• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଟିଟିଲାଗଡରେ ରେଲ୍‌ ଓଭରବ୍ରିଜର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ; ୧୦୪୨ ମିଟରର ROB ପାଇଁ ବିନିଯୋଗ ହୋଇଛି ୭୧.୫୯ କୋଟି ଟଙ୍କା : ଟିଟିଲାଗଡ ସହରର ସମନ୍ଵିତ ବିକାଶ ଆମର ଲକ୍ଷ୍ୟ – ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
April 9, 2021
in ଓଡ଼ିଶା, ବଲାଙ୍ଗିର, ମହାନଗର, ହୋମ୍
0
ଟିଟିଲାଗଡରେ ରେଲ୍‌ ଓଭରବ୍ରିଜର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ; ୧୦୪୨ ମିଟରର ROB ପାଇଁ ବିନିଯୋଗ ହୋଇଛି ୭୧.୫୯ କୋଟି ଟଙ୍କା : ଟିଟିଲାଗଡ ସହରର ସମନ୍ଵିତ ବିକାଶ ଆମର ଲକ୍ଷ୍ୟ – ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୯ ଏପ୍ରି ୨୦୨୧, ଶୁକ୍ରବାର ) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଟିଟିଲାଗଡରେ ୧୦୪୨ ମିଟର ଦୀର୍ଘ ଏକ ରେଲୱେ ଓଭରବ୍ରିଜର ଉଦ୍‌ଘାଟନ କରିଛନ୍ତି । ଏଥିପାଇଁ ୭୧.୫୯ କୋଟି ଟଙ୍କା ଖର୍ଚ୍ଚ ହୋଇଛି । ଏହି ଉଦ୍‌ଘାଟନ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଟିଟିଲାଗଡ ଏକ ଗୁରୁତ୍ବପୂର୍ଣ୍ଣ ରେଳ ଜଙ୍କସନ୍‌ । ଓଭରବ୍ରିଜ ନିର୍ମାଣ ହେବା ଦ୍ବାରା ଲୋକଙ୍କ ଗମନାଗମନରେ ଅନେକ ସୁବିଧା ଆସିବ। ଟିଟିଲାଗଡ ସହିତ ଭବାନୀପାଟଣା, କେସିଙ୍ଗା ଓ ନୂଆପଡା ଅଞ୍ଚଳର ଜନସାଧାରଣ ଉପକୃତ ହେବେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଟିଟିଲାଗଡ ସହରର ବ୍ୟାପକ ଉନ୍ନତି ରାଜ୍ୟ ସରକାରଙ୍କ ଲକ୍ଷ୍ୟ । ଏହି ROB ସହିତ ଟିଟିଲାଗଡରେ ଆଧୁନିକ ବସ୍‌ଷ୍ଟାଣ୍ଡ, ସୁଇମିଂ ପୁଲ୍‌, ମହାରାଜା ସାଗରର ପୁନରୁଦ୍ଧାର, ବର୍ଜ୍ୟ ଜଳ ବିଶୋଧନ ପ୍ଲାଣ୍ଟ ଏବଂ ଆହୁରି ଅନେକ ଉନ୍ନତିମୂଳକ କାର୍ଯ୍ୟ ଜାରି ରହିଛି ।

ଏହିସବୁ ଗୁଡିକ ଠିକ୍‌ ସମୟରେ ସଂପୂର୍ଣ୍ଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ। ଭିତ୍ତିଭୂମି ବିକାଶର ଆଧାର ବୋଲି ମତପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଭିତ୍ତିଭୂମିର ବିକାଶ ଉପରେ ସେ ସବୁବେଳେ ଗୁରୁତ୍ବ ଦେଇ ଆସିଛନ୍ତି । ଓଡିଶା ଆଜି ଭିତ୍ତିଭୂମି କ୍ଷେତ୍ରରେ ଏକ ଅଗ୍ରଣୀ ରାଜ୍ୟ ହୋଇପାରିଛି । ରାଜ୍ୟରେ ସଡକ, ସେତୁ, ବନ୍ଦର ଆଦି ଭିତ୍ତିଭୂମିର ବିକାଶ ଯୋଗୁ ଯୋଗାଯୋଗ କ୍ଷେତ୍ରରେ ବହୁତ ଉନ୍ନତି ଆସିଛି । ଭିତ୍ତିଭୂମି ସମସ୍ତଙ୍କର ସଂପତ୍ତି ବୋଲି ପ୍ରକାଶ କରି, ସମସ୍ତେ ଏହାର ଯତ୍ନ ନେବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଥିଲେ । କରୋନାର ଦ୍ବିତୀୟ ଲହରୀକୁ ରୋକିବା ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମରେ ଜନସାଧାରଣ ସହଯୋଗ କରିବାକୁ ନିବେଦନ କରି ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ମାସ୍କ ପିନ୍ଧିବା ପାଇଁ ଅନୁରୋଧ କରିଥିଲେ । ଏହି କାର୍ଯ୍ୟକ୍ରମରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଯୋଗ ଦେଇ ପୂର୍ତ୍ତମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ ମଲ୍ଲିକ କହିଥିଲେ ଯେ ବିକାଶ ପାଇଁ ଗମନାଗମନ ବ୍ୟବସ୍ଥାର ଆବଶ୍ୟକତା ରହିଛି ।

ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ରାଜ୍ୟରେ ସଡକ ବିକାଶ କାର୍ଯ୍ୟକ୍ରମରେ ଅନେକ ଉନ୍ନତି ଆସିଛି ବୋଲି ସେ କହିଥିଲେ । ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ ଟିଟିଲାଗଡ ଜନସାଧାରଣଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ । ରେଲ ଓଭରବ୍ରିଜ ସହିତ ଟିଟିଲାଗଡ ପାଇଁ ଚାଲିଥିବା ଅନେକ ବିକାଶମୂଳକ କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ . ବଲାଙ୍ଗୀର ସାଂସଦ ଶ୍ରୀମତୀ ସଙ୍ଗୀତା ସିଂହଦେଓ କହିଥିଲେ ଯେ ଏହାଦ୍ବାରା ଟିଟିଲାଗଡ ଜନସାଧାରଣଙ୍କର ଏକ ଦୀର୍ଘ ଦିନର ସ୍ବପ୍ନ ପୂରଣ ହେଲା । ପଶ୍ଚିମ ଓଡିଶାରେ ହେଉଥିବା ବିକାଶ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ ସେ କହିଥିଲେ ଯେ ପଶ୍ଚିମ ଓଡିଶା ପାଇଁ ମୁଖ୍ୟମନ୍ତ୍ରୀଙ୍କର soft corner ରହିଛି । ଏହାସହିତ ମିଶନ ଶକ୍ତିକୁ ଏକ ସ୍ବତନ୍ତ୍ର ବିଭାଗ କରିଥିବାରୁ ମଧ୍ୟ ସେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ। ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଶ୍ରୀ ଅସିତ ତ୍ରିପାଠୀ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଥିଲେ ଯେ ଆଜି ଟିଟିଲାଗଡର ସବୁ ଲୋକଙ୍କ ପାଇଁ ବହୁତ ଅନନ୍ଦର ଦିନ ।

ପଶ୍ଚିମ ଓଡିଶା ପାଇଁ ଅନେକ ବିକାଶମୂଳକ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରି ସେ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ପଶ୍ଚିମ ଓଡିଶାକୁ କେତେ ପ୍ରାଥମିକତା ଦେଉଛନ୍ତି, ଏଥିରୁ ଏହା ସହଜରେ ଅନୁମେୟ । କାର୍ଯ୍ୟକ୍ରମରେ ବଲାଙ୍ଗୀର ଜିଲ୍ଲାର ବିକାଶ କାର୍ଯ୍ୟକ୍ରମ ସଂପର୍କରେ ଏକ ଭିଡିଓ ଚିତ୍ର ପ୍ରଦର୍ଶିତ କରାଯାଇଥିଲା ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀ ପଦ୍ମନାଭ ବେହେରା, ମୁଖ୍ୟଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, କୃଷି ଉତ୍ପାଦନ କମିଶନର ଶ୍ରୀ ଆର୍‌.କେ. ଶର୍ମା, ପୂର୍ତ୍ତ ବିଭାଗ ସଚିବ ଶ୍ରୀ କିଶନ କୁମାର ପ୍ରମୁଖ ଉପସ୍ଥିତ ଥିଲେ। ଜିଲ୍ଲାପାଳ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଟିଟିଲାଗଡ ସବ୍‌ କଲେକ୍ଟର ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

April 23, 2026
କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

April 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version