• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ନିବାସୀ ରେଳ କର୍ମଚାରୀ ରମଣ ରଜକ ଙ୍କ ଠାରୁ – ବ୍ରଜରାଜନଗର ପୁଲିସ ୫୭ ହଜାରର ଜାଲ ନୋଟ୍‌ ଜବତ

Proprietor Abhimanyu Maharana by Proprietor Abhimanyu Maharana
April 14, 2021
in ଓଡ଼ିଶା, ଝାରସୁଗୁଡା, ହୋମ୍
0
ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ନିବାସୀ ରେଳ କର୍ମଚାରୀ ରମଣ ରଜକ ଙ୍କ ଠାରୁ – ବ୍ରଜରାଜନଗର ପୁଲିସ ୫୭ ହଜାରର ଜାଲ ନୋଟ୍‌ ଜବତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୪ ଏପ୍ରିଲ ବୁଧବାର ) ବ୍ରଜରାଜନଗର :- ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ନିବାସୀ ରେଳ କର୍ମଚାରୀ ରମଣ ରଜକ (୩୨)ଙ୍କ ଠାରୁ ବ୍ରଜରାଜନଗର ପୁଲିସ ୫୭ ହଜାରର ଜାଲ ନୋଟ୍‌ ଜବତ କରିଛି ।  ରମଣ ଦକ୍ଷିଣ ପୂର୍ବ ମଧ୍ୟ ରେଲ୍‌ୱେ ବିଳାସପୁର ଡିଭିଜନ ଅଧୀନରେ ବ୍ରଜରାଜନଗର ଷ୍ଟେସନ୍‌ରେ ବାଣିଜ୍ୟ ସହ ଆରକ୍ଷଣ କିରାଣି ଭାବେ କାର୍ଯ୍ୟରତ। ସେ ମଧ୍ୟପ୍ରଦେଶ ସହଡୋଲର ମୂଳ ନିବାସୀ ହୋଇଥିବାବେଳେ ଏଠାରେ ଚାନ୍ଦିନୀଚୌକରେ ଭଡ଼ାରେ ରହୁଥିବା ଝାରସୁଗୁଡା ଏସ୍‌ପି ବିକାଶ ଦାସ ମଙ୍ଗଳବାର ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ଏ ନେଇ ବ୍ରଜରାଜନଗର ଥାନା କେସ୍‌ ନମ୍ବର ୧୦୩ରେ ଏକ ମାମଲା ରୁଜୁ କରାଯିବା ସହିତ ଧାରା ୪୮୯ ଏବିସିରେ ତାଙ୍କୁ ଗିରଫ କରାଯାଇଥିବା ଶ୍ରୀ ଦାସ କହିଛନ୍ତି।

ସୋମବାର ରାତିରେ ପୁଲିସ କୌଣସି ସୂତ୍ରରୁ ଖବରପାଇ ଏସ୍‌ଡିପିଓ ଦିଲ୍ଲୀପ ଦାସଙ୍କ ନେତୃତ୍ୱରେ ବ୍ରଜରାଜନଗର ଆଇଆଇସି ନଳିତା ମୋଦୀ, ଏସ୍‌ଆଇ ପ୍ରଦ୍ୟୁମ୍ନ ସ୍ୱାଇଁ ପୁଲିସ ଫୋର୍ସ ସହିତ ରମଣ ରହୁଥିବା ଘର ଉପରେ ଚଢ଼ଉ କରିଥିଲେ। ଚଢ଼ଉ ବେଳେ ଘରୁ ଏକ କଳା ରଙ୍ଗର ବ୍ୟାଗରେ ୧୧୪ ଟି ୫୦୦ ଟଙ୍କିଆ ନକଲି ନୋଟ୍‌ ଜବତ କରାଯାଇଥିଲା । ନୋଟ୍‌ଗୁଡ଼ିକ ମଧ୍ୟରେ ୫୭ ଖଣ୍ଡ ୫ପିବି୪୧୭୭୮୪ ଓ ୫୭ ଖଣ୍ଡ ନୋଟ୍‌ ୮ଟିଏନ୍‌ ୧୫୭୨୧୦ ନମ୍ବର ବିଶିଷ୍ଟ ୫୦୦ ଟଙ୍କିଆ ନୋଟ୍‌ ଥିଲା । ଏହି ନୋଟ୍‌ ସେ ବିଳାସପୁର ଦୁର୍ଗରେ ରହୁଥିବା ତାଙ୍କ ସମ୍ପର୍କୀୟ ଭାଇଙ୍କଠାରୁ ୨୦ ହଜାର ଟଙ୍କା ବିନିମୟରେ ଆଣିଥିବା ପ୍ରକାଶ କରିଛନ୍ତି ।

ରମଣ ତାଙ୍କ ବାପାଙ୍କ ଜାଗାରେ ଚାକିରି କରୁଛନ୍ତି। ସେ ଅଧିକ ଋଣ କରିଥିବାରୁ ପରିଶୋଧ ଆଶାରେ ଏଭଳି ଉପାୟ ଅବଲମ୍ବନ କରିଥିବା ପୁଲିସକୁ କହିଥିବା ଏସ୍‌ପି ଶ୍ରୀ ଦାସ କହିଛନ୍ତି। ଏହି ରାକେଟ୍‌ର ଚେର ବିଳାସପୁରରୁ ରାୟପୁର ପର୍ଯ୍ୟନ୍ତ ଲମ୍ବିଥିବା ପୁଲିସ ଅନୁସନ୍ଧାନରୁ ଜାଣିବାକୁ ପାଇଛି। ଏସ୍‌ପିଙ୍କ ସାମ୍ବାଦିକ ସମ୍ମିଳନୀରେ ଏସ୍‌ଡିପିଓ ଦିଲ୍ଲୀପ ଦାସ, ଆଇଆଇସି ନଳିତା ମୋଦୀ ଉପସ୍ଥିତ ଥିଲେ। ରମଣଙ୍କୁ କୋର୍ଟ ଚାଲାଣ କରାଯାଇଛି। ତେବେ ଏହି ରାକେଟ୍‌ରେ ସମ୍ପୃକ୍ତ ଅନ୍ୟମାନଙ୍କୁ ଧରିବା ପାଇଁ ପ୍ରୟାସ ଚାଲିଥିବା ସେ କହିଛନ୍ତି । (ରିପୋର୍ଟ ଭଞ୍ଜ ବିହାରୀ ମହାନ୍ତି )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

March 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version