• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଭୁବନେଶ୍ୱରରେ ହେବ ବାୟୋଟେକ୍ନୋଲୋଜି ପାର୍କ ଓ ଇନ୍‌କୁ୍ୟବେସନ ସେଣ୍ଟର

Proprietor Abhimanyu Maharana by Proprietor Abhimanyu Maharana
February 20, 2020
in Uncategorized, ଓଡ଼ିଶା, ହୋମ୍
0
ଭୁବନେଶ୍ୱରରେ ହେବ ବାୟୋଟେକ୍ନୋଲୋଜି ପାର୍କ ଓ ଇନ୍‌କୁ୍ୟବେସନ ସେଣ୍ଟର
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶା ତାଜା ନ୍ୟୁଜ୍ ) ବିଧାନସଭା 20.2.2020 :- ଭୁବନେଶ୍ୱରଠାରେ ଖୁବ୍‌ ଶୀଘ୍ର ଏକ ବାୟୋଟେକ୍‌ନୋଲୋଜି ପାର୍କ ପ୍ରତିଷ୍ଠା କରାଯିବ ଓ ଏଥିରେ ଭାରତ ବାୟୋଟେକ୍‌ ଉଦ୍ୟୋଗ ସହାୟତା କରିବ । ଏହା ବ୍ୟତୀତ ଭୁବନେଶ୍ୱରସ୍ଥିତ ଜୀବବିଜ୍ଞାନ ପ୍ରତିଷ୍ଠାନରେ ଏକ ଇନ୍‌କୁ୍ୟବେସନ୍‌ ସେଣ୍ଟର ଆରମ୍ଭ ହେବ ବୋଲି ବିଜ୍ଞାନ ଓ କାରିଗରୀ, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ପ୍ରକାଶ କରିଛନ୍ତି । ହାଇଦ୍ରାବାଦ୍‌ଠାରେ ଆୟୋଜିତ ତିନିଦିନିଆ ‘ବାୟୋଏସିଆ-୨୦୨୦’ ଶିଖର ସମାବେଶର ଉଦ୍‌ଯାପନୀ କାର୍ଯ୍ୟକ୍ରମରେ ବିଶିଷ୍ଟ ଅତିଥି ଭାବରେ ଯୋଗଦେଇ ମନ୍ତ୍ରୀ ଶ୍ରୀ ପଣ୍ଡା ଓଡ଼ିଶାରେ ନୂତନ ବାୟୋଟେକ୍‌ନୋଲୋଜି ନୀତି ପ୍ରଣୟନ ହେବା ସହିତ ବାୟୋଟେକ୍‌ନୋଲୋଜିର ସଦୁ ପଯୋଗ କ୍ରମେ ଓଡ଼ିଶାର ବିକାଶ ନିମନ୍ତେ ରାଜ୍ୟ ସରକାର ଗ୍ରହଣ କରିଥିବା ପଦକ୍ଷେ ପଗୁଡ଼ିକ ବାବଦରେ ସୂଚନା ଦେଇଛନ୍ତି ।

