• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଅସୁସ୍ଥ ଶାଗୁଣା ଟିକୁ ଆସନ୍ତାକାଲି ପଠାଯିବ ଓ.ୟୁ.ଏ.ଟି – ରଣପୁର

Proprietor Abhimanyu Maharana by Proprietor Abhimanyu Maharana
February 23, 2020
in Uncategorized, ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଅସୁସ୍ଥ ଶାଗୁଣା  ଟିକୁ ଆସନ୍ତାକାଲି ପଠାଯିବ ଓ.ୟୁ.ଏ.ଟି – ରଣପୁର
Share on FacebookShare on TwitterWhatsapp

ନୟାଗଡ଼ ଜିଲ୍ଲାର ରଣପୁର ବ୍ଲକ (ଓଡିଶା ତାଜା ନ୍ୟୁଜ୍ ) ଗଡ଼ବାଣିକିଲୋ ପଞ୍ଚାୟତ 23.2.2020 ରିପୋର୍ଟ/ସୋନାଲି :- ନୟାଗଡ଼ ଜିଲ୍ଲାର ରଣପୁର ବ୍ଲକ ଗଡ଼ବାଣିକିଲୋ ପଞ୍ଚାୟତର ଗୁଣ୍ଡୁରିଆ ଗ୍ରାମ ରୁ ଗତ ଦୁଇ ଦିନ ପୁର୍ବ ଏକ ଲୁପ୍ତ ପ୍ରଜାତିର ବିରାଟ ଶାଗୁଣା ଉଦ୍ଧାର କରାଯାଇଥିଲା ।

ଆଘାତ ଲାଗି ଶାଗୁଣା ଟି ଉଡି ପାରୁନଥିଲା କି ଖାଇ ପାରୁନଥିଲା ଦେହ ସାରା ପୋକ ହୋଇ ଯାଇଥିଲା ରଣପୁର ର ବନ ବିଭାଗ ଅନ୍ତର୍ଗତ ଗୁଣ୍ଡୁରିଆ ଗ୍ରାମର କୁକୁଡ଼ା ଫାର୍ମ ନିକଟରେ ଅସୁସ୍ଥ ଅବସ୍ଥା ରେ ପଡ଼ିଥିବାର ଦେଖି ଗ୍ରାମବାସୀ ବନ ବିଭାଗ କୁ ସୂଚିତ କରିଥିଲେ । ଫରେଷ୍ଟର କୈବଲ୍ୟ ବେହେରା ଓ ସ୍ନେକ୍ ହେଲ୍ପଲାଇନ ସଦସ୍ୟ ଅଜୟ କୁମାର ଦାସ ଉକ୍ତ ସ୍ଥାନରେ ପହଂଚି ଅସୁସ୍ଥ ଶାଗୁଣା କୁ ନେଇ ରଣପୁର ବନ ବିଭାଗ କାର୍ଯ୍ୟାଳୟ କୁ ଆଣିଥିଲେ । ସେଠାରେ ସ୍ଥାନୀୟ ପଶୁ ଚିକତ୍ସାଳୟ ର ଭେଟନାରୀ ଡାକ୍ତର କର୍ମଚାରୀ ଙ୍କ ସହାୟତା ରେ ଶାଗୁଣା ଟିର ଚିକତ୍ସା କରାଯାଉଥିଲା । ବନ ବିଭାଗ ସୂଚନା ଅନୁଯାୟୀ ଆସନ୍ତା କାଲି ପକ୍ଷୀ ଟିକୁ ଭୁବନେଶ୍ୱର ପ୍ରାଣୀ ଚିକିତ୍ସାଳୟ( ଓୟୁଏଟି) କଲେଜ ର ପ୍ରାଣୀ ଚିକତ୍ସା ବିଭାଗ କୁ ସ୍ଥାନାନ୍ତରିତ କରାଯିବ ଓ ପକ୍ଷୀ ଟିକୁ ସୁସ୍ଥ କରି ନନ୍ଦନକାନନ କୁ ପଠାଯିବ ବୋଲି ଡିଏଫ୍ ସୂଚନା ଦେଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଜୁ ଜନତାଦଳ ମୋହନା ନିର୍ବାଚନ ମଣ୍ଡଳୀ ତରଫରୁ ବିଜୁ ବାବୁଙ୍କର ୧୧0ତମ ଜୟନ୍ତୀ ପାଳିତ

ବିଜୁ ଜନତାଦଳ ମୋହନା ନିର୍ବାଚନ ମଣ୍ଡଳୀ ତରଫରୁ ବିଜୁ ବାବୁଙ୍କର ୧୧0ତମ ଜୟନ୍ତୀ ପାଳିତ

March 8, 2026
ଜିଲ୍ଲାସ୍ତରୀୟ ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ଜିଲ୍ଲାସ୍ତରୀୟ ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 8, 2026
ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

March 8, 2026
ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଜୁ ଜନତାଦଳ ମୋହନା ନିର୍ବାଚନ ମଣ୍ଡଳୀ ତରଫରୁ ବିଜୁ ବାବୁଙ୍କର ୧୧0ତମ ଜୟନ୍ତୀ ପାଳିତ

ବିଜୁ ଜନତାଦଳ ମୋହନା ନିର୍ବାଚନ ମଣ୍ଡଳୀ ତରଫରୁ ବିଜୁ ବାବୁଙ୍କର ୧୧0ତମ ଜୟନ୍ତୀ ପାଳିତ

March 8, 2026
ଜିଲ୍ଲାସ୍ତରୀୟ ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ଜିଲ୍ଲାସ୍ତରୀୟ ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version