• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଲଣ୍ଡନର ଓଡ଼ିଆ ସାଂସ୍କୃତିକ ସଂଘ ଦ୍ୱାରା ଉତ୍କଳ ଦିବସ ପାଳନ

Proprietor Abhimanyu Maharana by Proprietor Abhimanyu Maharana
April 12, 2021
in ଓଡ଼ିଶା, ଦେଶ, ବିଶ୍ଵ, ମହାନଗର, ହୋମ୍
0
ଲଣ୍ଡନର ଓଡ଼ିଆ ସାଂସ୍କୃତିକ ସଂଘ ଦ୍ୱାରା ଉତ୍କଳ ଦିବସ ପାଳନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୨ ଏପ୍ରିଲ ସୋମବାର ) ଲଣ୍ଡନ / ମାଞ୍ଚେଷ୍ଟର / ଭୁବନେଶ୍ୱର :- ଲଣ୍ଡନସ୍ଥିତ ଓଡ଼ିଆ ସାଂସ୍କୃତିକ ସଂଘ (ଓକାଲ) ଏବଂ ଓଡ଼ିଆ ସମାଜ ୟୁ.କେ (ଓସୁକ)ର ମିଳିତ ସହଯୋଗରେ ନିକଟରେ ୮୫ତମ ଉତ୍କଳ ଦିବସ ଅନ୍‍ଲାଇନ୍‍ ଯୋଗେ ପାଳନ କରାଯାଇଛି । ଏହି ଉପଲକ୍ଷେ ଆୟୋଜିତ ଭର୍ଚ୍ଚୁଆଲ ସଭାରେ ସମ୍ମାନନୀୟ ଅତିଥି ମାନେ ଯୋଗଦେଇ ଉତ୍କଳ ଦିବସ ପାଳନର ବିଶେଷତ୍ୱ ଏବଂ ଭବିଷ୍ୟତ ପିଢ଼ୀକୁ ଓଡ଼ିଶାର ଇତିବୃତ୍ତ ସମ୍ପର୍କରେ ସଚେତନ କରାଇବାର ଆବଶ୍ୟକତା ଉପରେ ଆଲୋକପାତ କରିଥିଲେ । ଓଡ଼ିଶାରେ ମହଯୁଦ ଥିବା ଅଚଳାଚଳ ପ୍ରାକୃତିକ ପ୍ରାଚୁର୍ଯ୍ୟ, ଅଗାଧ ଖଣିଜ ସମ୍ପଦ, ଅପର୍ଯ୍ୟାପ୍ତ ଶିଳ୍ପାୟନର ଭିତ୍ତିଭୂମି, ଉନ୍ନତ ମାନବ ସମ୍ବଳ, ସୁଦୀର୍ଘ ସମୁଦ୍ର ତଟ, ଅପାର ପର୍ଯ୍ୟଟନର ଭଣ୍ଡାର ଏବଂ ସର୍ବୋପରି ଶ୍ରୀଜଗନ୍ନାଥଙ୍କର ମହିମା ଓ ଆଧ୍ୟାତ୍ମିକତାର ଉତ୍ସ୍ବାସ , ରାଜ୍ୟକୁ ସମୃଦ୍ଧିର ଶୀର୍ଷତ୍ୱ ପ୍ରଦାନ କରିବା ପାଇଁ ଯଥେଷ୍ଟ ବୋଲି ବିଶିଷ୍ଟ ବକ୍ତା ମାନେ ମତ ପ୍ରକାଶ କରିଥିଲେ ।

ଅତୀତରେ ଓଡ଼ିଶାର ସାଧବ ପୁଅ ମାନଙ୍କର ନୌବାଣିଜ୍ୟର ସ୍ୱର୍ଣ୍ଣାଭ ଅଧ୍ୟାୟ, ଗଙ୍ଗାଠାରୁ ଗୋଦାବରୀ ପର୍ଯ୍ୟନ୍ତ ପରିବ୍ୟାପ୍ତ ବିଶାଳ କଳିଙ୍ଗ ସାମ୍ରାଜ୍ୟର ସାମରିକ ଆଧିପତ୍ୟ ଏବଂ କୋଣାର୍କ ଭଳି ମନ୍ଦିର ଗୁଡ଼ିକରେ ଉତ୍କୃଷ୍ଟ କଳା, ସ୍ଥାପତ୍ୟ ଓ ଭାସ୍କର୍ଯ୍ୟର ସମାହାରକୁ ଉଲ୍ଲେଖ କରି ଖୁବ୍‍ ଶୀଘ୍ର ରାଜ୍ୟ ଏହାର ହୃତ ଗୌରବ, ଲୁପ୍ତ ବୈଭବ ଏବଂ ସୁପ୍ତ ସୌରଭକୁ ଫେରି ପାଇବାକୁ ଯାଉଥିବା ନେଇ ସେମାନେ ସମ୍ପୂର୍ଣ୍ଣ ଆଶାବାଦୀ ବୋଲି ପ୍ରକାଶ କରିଥିଲେ । ଉପସ୍ଥିତ ବରେଣ୍ୟ ଅତିଥି ମାନଙ୍କ ମଧ୍ୟରେ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ ସାହୁ, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ, ବିଧାୟକ ସୁରେଶ ରାଉତରାୟ ଓ ରାଜ୍ୟ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ପ୍ରମୁଖ ଅନ୍ତର୍ଭୁକ୍ତ ଥିଲେ ।

