• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗ୍ରାମବାସୀଙ୍କ ସ୍ୱପ୍ନ ପୂରଣ କଲେ ଦୀପା:ଗାଁରେ ହେବ ସୌର ପାନୀୟ ଜଳ ପ୍ରକଳ୍ପ

Proprietor Abhimanyu Maharana by Proprietor Abhimanyu Maharana
April 8, 2021
in ଓଡ଼ିଶା, ବରଗଡ଼, ହୋମ୍
0
ଗ୍ରାମବାସୀଙ୍କ ସ୍ୱପ୍ନ ପୂରଣ କଲେ ଦୀପା:ଗାଁରେ ହେବ ସୌର ପାନୀୟ ଜଳ ପ୍ରକଳ୍ପ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୮ ଏପ୍ରିଲ ୨୦୨୧, ଗୁରୁବାର ) ପଦ୍ମପୁର :- ବରଗଡ଼ ଜିଲ୍ଲା ପାଇକମାଲ ବ୍ଲକ ଟେମରି ଗ୍ରାମ ହେଉଛି ଏକ ବଡ଼ ଗାଁ । ଏଠାରେ ୨୦୧୧ ଜନଗଣନା ଅନୁଯାୟୀ ୨୪୦୦ ଜଣ ବସବାସ କରନ୍ତି। ୫ ୱାର୍ଡ ବିଶିଷ୍ଟ ଏହି ଗ୍ରାମରେ ଏପର୍ଯ୍ୟନ୍ତ କୋୖଣସି ସୌର ପାନୀୟ ଜଳ ପ୍ରକଳ୍ପ ନାହିଁ । ଗାଁରେ ବସୁଧା ଯୋଜନାରେ ଜଳଯୋଗାଣ ବ୍ୟବସ୍ଥା ହୋଇଛି ସତ କିନ୍ତୁ ତାହା ରୋଷେଇ କରିବା ତଥା ପାନୀୟ ଜଳ ରୂପେ ବ୍ୟବହାର ହୁଏନାହିଁ । ଏହି କାରଣରୁ ପାନୀୟ ଜଳ ପାଇଁ ବହୁତ ଅସୁବିଧାର ସମ୍ମୁଖୀନ ହେଉଥିଲେ । ଗାଁରେ ଥିବା ନୂଆମୁଣ୍ଡା ବନ୍ଧକୁ ଗାଧୋଇବା ପାଇଁ ସମସ୍ତେ ବ୍ୟବହାର କରନ୍ତି, ଗାଁର ଅଧିକାଂଶ ଲୋକେ ନଦୀରୁ ବାଲି କୂଅ କରି ରୋଷେଇ କରିବା ପାଇଁ ବ୍ୟବହାର କରନ୍ତି । ଗ୍ରୀଷ୍ମରୁତୁରେ ନଦୀ ପାଣି ଶୁଖିଯାଉଥିବାରୁ ଟେମରି ଗ୍ରାମରେ ରୋଷେଇ ପାଇଁ ଏବଂ ଗାଧୋଇବା ପାଇଁ ବହୁତ ସମ୍ମୁଖୀନ ହୋଇ ଆସୁଛନ୍ତି ।

