• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଟାଙ୍ଗୀ-ଚୌଦ୍ୱାର ତହସିଲ ଅଧୀନ ମଣିଆ ମୌଜାରେ ମାଟି; ମୋରମ ଓ ପଥର ମାଫିଆଙ୍କ ଦୌରାତ୍ମ୍ୟ ବଢିବାରେ ଲାଗିଛି

Proprietor Abhimanyu Maharana by Proprietor Abhimanyu Maharana
April 8, 2021
in ଅପରାଧ, ଓଡ଼ିଶା, କଟକ, ହୋମ୍
0
ଟାଙ୍ଗୀ-ଚୌଦ୍ୱାର ତହସିଲ ଅଧୀନ ମଣିଆ ମୌଜାରେ ମାଟି; ମୋରମ ଓ ପଥର ମାଫିଆଙ୍କ ଦୌରାତ୍ମ୍ୟ ବଢିବାରେ ଲାଗିଛି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୮ ଏପ୍ରିଲ ୨୦୨୧, ଗୁରୁବାର ) ଟାଙ୍ଗୀ :- ରାସ୍ତା ଓ ରେଳପଥ ସମ୍ପସାରଣ କାର୍ଯ୍ୟ ପାଇଁ ସେମାନେ ଅନାବାଦୀ, ଗୋଚର ଓ ଜଙ୍ଗଲ କିସମ ଜମିରୁ ମାଟି, ମୋରମ ଓ ପଥର ଚାଲାଣ କରିଥିବା ଅଭିଯୋଗ ହୋଇଛି । ଏହାଦ୍ୱାରା ଲୋକମାନେ ନିଜ ଚାଷଜମିକୁ ଯିବା ପାଇଁ ଅସୁବିଧାର ସମ୍ମୁଖୀନ ହୋଇଥିବାବେଳେ ହାତୀଙ୍କ ଚଲାପଥ ପ୍ରଭାବିତ ହୋଇଛି । ଏବେ ଗ୍ରାମବାସୀଙ୍କ ଜମିରୁ ମାଫିଆମାନେ ବେଆଇନ ଭାବେ ମାଟି, ମୋରମ ଓ ପଥର ଖୋଳି ନେଉଛନ୍ତି। ଏହାର ପ୍ରତିବାଦ କଲେ ସେମାନେ ଜୀବନରୁ ମାରିଦେବାକୁ ଧମକ ଦେଉଛନ୍ତି । ଏହାକୁ ନେଇ ସେମାନେ ଭୟଭୀତ ହୋଇପଡିଛନ୍ତି ।

ତୁରନ୍ତ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଗ୍ରାମବାସୀ ସ୍ଥାନୀୟ ପୋଲିସ ଓ ରାଜସ୍ବ ନୀରିକ୍ଷକ ଙ୍କ ନିକଟରେ ଅଭିଯୋଗ କରିଥିଲେ। ଏ ନେଇ ରାଜସ୍ବ ନିରୀକ୍ଷକ ସରଜମିନ ତଦନ୍ତ କରିବା ପରେ ତହସିଲ କାର୍ଯ୍ୟାଳୟକୁ ଏହାର ରିପୋର୍ଟ ପଠାଇଥିଲେ । ଅନୁରୂପଭାବେ ଟାଙ୍ଗୀ ଥାନା ଅଧିକାରୀ ଏହାର ତଦନ୍ତ କରିବା ପାଇଁ ବିଶ୍ୱାଳି ଫାଣ୍ଡି ଅଧିକାରୀଙ୍କୁ ପଠାଇଥିଲେ । ଫାଣ୍ଡି ଅଧିକାରୀ ଏହାର ତଦନ୍ତ କରିବା ପରେ ରିପୋର୍ଟ ଥାନାଧିକାରୀଙ୍କୁ ଦେଇଥିଲେ ।

ଇତିମଧ୍ୟରେ ଅନେକଦିନ ବିତି ଯାଇଥିଲେ ମଧ୍ୟ ମାଫିଆମାନଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ । ଫଳରେ ଗ୍ରାମବାସୀ ଜିଲାପାଳ, ଉପ ଜିଲାପାଳ, ଆର୍‌ଡିସିଙ୍କ ନିକଟରେ ଅଭିଯୋଗ କରିବା ସହ ଉଚିତ ପଦକ୍ଷେପ ନେବାକୁ ଅନୁରୋଧ କରିଛନ୍ତି । ରାଜସ୍ବ ନିରୀକ୍ଷକ କହିଛନ୍ତି, ମୁଁ ତଦନ୍ତ ରିପୋର୍ଟ ତହସିଲ କାର୍ଯ୍ୟାଳୟକୁ ପଠାଇ ଦେଇଛି । ଯାହା ବୁଝିବା କଥା ତହସିଲଦାରଙ୍କୁ ପଚାରନ୍ତୁ । (ରିପୋର୍ଟ /ଭଞ୍ଜ ବିହାରୀ ମହାନ୍ତି)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version