• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home କରୋନା

ଆକ୍ସନ ମୁଡ଼ରେ ହିଞ୍ଜିଳି ପୁଲିସ ପ୍ରଶାସନ , ବିନା ମାସ୍କ ଓ ହେଲମେଟଧାରୀଙ୍କ ଠାରୁ ୭୦ ହଜାର ଟଙ୍କା ଜରିମାନା ଆଦାୟ

Proprietor Abhimanyu Maharana by Proprietor Abhimanyu Maharana
April 12, 2021
in କରୋନା, ଗଞ୍ଜାମ, ହୋମ୍
0
ଆକ୍ସନ ମୁଡ଼ରେ ହିଞ୍ଜିଳି ପୁଲିସ ପ୍ରଶାସନ , ବିନା ମାସ୍କ ଓ ହେଲମେଟଧାରୀଙ୍କ ଠାରୁ ୭୦ ହଜାର ଟଙ୍କା ଜରିମାନା ଆଦାୟ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୨ ଏପ୍ରିଲ ସୋମବାର ) ହିଞ୍ଜିଳିକାଟୁ :- ସାରା ଦେଶରେ କରେନାର ଦ୍ୱିତୀୟ ଲହରୀର ଆତଙ୍କ ଦେଖିବାକୁ ମିଳିଛି । ମହାମାରୀ କରୋନାକୁ ପ୍ରତିହିତ କରିବା ପାଇଁ ରାଜ୍ୟ ସରକାରଙ୍କ ସମେତ ପ୍ରଶାସନ ପକ୍ଷରୁ କୋଭିଡ଼ କଟକଣାକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ପରାମର୍ଶ ଦିଆଯାଇଛି । ହେଲେ ପ୍ରଶାସନର କଟକଣାକୁ କିଛି ଅମାନିଆ ଖାତିର କରୁନଥିବା ଦେଖିବାକୁ ମିଳିଛି । ଏପରିକି କିଛି ଅମାନିଅଙ୍କ ଯୋଗୁଁ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ପ୍ରଶାସନର କଟକଣାକୁ ପାଳନ ନକରିବା ଯୋଗୁଁ ପରିଶେଷରେ ହିଞ୍ଜିଳି ପୁଲିସ ପ୍ରଶାସନ ଆକ୍ସନ ମୁଡ଼ରେ ପଂହଚିଛି । ଗଞ୍ଜାମ ଆରକ୍ଷୀ ଅଧିକ୍ଷକ ବ୍ରିଜେଶ କୁମାର ରାୟଙ୍କ ନିର୍ଦ୍ଦେଶ ପ୍ରକାରେ ହିଞ୍ଜିଳି ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ପୁଲିସ ଟିମ୍ ଗଠନ କରାଯାଇ ପ୍ରତ୍ୟହ ସକାଳ ଓ ସନ୍ଧ୍ୟାରେ ଡ଼ାକବାଜି ଯନ୍ତ୍ର ସହାୟତାରେ ସ୍ଥାନୀୟ ଜନସାଧାରଣଙ୍କୁ ସଚେତନ କରାଯିବା କରାଯାଉଛି । ପ୍ରତ୍ୟହ ସକାଳ ୯ଟାରୁ ୧୨ଟା ଏବଂ ସନ୍ଧ୍ୟା ୭ଟାରୁ ୧୦ଟା ପର୍ଯ୍ୟନ୍ତ ସହରର ବିଭିନ୍ନ ସ୍ଥାନରେ ଯାଂଚ କରାଯାଉଛି । ବିନା ହେଲେମେଟରେ ମୋଟର ସାଇକେଲ ଚାଳନା କରୁଥିବା ଓ ବିନା ମାସ୍କରେ ଘରୁ ବାହାରକୁ ଆସୁଥିବା ଅମାନିଆ ମାନଙ୍କ ଠାରୁ ଜରିମାନା ଆଦାୟ କରାଯାଉଛି ।

