• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ଉପ ସଚିବଙ୍କ ହିଞ୍ଜିଳି ଗ୍ରସ୍ତ ; ହିଞ୍ଜିଳିକୁ ବିକାଶର ହବ୍ ପାଇଁ ରାଜ୍ୟସ୍ତରୀୟ ପ୍ରଶାସନିକ ଅଧିକାରୀଙ୍କ ଟିମ୍ ୱାର୍କ୍

Proprietor Abhimanyu Maharana by Proprietor Abhimanyu Maharana
April 10, 2021
in ଓଡ଼ିଶା, ଗଞ୍ଜାମ, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ଉପ ସଚିବଙ୍କ ହିଞ୍ଜିଳି ଗ୍ରସ୍ତ ; ହିଞ୍ଜିଳିକୁ ବିକାଶର ହବ୍ ପାଇଁ ରାଜ୍ୟସ୍ତରୀୟ ପ୍ରଶାସନିକ ଅଧିକାରୀଙ୍କ ଟିମ୍ ୱାର୍କ୍
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୦ ଏପ୍ରିଲ ,ଶନିବାର )ହିଞ୍ଜିଳିକାଟୁ :-  ରାଜ୍ୟ ସରକାରଙ୍କ ଘୋଷଣା ମୁତାବକ ରାଜ୍ୟର ୧୦୧ଟି ଉଚ୍ଚ ବିଦ୍ୟାଳୟରେ ସେଂଟର ଅଫ୍ ଏକ୍ସଲେନ୍ସ ପ୍ରତିଷ୍ଠା ହେବ । ପାଠ୍ୟକ୍ରମରେ ସ୍ପୋକେନ ଇଂରାଜୀ ବିଷୟ ସାମିଲ କରାଯିବ ସହ ଉନ୍ନତମାନର ପାଠାଗାର ସ୍ଥାପନ କରି ଶିକ୍ଷାର୍ଥୀ ମାନଙ୍କୁ ଗୁଣାତ୍ମକ ଶିକ୍ଷାଦାନ ବ୍ୟବସ୍ଥା ସକାଶେ ମୁଖ୍ୟ ଲକ୍ଷ୍ୟ ରହିଛି । ଏଥି ପୂର୍ବରୁ ହିଞ୍ଜିଳିକାଟୁ ପୌରାଂଚଳର ସରକାରୀ ବୃନ୍ଦାବନ ବିଦ୍ୟାଳୟ ଓ ସରକାରୀ ଏନଏସି ଉଚ୍ଚ ବିଦ୍ୟାଳୟକୁ ସେଂଟର ଅଫ୍‌ ଏକ୍ସଲେନ୍ସ ଘୋଷଣା କରାଯାଇଥିଲା । ସ୍ଥାନୀୟ ବ୍ଳକର ସମସ୍ତ ଉଚ୍ଚ ବିଦ୍ୟାଳୟକୁ ସେଂଟର ଅଫ୍ ଏକ୍ସିଲେନ୍ସରେ ସ୍ଥାନିତ କରିବା ପାଇଁ ଉଦ୍ୟମ ଜାରି ରହିଛି । ଆସନ୍ତା ଅଗଷ୍ଟ ମାସ ୧୫ ତାରିଖ ସୁଦ୍ଧା ସ୍ଥାନୀୟ ବ୍ଳକର ସମସ୍ତ ଉଚ୍ଚବିଦ୍ୟାଳୟର ଆବଶ୍ୟକ ଭିତିଭୂମି ସଜାଡ଼ିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୫ଟି ସଚିବ ଭି. କାର୍ତିକେୟାନ ପାଣ୍ଡିୟାନ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ଏଥି ସକାଶେ ହିଞ୍ଜିଳିକାଟୁ ବ୍ଳକ ଓ ପୌରାଂଚଳକୁ ବିଭିନ୍ନ ସମୟରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗୀୟ ଅଧିକାରୀ, ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗୀୟ ଅଧିକାରୀଙ୍କ ସମେତ ଜିଲ୍ଲା ପ୍ରଶାସନ ଘନ ଘନ ଗ୍ରସ୍ତ କରି ବିଦ୍ୟାଳୟର ଆବଶ୍ୟକ ଭିତିଭୂମିର ସମୀକ୍ଷା କରି ଫେରୁଥିବାର ନଜିର ରହିଛି ।  ଏହି ପରିପ୍ରେକ୍ଷୀରେ ଶନିବାର ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ଉପସଚିବ ଶୁଭ୍ରାଂଶୁ ମିଶ୍ର ହିଞ୍ଜିଳିି ଗ୍ରସ୍ତ କରି ବ୍ଳକର ବିଭିନ୍ନ ବିଦ୍ୟାଳୟର ଆବଶ୍ୟକ ଭିତିଭୂମିର ସମୀକ୍ଷା କରିବା ସହ ସ୍ଥାନୀୟ ବ୍ଳକ ଓ ପୌରାଂଚଳର ବହୁ ଜନ ପ୍ରତିନିଧି ମାନଙ୍କ ସହ ଅଂଚଳର ବିଭିନ୍ନ ଉନ୍ନୟନ କାର୍ଯ୍ୟ ସର୍ମ୍ପକରେ ଆଲୋଚନା କରିଥିଲେ । 