ଶ୍ରୀ ପଣ୍ଡା କହିଛନ୍ତି ଯେ ପ୍ରାୟ ୮୦ରୁ ଅଧିକ କମ୍ପାନୀ ଓଡ଼ିଶାର ଶିଳ୍ପ ବିକାଶ ନିମନ୍ତେ ୨,୦୩,୨୭୦ କୋଟି ଟଙ୍କାର ପୁଞ୍ଜିନିବେଶ କରିଛନ୍ତି । ରାଜ୍ୟରେ ବାୟୋଟେକ୍‌ନୋଲୋଜି କ୍ଷେତ୍ରରେ ବ୍ୟା ପକ ଅଭିବୃଦ୍ଧି ନିମନ୍ତେ ଶ୍ରୀ ପଣ୍ଡା ବିଭିନ୍ନ ଉଦ୍ୟୋଗ, ନିବେଶକ ଓ ବିଶେଷଜ୍ଞମାନଙ୍କ ସହଯୋଗ କାମନା କରିଛନ୍ତି । ତେଲେଙ୍ଗାନା ରାଜ୍ୟ ସରକାରଙ୍କ ଦ୍ୱାରା ଆହୂତ ୧୭ଶ ‘ବାୟୋଏସିଆ:୨୦୨୦’ ସମ୍ମିଳନୀରେ ପ୍ରାୟ ୩୭ଟି ଦେଶରୁ ୨୧୦୦ ପ୍ରତିନିଧି ଯୋଗଦେଇଥିବା ବେଳେ ୧୦୦ ଆଲୋଚକ-ଗବେଷକ, ୮୦୦ କେ ର୍ପାରେଟ୍‌ କାଯ୍ୟକର୍ତ୍ତା ଏବଂ ୩୫୦ ଜଣ କମ୍ପାନୀ ନିର୍ବାହୀ ଯୋଗଦେଇ ଥିଲେ । ଗତକାଲି ସନ୍ଧ୍ୟାରେ ଆୟୋଜିତ ଉଦ୍‌ଯା ପନୀ ଓ ଷ୍ଟାର୍ଟ ଅ ପ୍‌ ପୁରସ୍କାର ପ୍ରଦାନ କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀ ପଣ୍ଡା ଯୋଗଦେଇ ରାଜ୍ୟରେ ଉ ପଲ୨ ଜୈବସଂବଳ ଓ ପଦାର୍ଥ ମାଧ୍ୟମରେ ବିଭିନ୍ନ ଅଞ୍ଚଳରେ ବିଶେଷ କରି ଜନଜାତିବହୁଳ ଓ ସମୁଦ୍ରତଟବର୍ତ୍ତୀ ଅଞ୍ଚଳଗୁଡ଼ିକରେ କୃଷି କ୍ଷେତ୍ରରେ ବ୍ୟା ପକ ବିକାଶର ସମ୍ଭାବନା ରହିଥିବା ଦର୍ଶାଇଛନ୍ତି । ‘ବାୟୋଏସିଆ’ ସମାବେଶ ଅବସରରେ ଆୟୋଜିତ ପ୍ରଦର୍ଶନୀରେ ଓଡ଼ିଶାର ବିଜ୍ଞାନ ଓ କାରିଗରୀ ବିଭାଗ ଅଂଶଗ୍ରହଣ କରିଥିଲା ଓ ମନ୍ତ୍ରୀ ଶ୍ରୀ ପଣ୍ଡା ଏହି ମଣ୍ଡ ପ ପରିଦର୍ଶନ କରିଥିଲେ । ହାଇଦ୍ରାବାଦ୍‌ ରହଣି କାଳରେ ମନ୍ତ୍ରୀ ଦେଶର ବୃହତ୍ତମ ବାୟୋଟେକ୍‌ନୋଲୋଜି ଓ ଫାର୍ମା ପାର୍କ ‘ଜେନୋମ୍‌ ଭ୍ୟାଲି’ ବୁଲି ଦେଖିଥିଲେ । ସେ ମଧ୍ୟ ଭାରତ ବାୟୋଟେକ୍‌ କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଥିଲେ । ‘ବାୟୋଏସିଆ’ରେ ଓଡ଼ିଶାରୁ ବିଭାଗୀୟ ପଦାଧିକାରୀ, ବୈଜ୍ଞାନିକ, ପ୍ରତିଷ୍ଠିତ ବିଦ୍ୱାନ ଏବଂ କେତେକ କେ ର୍ପାରେଟ୍‌ କାଯ୍ୟକର୍ତ୍ତା ପ୍ରତିନିଧିତ୍ୱ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଜୁ ଜନତାଦଳ ମୋହନା ନିର୍ବାଚନ ମଣ୍ଡଳୀ ତରଫରୁ ବିଜୁ ବାବୁଙ୍କର ୧୧0ତମ ଜୟନ୍ତୀ ପାଳିତ

ବିଜୁ ଜନତାଦଳ ମୋହନା ନିର୍ବାଚନ ମଣ୍ଡଳୀ ତରଫରୁ ବିଜୁ ବାବୁଙ୍କର ୧୧0ତମ ଜୟନ୍ତୀ ପାଳିତ

March 8, 2026
ଜିଲ୍ଲାସ୍ତରୀୟ ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ଜିଲ୍ଲାସ୍ତରୀୟ ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 8, 2026
ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

March 8, 2026
ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଜୁ ଜନତାଦଳ ମୋହନା ନିର୍ବାଚନ ମଣ୍ଡଳୀ ତରଫରୁ ବିଜୁ ବାବୁଙ୍କର ୧୧0ତମ ଜୟନ୍ତୀ ପାଳିତ

ବିଜୁ ଜନତାଦଳ ମୋହନା ନିର୍ବାଚନ ମଣ୍ଡଳୀ ତରଫରୁ ବିଜୁ ବାବୁଙ୍କର ୧୧0ତମ ଜୟନ୍ତୀ ପାଳିତ

March 8, 2026
ଜିଲ୍ଲାସ୍ତରୀୟ ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ଜିଲ୍ଲାସ୍ତରୀୟ ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version