• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅର୍ଥାଭାବ ହେତୁ ଚିକିତ୍ସାତ ହୋଇପାରୁନି ମାନୁ ସାହୁ

Proprietor Abhimanyu Maharana by Proprietor Abhimanyu Maharana
April 9, 2021
in ଓଡ଼ିଶା, ବରଗଡ଼, ହୋମ୍
0
ଅର୍ଥାଭାବ ହେତୁ ଚିକିତ୍ସାତ ହୋଇପାରୁନି ମାନୁ ସାହୁ
Share on FacebookShare on TwitterWhatsapp

 ଓଡ଼ିଶା ତାଜା ନ୍ୟୁଜ୍ (୦୯ ଏପ୍ରି ୨୦୨୧, ଶୁକ୍ରବାର ) ପଦ୍ମପୁର :- ସରକାର ଗରିବ ଓ ଅସହାୟ ଲୋକଙ୍କ ପାଇଁ ସାହାଯ୍ଯ କରିବା ପାଇଁ ବିଭିନ୍ନ ଯୋଜନାମାନ ପ୍ରଣୟନ କରିଛନ୍ତି ।କିନ୍ତୁ ଅଫିସର ବାବୁ ମାନଙ୍କର ଆନ୍ତରିକତାର ଅଭାବ ହେତୁ ପ୍ରକୃତ ତଥା ଯୋଗ୍ଯ ହିତାଧିକାରୀ ମାନେ ବଞ୍ଚିତ ହେଉଛନ୍ତି । ଏ ପରି ଅଭାବନୀୟ ବିଷୟ ଜାଣିବାକୁ ମିଳିଛି । ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ଛୋଟଅନକି ଗ୍ରାମ ପଞ୍ଚାୟତ ବଲାଙ୍ଗିର ଗ୍ରାମର ମଖିଆ ସାହୁଙ୍କ ପୁଅ ମାନୁ ସାହୁ ୨୩ ବର୍ଷ ।

ସେ ମିରିଗି ରୋଗରେ ଆକ୍ରାନ୍ତ ହୋଇ ଦୀର୍ଘ ୧୫ ବର୍ଷ ହେଲାଣି ଚିକିତ୍ସତ ହେଉଛନ୍ତି । ହେଲେ ଆର୍ଥିକ ସ୍ଥିତି ବାଧକ ହେତୁ ଠିକ ଭାବେ ଚିକିତ୍ସତ ହୋଇ ପାରୁନାହିଁ । ଭିନ୍ନକ୍ଷମ ପ୍ରମାଣ ପତ୍ର ଅଛି ହେଲେ ପ୍ରଶାସନ ନିକଟରେ ବାରମ୍ବାର ୫ଥର ଭତ୍ତା ପାଇଁ ଆବେଦନ କଲେ ମଧ୍ଯ ଗ୍ରାମ ପଞ୍ଚାୟତ ପ୍ରଶାସନ ତଥା ବ୍ଲକ ପ୍ରଶାସନ ଧ୍ୟାନ ଦେଉ ନାହାନ୍ତି । ତେଣୁ ଭତ୍ତା ପାଇପାରୁ ନାହାନ୍ତି କିମ୍ବା ଚିକିତ୍ସାରେ ବାଧକ ସୃଷ୍ଟି ହେଉଛି । ତେଣୁ ତୁରନ୍ତ ତାଙ୍କୁ ଭତ୍ତା ପ୍ରଦାନ କରିବା ଦିଗରେ ଝାରବନ୍ଧ ବ୍ଲକ ପ୍ରଶାସନ ନିକଟରେ ଦାବୀ ହେଉଛି । (ରିପୋର୍ଟ – ନିରୋଜ କୁମାର ପାଣୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭକ୍ତମାନଙ୍କୁ ପାଣି ଓ ଦହି ପାଣି ଦେଲେ ସିଂହଦ୍ୱାର ଥାନା ପୋଲିସ

ଭକ୍ତମାନଙ୍କୁ ପାଣି ଓ ଦହି ପାଣି ଦେଲେ ସିଂହଦ୍ୱାର ଥାନା ପୋଲିସ

March 16, 2026
ଶ୍ରୀକଳା ନିକେତନର ମହିଳା ଦିବସ ପାଳିତ

ଶ୍ରୀକଳା ନିକେତନର ମହିଳା ଦିବସ ପାଳିତ

March 16, 2026
ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 16, 2026
ଶ୍ରୀଜଗନ୍ନାଥ ସୌରଭ ସମ୍ଭାର ପୁସ୍ତକ ଉନ୍ମୋଚିତ

ଶ୍ରୀଜଗନ୍ନାଥ ସୌରଭ ସମ୍ଭାର ପୁସ୍ତକ ଉନ୍ମୋଚିତ

March 15, 2026

Recent News

ଭକ୍ତମାନଙ୍କୁ ପାଣି ଓ ଦହି ପାଣି ଦେଲେ ସିଂହଦ୍ୱାର ଥାନା ପୋଲିସ

ଭକ୍ତମାନଙ୍କୁ ପାଣି ଓ ଦହି ପାଣି ଦେଲେ ସିଂହଦ୍ୱାର ଥାନା ପୋଲିସ

March 16, 2026
ଶ୍ରୀକଳା ନିକେତନର ମହିଳା ଦିବସ ପାଳିତ

ଶ୍ରୀକଳା ନିକେତନର ମହିଳା ଦିବସ ପାଳିତ

March 16, 2026
ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 16, 2026
ଶ୍ରୀଜଗନ୍ନାଥ ସୌରଭ ସମ୍ଭାର ପୁସ୍ତକ ଉନ୍ମୋଚିତ

ଶ୍ରୀଜଗନ୍ନାଥ ସୌରଭ ସମ୍ଭାର ପୁସ୍ତକ ଉନ୍ମୋଚିତ

March 15, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭକ୍ତମାନଙ୍କୁ ପାଣି ଓ ଦହି ପାଣି ଦେଲେ ସିଂହଦ୍ୱାର ଥାନା ପୋଲିସ

ଭକ୍ତମାନଙ୍କୁ ପାଣି ଓ ଦହି ପାଣି ଦେଲେ ସିଂହଦ୍ୱାର ଥାନା ପୋଲିସ

March 16, 2026
ଶ୍ରୀକଳା ନିକେତନର ମହିଳା ଦିବସ ପାଳିତ

ଶ୍ରୀକଳା ନିକେତନର ମହିଳା ଦିବସ ପାଳିତ

March 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version