• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଗ୍ୟାଙ୍ଗଷ୍ଟର ହାଇଦର ଫେରାର । ଡାକ୍ତରଖାନା ବେଡ୍‌ରୁ ଚମ୍ପଟ ମାରିଛି କେନ୍ଦ୍ରାପଡାର କୁଖ୍ୟାତ ଗ୍ୟାଙ୍ଗଷ୍ଟର ହାଇଦର

Proprietor Abhimanyu Maharana by Proprietor Abhimanyu Maharana
April 10, 2021
in ଅପରାଧ, ଓଡ଼ିଶା, କଟକ, ହୋମ୍
0
ଗ୍ୟାଙ୍ଗଷ୍ଟର ହାଇଦର ଫେରାର । ଡାକ୍ତରଖାନା ବେଡ୍‌ରୁ ଚମ୍ପଟ ମାରିଛି କେନ୍ଦ୍ରାପଡାର କୁଖ୍ୟାତ ଗ୍ୟାଙ୍ଗଷ୍ଟର ହାଇଦର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୦ ଏପ୍ରିଲ ଶନିବାର ) କଟକ :- ଗ୍ୟାଙ୍ଗଷ୍ଟର ହାଇଦର ଫେରାର । ଡାକ୍ତରଖାନା ବେଡ୍‌ରୁ ଚମ୍ପଟ ମାରିଛି କେନ୍ଦ୍ରାପଡାର କୁଖ୍ୟାତ ଗ୍ୟାଙ୍ଗଷ୍ଟର ହାଇଦର । ସୁରକ୍ଷାକର୍ମୀଙ୍କୁ ସାନିଟାଇଜର ସ୍ପ୍ରେ ମାରି ହସ୍ପିଟାଲ୍ ବେଡରୁ ହାଇଦର ଫେରାର ମାରିଛି । ହାଇଦର ଧରିବା ପାଇଁ କଟକରେ ସର୍ଚ୍ଚ ଅପରେସନ ଜୋରଦାର କରାଯାଇଛି । ସମସ୍ତ ପ୍ରବେଶ ପଥ ସିଲ୍ କରାଯିବା ସହ ନାକାବନ୍ଦୀ କରାଯାଇ ଯାଞ୍ଚ ଜାରି ରହିଛି । ଡିସିପିଙ୍କ ନେତୃତ୍ଵରେ ଅପରେସନ ଜୋରଦାର ଜାରି ରହିଛି । ଗ୍ୟାଙ୍ଗଷ୍ଟର ହାଇଦର ଫେରାର ନେଇ ଜେଲ୍ ଡିଜି ସନ୍ତୋଷ ଉପାଧ୍ୟାୟ ସ୍ପଷ୍ଟ କରିଛନ୍ତି ।

ସୁରକ୍ଷାକର୍ମୀଙ୍କୁ ସାନିଟାଇଜର ସ୍ପ୍ରେ ମାରି ହସ୍ପିଟାଲ୍ ବେଡରୁ ହାଇଦର ଫେରାର ମାରିଛି । ସୁରକ୍ଷାକାର୍ଯ୍ୟରେ ୪ ସୁରକ୍ଷାକର୍ମୀ ନିୟୋଜିତ ଥିଲେ। ହାଇଦରକୁ ଧରିବା ପାଇଁ ପୋଲିସର ଉଦ୍ୟମ ଆରମ୍ଭ ହୋଇ ଯାଇଛି । କଟକର ସମସ୍ତ ପ୍ରବେଶ ଏବଂ ପ୍ରସ୍ତାନ ପଥ ସିଲ୍ କରାଯାଇଛି ।  ଡିଆଇଜି ଓ କଟକ ଡିସିପି ଏସବୁ ତଦାରଖ କରୁଛନ୍ତି। ଡିସିପିଙ୍କ ନେତୃତ୍ଵରେ ଅପରେସନ ଜୋରଦାର ଚାଲିଛି। ରାସ୍ତାରେ ନାକାବନ୍ଦୀ କରି ପୋଲିସ ଯାଞ୍ଚ କରୁଛି । ସର୍ଚ୍ଚ ଅପରେସନ ଜୋରଦାର କରାଯାଇଥିବା ଜେଲ୍ ଡିଜି କହିଛନ୍ତି ।

