇଛି । ୨୦୧୮ରୁ ୨୦୨୨ ଆର୍ଥିକ ବର୍ଷ ମଧ୍ୟରେ ଏ ଦିଗରେ ସମୁଦାୟ ୧୭୦ ମିଲିୟନ୍‌ ଆମେରିକୀୟ ଡଲାର ବିନିଯୋଗ କରାଯିବ । ଓଡ଼ିଶାର ୧୧ଟି ସରକାରୀ ବିଶ୍ୱବିଦ୍ୟାଳୟ ଏବଂ ୧୩୭ଟି ମହାବିଦ୍ୟାଳୟକୁ ଏଥିରେ ଅନ୍ତର୍ଭୁକ୍ତ କରାଯାଇଛି । ପ୍ରଥମ ପଯ୍ୟାୟରେ ୭୦ଟି ମହାବିଦ୍ୟାଳୟକୁ ଅନ୍ତର୍ଭୁକ୍ତ କରାଯାଇଥିବା ବେଳେ ଦ୍ୱିତୀୟ ପଯ୍ୟାୟରେ ୬୭ଟି ମହାବିଦ୍ୟାଳୟ ଓ ୧୧ଟି ବିଶ୍ୱବିଦ୍ୟାଳୟକୁ ଅନ୍ତର୍ଭୁକ୍ତ କରାଯାଇଛି । ଦ୍ୱିତୀୟ ପଯ୍ୟାୟରେ ଅନ୍ତର୍ଭୁକ୍ତ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ନିମନ୍ତେ ଦୁଇଦିନିଆ ଦିଗ୍‌ଦର୍ଶନ କର୍ମଶାଳା ଫେବୃଆରୀ ୧୯ ଓ ୨୦ ତାରିଖରେ ଆୟୋଜନ କରାଯାଇଛି । ଦିଗ୍‌ଦର୍ଶନ କାର୍ଯ୍ୟକ୍ରମ ଉଚ୍ଚଶିକ୍ଷାର ଗୁଣାତ୍ମକ ମାନ ବୃଦ୍ଧି, ପ୍ରଶାସନିକ ଦକ୍ଷତା ବୃଦ୍ଧି, ଶିକ୍ଷାନୁଷ୍ଠାନ ଆର୍ଥିକ ପରିଚାଳନାରେ ଉନ୍ନତି ଓ ସ୍ୱଚ୍ଛତା ଆଣିବା ସହ ଅନ୍‌ଲାଇନ୍‌ କ୍ୟାସ୍‌ବୁକ୍‌ ଲେଖିବା ପାଇଁ ଏକ ସ୍ୱତନ୍ତ୍ର ସଫଫେଓ୍ୱୟାରର ପ୍ରଚଳନ, ଅଧ୍ୟା ପକମାନଙ୍କୁ ପ୍ରଶିକ୍ଷଣ ବ୍ୟବସ୍ଥା, ଶିକ୍ଷାନୁଷ୍ଠାନର ନାକ୍‌ ମାନ୍ୟତା ହାସଲ, ଛାତ୍ରଛାତ୍ରୀଙ୍କୁ ନିଯୁକ୍ତ ସୁଯୋଗ ବୃଦ୍ଧି ଆଦି ବିଭିନ୍ନ ଦିଗ ସଂପର୍କରେ ଆଲୋଚନା ହୋଇଥିଲା । ଆଜିର କର୍ମଶାଳାକୁ ଓଡ଼ିଶା ହାୟର ଏଜୁକେସନ୍‌ ପୋଗ୍ରାମ ଫର ଏକ୍ସିଲେନ୍ସି ଆଣ୍ଡ ଇକ୍ୱିଟି କାର୍ଯ୍ୟକ୍ରମର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ପରମେଶ୍ୱରନ୍‌ ବି. ପରିଚାଳନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

June 13, 2026
ଭୟଙ୍କର ଅଗ୍ନିକାଣ୍ଡରେ ଜଳିଗଲା ୫ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ଭୟଙ୍କର ଅଗ୍ନିକାଣ୍ଡରେ ଜଳିଗଲା ୫ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି

June 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

June 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version