ବାଲେଶ୍ୱର ପଞ୍ଚଲିଙ୍ଗେଶ୍ବରରେ ହେବ ରୋପୱେ ବ୍ୟବସ୍ଥା ସୂଚନା ଦେଲେ ପର୍ଯ୍ୟଟନ ମନ୍ତ୍ରୀ

ଓଡ଼ିଶା ତାଜା ନ୍ୟୁଜ୍ (୦୮ ଏପ୍ରିଲ ୨୦୨୧, ଗୁରୁବାର ) ବାଲେଶ୍ୱର – ବାଲେଶ୍ୱର ର ପଞ୍ଚଲିଙ୍ଗେଶ୍ବରରେ ରୋପୱେ ବ୍ୟବସ୍ଥା କରାଯିବା ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ଆକ୍ସନ ପ୍ଲାନ ପ୍ରସ୍ତୁତ କରିଛନ୍ତି । ଏନେଇ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ସୂଚନା ଦେଇଛନ୍ତି l ରାଜ୍ୟର ୫ଟି ପର୍ଯ୍ୟଟନସ୍ଥଳୀରେ ହେବ ରୋପ ୱେ, l୧୬ ମାସ ମଧ୍ୟରେ ସରିବ କାମ ରାଜ୍ୟର ପର୍ଯ୍ୟଟନ କ୍ଷେତ୍ରକୁ ଅଧିକ କ୍ରିୟାଶୀଳ କରିବା ପାଇଁ ରାଜ୍ୟ ସରକାର ଅଣ୍ଟା ଭିଡିଛନ୍ତି । (ଦୀପ୍ତିମାନ ପତି, ବାଲେଶ୍ୱର )