ଏକାଧିକ ମାମାଲରେ ସଂପୃକ୍ତ ହାଇଦର ଗତ କିଛି ଦିନ ହେବ କଟକ ବଡ ମେଡିକାଲରେ ଚିକିତ୍ସାଧୀନ ଥିଲା । ଜେଲରୁ ଅଣା ଯାଇ ହାଇଦରକୁ ଡାକ୍ତଖାନାରେ ଭର୍ତ୍ତି କରାଯାଇଥିଲା । ଏସସିବିର ସର୍ଜରୀ ଓ୍ଵାର୍ଡରେ ସେ ଚୋକିତ୍ସାଧିନ ଥିଲା। ହଠାତ୍ ଶନିବାର ଅପରାହ୍ନରେ ହାଇଦର ଫେରାର ହୋଇଯାଇଛି । ପୋଲିସ ସୁରକ୍ଷାରେ ଥାଇ ଗ୍ୟାଙ୍ଗଷ୍ଟାର କପିରି ଡାକ୍ତରଖାନାରୁ ପଳାଇଲା ତାହା ବଡ ପ୍ରଶ୍ନବାଚୀ ସୃଷ୍ଟି କରିଛି। ରଶ୍ମୀ ମହାପାତ୍ର ଓ ସେକ୍ ଚୁନା ହତ୍ୟା ମାମଲାରେ ହାଇଦର ଆଜୀବନ ଦଣ୍ଡ ଭୋଗୁଥିଲା ହାଇଦର ।

ଏସସିବି ସର୍ଜରୀ ବିଭାଗର ୫ ନମ୍ବର କ୍ୟାବିନ୍‌ରେ ହାଇଦରର ଚିକିତ୍ସା ଚାଲିଥିଲା । ତାକୁ ଜଗିବା ପାଇଁ ଚାରି ସୁରକ୍ଷାକର୍ମୀଙ୍କୁ ବି ନିୟୋଜିତ କରାଯାଇଥିଲା । ସୁରକ୍ଷାକର୍ମୀଙ୍କୁ ନିଶା ଦେଇ ଖସି ପଳାଇଥିବା ସନ୍ଦେହ କରାଯାଉଥିଲା । ରଶ୍ମୀ ମହାପାତ୍ର ଓ ସେକ୍ ଚୁନୀ ହତ୍ୟା ମାମଲାରେ ସମ୍ବଲପୁର ସର୍କଲ ଜେଲ୍‌ରେ ହାଇଦର ଆଜୀବନ ସଜା କାଟୁଥିବା। ଜେଲ୍‌ରେ ଅସୁସ୍ଥ ହେବାରୁ ପ୍ରଥମେ ତାକୁ ବୁର୍ଲାରେ ଭର୍ତ୍ତି କରାଯାଇଥିଲା । ପରେ କଟକ ଏସସିବି ସ୍ଥାନାନ୍ତର କରାଯାଇଥିଲା । (ରିପୋର୍ଟ ଭଞ୍ଜ ବିହାରୀ ମହାନ୍ତି)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

May 3, 2026
ଅଗ୍ନିକାଣ୍ଡରେ ବୃଦ୍ଧା ମା ଜୀବନ୍ତ ଦଗ୍ଧ,ଦୁଇ ଭାଇ ଗୁରୁତର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ

ଅଗ୍ନିକାଣ୍ଡରେ ବୃଦ୍ଧା ମା ଜୀବନ୍ତ ଦଗ୍ଧ,ଦୁଇ ଭାଇ ଗୁରୁତର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ

May 3, 2026
ଭାରତ ମସଲାର ନୂତନ ବ୍ରାଣ୍ଡ ଟିଭିସି ବଲିଉଡ ଅଭିନେତା ବବି ଦେଓଲ୍ ଙ୍କୁ ନେଇ ଉନ୍ମୋଚିତ

ଭାରତ ମସଲାର ନୂତନ ବ୍ରାଣ୍ଡ ଟିଭିସି ବଲିଉଡ ଅଭିନେତା ବବି ଦେଓଲ୍ ଙ୍କୁ ନେଇ ଉନ୍ମୋଚିତ

May 2, 2026
ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

May 3, 2026
ଅଗ୍ନିକାଣ୍ଡରେ ବୃଦ୍ଧା ମା ଜୀବନ୍ତ ଦଗ୍ଧ,ଦୁଇ ଭାଇ ଗୁରୁତର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ

ଅଗ୍ନିକାଣ୍ଡରେ ବୃଦ୍ଧା ମା ଜୀବନ୍ତ ଦଗ୍ଧ,ଦୁଇ ଭାଇ ଗୁରୁତର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିପୋଡ଼ି ପାଉଁଶ

May 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version