ଶ୍ରୀ ମିଶ୍ର ପ୍ରଥମେ ସ୍ଥାନୀୟ ବ୍ଳକର ଭାବନ୍ଧ ପଂଚାୟତରେ ପଂହଚି ଭାବନ୍ଧ ଉଚ୍ଚ ବିଦ୍ୟାଳୟ ପରେ ଗଣ୍ଡଳା ଗଣେଷ ବିଦ୍ୟାପିଠ, ବେଲଗାଁ ରଘୁନାଥ ଉଚ୍ଚ ବିଦ୍ୟାଳୟ, ବାଳକୃଷ୍ଣପୁର ଉଚ୍ଚ ବିଦ୍ୟାଳୟ, , ପୁଟିଆପଦର, ନନ୍ଦିକ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ରାଳବ ପ୍ରାଥମିକ ବିଦ୍ୟାଳୟ,, ଶାସନ ଆମ୍ବଗାଁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ , ସାପୁଆପଲ୍ଲୀ , ଦାରୁଭଦ୍ରା ଉଚ୍ଚ ବିଦ୍ୟାଳୟ, ଦୁୂର୍ବନ୍ଧ ଓ ସାରୁ ସରକାରୀ ଉଚ୍ଚ ବିଦ୍ୟାଳୟ ଓ ମଡ଼େଲ ଲାଇବ୍ରେରୀ ରେ ପଂହଚି ଶିକ୍ଷାର୍ଥୀଙ୍କୁ ଶିକ୍ଷାଦାନ ପ୍ରଣାଳୀ, ବିଦ୍ୟାଳୟ ପରିବେଶ, ଆର୍ଟ ରୁମ, ସ୍ମ୍ରାଟ କ୍ଳାସ ରୁମ, ଗ୍ରନ୍ଥାଳୟ, ବିଜ୍ଞାନାଗାର ବୁଲି ଦେଖିଥିଲେ । ବିଦ୍ୟାଳୟ ପାଠାଗାର ଓ ବିଜ୍ଞାନଗାରରେ ଉନ୍ନତି ଆଣିବା ସକାଶେ ସଂପୃକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ, ଶିକ୍ଷୟତ୍ରୀ ମାନଙ୍କୁ ପରାମର୍ଶ ଦେଇଥିଲେ । ବେଲଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କରିବା ସହ ସଂପୃକ୍ତ ସ୍ୱାସ୍ଥ୍ୟ କେନ୍ଦ୍ରର ଚିକିତ୍ସା ସେବା ଓ ଅନ୍ୟାନ କାର୍ଯ୍ୟ ବୁଲି ଦେଖିଥିଲେ । ସ୍ୱାସ୍ଥ୍ୟ କେନ୍ଦ୍ରର ବିଭିନ୍ନ ଅଭାବ , ଅସୁବିଧା ସର୍ମ୍ପକରେ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀଙ୍କ ସହ ଆଲୋଚନା କରିଥିଲେ । ସେଂଟର ଅଫ୍ ଏକ୍ସଲେନ୍ସି ସକାଶେ ଆବଶ୍ୟକୀୟ ଅନ୍ୟାନ ଆନୁସଙ୍ଗିକ ବ୍ୟବସ୍ଥା କାର୍ଯ୍ୟାକାରୀ କରିବା ପାଇଁ ଗୁରୁତ୍ୱାରୋପ କରିଥିଲେ । ଏଥି ସହ ମନରେଗା ଯୋଜନାରେ ଭାବନ୍ଧ, ବେଲଗାଁ, ଦାରୁଭଦ୍ରା,ଓ ଅନ୍ୟାନ ପଂଚାୟତରେ ନିର୍ମିତ ମଡ଼େଲ ପାର୍କ ଗୁଡ଼ିକୁ ପରିଦର୍ଶନ କରିବା ସହ ସଂପୃକ୍ତ ପଂଚାୟତର ଫୋଖରୀର ସୌନ୍ଦର୍ଯ୍ୟକରଣ ବୁଲି ଦେଖିଥିଲେ ।   ( ରିପୋର୍ଟ : ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

March 13, 2026
ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

March 13, 2026
ମଣିଷ-ହାତୀ ସହବସ୍ଥାନ ପାଇଁ ବିଜ୍ଞାନ ଓ ସମୁଦାୟର ସହଭାଗିତା ଜରୁରୀ

ମଣିଷ-ହାତୀ ସହବସ୍ଥାନ ପାଇଁ ବିଜ୍ଞାନ ଓ ସମୁଦାୟର ସହଭାଗିତା ଜରୁରୀ

March 13, 2026
ରାଜ୍ୟସ୍ତରୀୟ “ୟଙ୍ଗ ଗ୍ରୀନଭୋକେଟ କନକ୍ଲେଭ ସିଜିନ – ୧” ଆୟୋଜିତ

ରାଜ୍ୟସ୍ତରୀୟ “ୟଙ୍ଗ ଗ୍ରୀନଭୋକେଟ କନକ୍ଲେଭ ସିଜିନ – ୧” ଆୟୋଜିତ

March 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

March 13, 2026
ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

March 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version