ଏହି ସମସ୍ୟା ର ସ୍ଥାୟୀ ସମାଧାନ କରିବା ସକାଶେ ଗ୍ରାମର ଅନେକ ମହିଳା ସାମାଜିକ କର୍ମୀ ଦୀପା ବାରିକଙ୍କୁ ଭେଟିଥିଲେ । ଗତ ୧୦ ମାର୍ଚ୍ଚରେ ମହିଳାଙ୍କ ଦୁଃଖକୁ ହୃଦୟଙ୍ଗମ କରି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ଏକ ଚିଠି ଲେଖି ଗାଁରେ ଥିବା ଉକ୍ତ ସମସ୍ୟାର ସମାଧାନ ପୂର୍ବକ ସୌର ପାନୀୟ ଜଳ ପ୍ରକଳ୍ପ ସ୍ଥାପନ ପାଇଁ ଅନୁରୋଧ କରିଥିଲେ । ଏହି ଚିଠିକୁ ମୁଖ୍ୟମନ୍ତ୍ରୀ ଙ୍କ କାର୍ଯ୍ୟାଳୟରେ ଅଭିଯୋଗ ପରେ ସେଠାରୁ ନିର୍ଦେଶ ଆସିଥିଲା । ଏହାପରେ ବରଗଡ଼ ଜିଲ୍ଲା ପ୍ରଶାସନ ତତ୍ପରତା ପ୍ରକାଶ କରି ପାଇକମାଲ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ମାଧ୍ୟମରେ ଘଟଣାର ସତ୍ୟାସତ୍ୟ ଯାଞ୍ଚ କରି ତଥ୍ୟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଆସିଥିଲା ।

ଇତି ମଧ୍ୟରେ ଗତ ୩୧ ମାର୍ଚ୍ଚରେ ପାଇକମାଲ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବରଗଡ଼ ଜିଲ୍ଲାପାଳ ଙ୍କୁ ପତ୍ର ମାଧ୍ୟମରେ ଜଣାଇଛନ୍ତି ଯେ ଟେମରି ଗ୍ରାମବାସୀ ଙ୍କ ଏହି ଦାବିକୁ ପୁରଣ କରାଯିବ ଏବଂ ସରକାରୀ ନିୟମାନୁସାରେ ସୌର ପାନୀୟ ଜଳ ପ୍ରକଳ୍ପ ପ୍ରଦାନ କରାଯିବ । ଏହି ଖବର ଶୁଣିବା ପରେ ଟେମରି ଗ୍ରାମବାସୀ ଉତ୍ଫୁଲ୍ଲିତ ହୋଇଯାଇଛନ୍ତି ଏବଂ ଏହି ମହତ କାମ ପାଇଁ ସାମାଜିକ କର୍ମୀ ଦୀପା ବାରିକଙ୍କୁ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅଶେଷ କୃତଜ୍ଞତା ଜ୍ଞାପନ କରିଛନ୍ତି । (ରିପୋର୍ଟ – ନିରୋଜ କୁମାର ପାଣୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Odisha Assembly Witness Tense Scenes Over MMDR Act and Textbook Blunders; BJP Slams Opposition Walkout Naveen Patnaik left Assembly

Odisha Assembly Witness Tense Scenes Over MMDR Act and Textbook Blunders; BJP Slams Opposition Walkout Naveen Patnaik left Assembly

September 22, 2026
ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ : ଶୋକ ପ୍ରସ୍ତାବ ଆଗତ

ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ : ଶୋକ ପ୍ରସ୍ତାବ ଆଗତ

September 22, 2026
Nandan Dwibedi receives Yuva Bharati Samman

Nandan Dwibedi receives Yuva Bharati Samman

September 22, 2026
ତୃତୀୟ ଥର ନିମନ୍ତେ ଖଣ୍ଡପଡ଼ା ବ୍ଲକ ସ୍ତରୀୟ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

ତୃତୀୟ ଥର ନିମନ୍ତେ ଖଣ୍ଡପଡ଼ା ବ୍ଲକ ସ୍ତରୀୟ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

September 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Odisha Assembly Witness Tense Scenes Over MMDR Act and Textbook Blunders; BJP Slams Opposition Walkout Naveen Patnaik left Assembly

Odisha Assembly Witness Tense Scenes Over MMDR Act and Textbook Blunders; BJP Slams Opposition Walkout Naveen Patnaik left Assembly

September 22, 2026
ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ : ଶୋକ ପ୍ରସ୍ତାବ ଆଗତ

ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ : ଶୋକ ପ୍ରସ୍ତାବ ଆଗତ

September 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version