• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଲୋକଙ୍କୁ ଦେଇଥିବା ପ୍ରତିଶ୍ରୁତି ପୂରଣ ଉପରେ ଗୁରୁତ୍ୱ : ମଇ 15ରୁ ବିଭିନ୍ନ ବିଭାଗର କାର୍ଯ୍ୟ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
April 10, 2021
in ଓଡ଼ିଶା, ମହାନଗର, ହୋମ୍
0
ଲୋକଙ୍କୁ ଦେଇଥିବା ପ୍ରତିଶ୍ରୁତି ପୂରଣ ଉପରେ ଗୁରୁତ୍ୱ  : ମଇ 15ରୁ ବିଭିନ୍ନ ବିଭାଗର କାର୍ଯ୍ୟ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୦ ଏପ୍ରିଲ ଶନିବାର ) ଭୁବନେଶ୍ୱର :- “ଆମେ କଥା ନୁହେଁ କାମରେ ବିଶ୍ୱାସ କରୁ ‘ଏହି ଉକ୍ତି କୁ ଅକ୍ଷରେ ଅଷରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିରନ୍ତର କାମ କରିଚାଲିଛନ୍ତି । ଆଗାମୀ ମଇ 29ତାରିଖ ଦିନ ଶ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ଗଠିତ ସରକାର ତାର ପଞ୍ଚମ ପାଳିର ଦ୍ବିତୀୟ ଵର୍ଷ ପୂରଣ କରୁଛି । ଏହି ପରିପ୍ରେକ୍ଷୀରେ ଲୋକଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ପାଳନ ରେ ସରକାର ଙ୍କ ବିଭିନ୍ନ ବିଭାଗ କେତେ ସଫଳ ହୋଇଛନ୍ତି ସେ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ । ଆଗମୀ ମଇ 15 ରୁ 25 ପର୍ଯ୍ୟନ୍ତ ଏହି ସମୀକ୍ଷା ଚାଲିବ । ଆଜି ମୁଖ୍ୟମନ୍ତ୍ରୀ ତାଙ୍କ ମନ୍ତ୍ରୀ ପରିଷଦର ସଭ୍ୟ ମାନଙ୍କୁ ବ୍ୟକ୍ତିଗତ ଭାବରେ ପତ୍ର ଲେଖି ଏହା ଜଣାଇଛନ୍ତି ।

ସଚିବ ମାନଙ୍କ ଉପସ୍ଥିତି ରେ ମନ୍ତ୍ରୀ ମାନେ ସେମାନଙ୍କ ବିଭାଗ ଦ୍ବାରା କାର୍ଯ୍ୟ କାରୀ ହେଉଥିବା ପାଞ୍ଚଟି ପ୍ରମୁଖ କାର୍ଯ୍ୟ କ୍ରମ ର ସଫଳତା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଙ୍କୁ ଅବଗତ କରିବେ । ଏହା ସହିତ 5T ଓ ମୋ ସରକାର କାର୍ଯ୍ୟକ୍ରମ ସେମାନଙ୍କ ବିଭାଗ ରେ କିଭଳି କାର୍ଯ୍ୟ କାରୀ କରାଯାଇଛି ଏବଂ ଏହା ସେମାନଙ୍କ ବିଭାଗର କାର୍ଯ୍ୟ ଧାରାରେ କିଭଳି ଉନ୍ନତି ଆଣିଛି ଓ ବିଭାଗ କୁ କେତେ ଲୋକାଭିମୁଖୀ କରିପାରିଛି ସେ ସମ୍ପର୍କରେ ମଧ୍ୟ ମନ୍ତ୍ରୀ ମାନେ ମୁଖ୍ୟମନ୍ତ୍ରୀ ଙ୍କୁ ଅବଗତ କରିବେ

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଗଣତନ୍ତ୍ର ରେ ଜନତା ହେଉଛନ୍ତି ମାଲିକ । ତେଣୁ ଗଣତନ୍ତ୍ର ରେ ଉତ୍ତର ଦାୟିତ୍ୱ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ । ଓଡ଼ିଶାର ସାଢ଼େ ଚାରି କୋଟି ଜନତା ଯେଉଁ ଦାୟିତ୍ୱ ଆମକୁ ଦେଇଛନ୍ତି।ଯେଉଁ ପ୍ରତିଶ୍ରୁତି ଆମେ ଲୋକଙ୍କୁ ଦେଇଛୁ ତାକୁ ପାଳନ ଦିଗରେ କେତେ ଦୂର ଆମେ ସଫଳ ହୋଇଛୁ ତାର ହିସାବ ଲୋକଙ୍କୁ ଦେବାକୁ ହେଵ ଓ ଏହା ଗଣତନ୍ତ୍ର ର ମର୍ଯ୍ୟଦା ବୃଦ୍ଧି କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସୂଚନାଯୋଗ୍ୟ ଯେ 2019 ମଇ 29 ତାରିଖ ଦିନ ଶ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ଗଠିତ ସରକାର ତାର ପ୍ରଥମ ବୈଠକରେ ଦଳର ନିର୍ବାଚନ ଇସ୍ତାହାରକୁ କାର୍ଯ୍ୟ କାରୀ କରିବା ପାଇଁ ନୀତଗତ ନିଷ୍ପତ୍ତି ନେଇ ଥିଲେ । ଆଗାମୀ ମଇ 29ରେ ମନ୍ତ୍ରୀ ପରିଷଦର ସ୍ବତନ୍ତ୍ର ବୈଠକରେ ବିଭିନ୍ନ ବିଭାଗର ସଫଳତା ଉପସ୍ଥାପନ କରାଯାଇ ଲୋକଙ୍କୁ ଅବଗତ କରାଯିବ । 2014 ନିର୍ବାଚନ ପରେ ମଧ୍ୟ ଦଳର ଇସ୍ତାହାରକୁ କାର୍ଯ୍ୟ କରିବା ପାଇଁ ମନ୍ତ୍ରୀ ପରିଷଦ ନୀତଗତ ନିଷ୍ପତ୍ତି ନେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ

May 7, 2026
ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ

May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version