ରବିବାର ହିଞ୍ଜିଳି ପୁଲିସ ପକ୍ଷରୁ ସ୍ଥାନୀୟ ପୌରାଂଚଳ ବିଜୁ ପଟ୍ଟନାୟକ ଛକରେ ଯାଂଚ କରାଯାଇ ବିନା ହେଲମେଟରେ ବାଇକ ଚଳାଉଥିବା ଆରୋହୀଙ୍କ ଠାରୁ ୨୫ ହଜାର ଏବଂ ବିନା ମାସ୍କରେ ବାହାରେ ବୁଲୁଥିବା ଅମାନିଆଙ୍କ ଠାରୁ ୪୫ ହଜାର ସମୁଦାୟ ୭୦ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି । ଆଗାମୀ ଦିନରେ କୋଭିଡ଼ କଟକଣାକୁ ଅବମାନାନ କରୁଥିବା ଅମାନିଆଙ୍କ ଠାରୁ ଜେରିମାନା ଆଦାୟ ସହ ସାମାଜିକ ଦୂରତ୍ୱ ରକ୍ଷା ପାଳନ କରୁୁନଥିବା ବ୍ୟବସାୟିକ ପ୍ରତିଷ୍ଠାନ ମାଲିକଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ସହ ଆବଶ୍ୟକ ହେଲେ ସଂପୃକ୍ତ ବ୍ୟବସାୟ ପ୍ରତିଷ୍ଠାନ ମାଲିକଙ୍କ ବିରୋଧରେ ମାମଲା ରୁଜୁ କରାଯିବା ସହ ସଂପୃକ୍ତ ଦୋକାନକୁ ସିଲ୍ କରାଯିବ ବୋଲି ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼ଃ. ମନୋରଞ୍ଜନ ସାହୁ କହିଛନ୍ତି । ଅନ୍ୟ ପକ୍ଷରେ ସ୍ଥାନୀୟ ତହସିଲଦାର ପ୍ରଭାତ କୁମାର ପରିଡ଼ା ସ୍ଥାନୀୟ ଅଂଚଳର ବିଭିନ୍ନ ସ୍ଥାନରେ ଚଢାଉ କରି ବିନା ମାସ୍କରେ ଯାତାୟତ କରୁଥିବା ଜନସାଧାରଣଙ୍କ ଠାରୁ ଜରିମାନା ଆଦାୟ କରୁଥିବାର ଦେଖିବାକୁ ମିଳିଛି ।  (ରିପୋର୍ଟ-ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ଼ରେ ଷଷ୍ଠ ରାଜ୍ୟସ୍ତରୀୟ ନାଟ୍ୟ ମେଳା : ମଞ୍ଚସ୍ଥ ହେଲା ଭାବପୂର୍ଣ୍ଣ ନାଟକ ‘ବଧୂ ବିଦାୟ’

ନୟାଗଡ଼ରେ ଷଷ୍ଠ ରାଜ୍ୟସ୍ତରୀୟ ନାଟ୍ୟ ମେଳା : ମଞ୍ଚସ୍ଥ ହେଲା ଭାବପୂର୍ଣ୍ଣ ନାଟକ ‘ବଧୂ ବିଦାୟ’

March 19, 2026
ଶିକ୍ଷୟିତ୍ରୀ ରେଣୁବାଳା ମହାନ୍ତି ଙ୍କ ଅବସର କାଳୀନ ସମ୍ବର୍ଦ୍ଧନା

ଶିକ୍ଷୟିତ୍ରୀ ରେଣୁବାଳା ମହାନ୍ତି ଙ୍କ ଅବସର କାଳୀନ ସମ୍ବର୍ଦ୍ଧନା

March 19, 2026
ରଣପୁରରେ ପ୍ଲାଷ୍ଟିକ ବିକଳ୍ପ ଉପରେ କାପାସିଟି ବିଲ୍ଡିଂ ଟ୍ରେନିଙ୍ଗ ପ୍ରୋଗ୍ରାମ ଆୟୋଜିତ।

ରଣପୁରରେ ପ୍ଲାଷ୍ଟିକ ବିକଳ୍ପ ଉପରେ କାପାସିଟି ବିଲ୍ଡିଂ ଟ୍ରେନିଙ୍ଗ ପ୍ରୋଗ୍ରାମ ଆୟୋଜିତ।

March 19, 2026
ବାଘ ଗର୍ଜନରେ ଅଞ୍ଚଳ ବାସୀ ଭୟଭୀତ : ବନ ବିଭାଗ ଲଗାଇଲା ସ୍ୱତନ୍ତ୍ର କ୍ୟାମେରା – ତନାଘନା ଆରମ୍ଭ

ବାଘ ଗର୍ଜନରେ ଅଞ୍ଚଳ ବାସୀ ଭୟଭୀତ : ବନ ବିଭାଗ ଲଗାଇଲା ସ୍ୱତନ୍ତ୍ର କ୍ୟାମେରା – ତନାଘନା ଆରମ୍ଭ

March 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ଼ରେ ଷଷ୍ଠ ରାଜ୍ୟସ୍ତରୀୟ ନାଟ୍ୟ ମେଳା : ମଞ୍ଚସ୍ଥ ହେଲା ଭାବପୂର୍ଣ୍ଣ ନାଟକ ‘ବଧୂ ବିଦାୟ’

ନୟାଗଡ଼ରେ ଷଷ୍ଠ ରାଜ୍ୟସ୍ତରୀୟ ନାଟ୍ୟ ମେଳା : ମଞ୍ଚସ୍ଥ ହେଲା ଭାବପୂର୍ଣ୍ଣ ନାଟକ ‘ବଧୂ ବିଦାୟ’

March 19, 2026
ଶିକ୍ଷୟିତ୍ରୀ ରେଣୁବାଳା ମହାନ୍ତି ଙ୍କ ଅବସର କାଳୀନ ସମ୍ବର୍ଦ୍ଧନା

ଶିକ୍ଷୟିତ୍ରୀ ରେଣୁବାଳା ମହାନ୍ତି ଙ୍କ ଅବସର କାଳୀନ ସମ୍ବର୍ଦ୍ଧନା

March 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version