ଏହି ଅବସରରେ ପଦ୍ମଶ୍ରୀ ହଳଧର ନାଗଙ୍କ ଦ୍ୱାରା ଆବୃତ୍ତି କରାଯାଇଥିବା ତାଙ୍କର ପ୍ରସିଦ୍ଧ ପଲ୍ଲୀ କବିତା ଏବଂ ପ୍ରଖ୍ୟାତ କଣ୍ଠଶିଳ୍ପୀ ସୁସ୍ମିତା ଦାସଙ୍କ ଦ୍ୱାରା ପରିବେଷିତ ସୁଲଳିତ ସଂଗୀତ ଏବଂ ହାସ୍ୟ ଅଭିନେତା ବିଭୁ ମିଶ୍ରଙ୍କର ଏକକ ବାକ୍ୟ କଥନ ଉତ୍ସବର ମୁଖ୍ୟ ଆକର୍ଷଣ ଥିଲା । ଅନ୍ୟାନ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟରେ ଗୌତମ, କୂଲଦୀପ ଓ ପ୍ରଜ୍ଞାଙ୍କର ସୁମଧୂର ସଂଗୀତ, ଡଃ ନାଟାଲୀ ରାଉତ ଓ ୟତୀଶ ନାଥଙ୍କର ନୃତ୍ୟ, ତିର୍ଥୀ ପଟ୍ଟନାୟକ ମହାନ୍ତି ଓ ପ୍ରାଞ୍ଜଲଙ୍କର ଓଡ଼ିଶୀ ନୃତ୍ୟ, ଦିଭିଜା ମିଶ୍ରଙ୍କର ଭାରତନାଟ୍ୟମ୍ ନୃତ୍ୟର ତାଳେ ତାଳେ ବନ୍ଦେ ଉତ୍କଳ ଜନନୀର ପ୍ରସ୍ତୁତି

ଏବଂ ରାମକୃଷ୍ଣ ପଟ୍ଟନାୟକଙ୍କ ଦ୍ୱାରା ବନାଯାଇଥିବା ବସ୍ତ୍ର ଆଧାରିତ ‘ଫେସନ ସୋ’ ଦର୍ଶକ ମାନଙ୍କ ଦ୍ୱାରା ବେଶ୍‍ ଆଦୃତ ହୋଇଥିଲା । ଓସୁକର ସଭାପତି ସୁମନ୍ତ ମାନସିଂହ ସମଗ୍ର ଆୟୋଜନର ସୁପରିଚାଳନା କରିଥିଲେ । ଓକାଲ ଓ ଓସୁକ ର ଦକ୍ଷ ସଂଗଠକ ସନ୍ତୋଷ ସାହୁ, ଉମାକାନ୍ତ ରାଉତ, ଅର୍ଚ୍ଚନା ମାନସିଂହ, ରୀନା ମେହେର, ପ୍ରଜ୍ଞା ଆରିହାନ, ସୁଚିନ୍ତିତା ପୁଜାରୀ, ପ୍ରିୟଙ୍କା ସାହୁ, ଦେବାଶିଷ ମିଶ୍ର, ଅମୂଲ୍ୟ ଜେନା ଏବଂ ଦେବୀ ପଟ୍ଟନାୟକ ପ୍ରମୁଖ ଉତ୍ସବର ସଫଳ ସମାପନ ନେଇ ସକ୍ରିୟ ସହଯୋଗ ପ୍ରଦାନ କରିଥିଲେ । ସମ୍ପୂର୍ଣ୍ଣ ଲାଇଭଷ୍ଟ୍ରୀମିଂ କାର୍ଯ୍ୟକ୍ରମକୁ ଉପସ୍ଥାପକ ବିଶ୍ୱଜିତ ବଳିଆରସିଂହ ବେଶ୍‍ ସୁଚାରୁ ରୂପେ ସଂଯୋଜନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

March 8, 2026
ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version