• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ତୁଳସୀକ୍ଷେତ୍ର ଚାରିଟେବୁଲ ଟ୍ରଷ୍ଟର ପ୍ରଥମ ଜନ୍ମବାର୍ଷିକ ଉପଲକ୍ଷେ ପଣା ବଣ୍ଟନ ଓ କରୋନା ସଚେତନତା କାର୍ଯ୍ୟକ୍ରମ

Proprietor Abhimanyu Maharana by Proprietor Abhimanyu Maharana
April 14, 2021
in ଓଡ଼ିଶା, କେନ୍ଦ୍ରାପଡା, ହୋମ୍
0
ତୁଳସୀକ୍ଷେତ୍ର ଚାରିଟେବୁଲ ଟ୍ରଷ୍ଟର ପ୍ରଥମ ଜନ୍ମବାର୍ଷିକ ଉପଲକ୍ଷେ ପଣା ବଣ୍ଟନ ଓ କରୋନା ସଚେତନତା କାର୍ଯ୍ୟକ୍ରମ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୪ ଏପ୍ରିଲ , ବୁଧବାର ) କେନ୍ଦ୍ରାପଡ଼ା :- କେନ୍ଦ୍ରାପଡ଼ାର ଅଗ୍ରଣୀ ସାମାଜିକ ସଙ୍ଗଠନ ତୁଳସୀକ୍ଷେତ୍ର ଚାରିଟେବୁଲ ଟ୍ରଷ୍ଟ ଓଡିଶା ପରିବାରର ପ୍ରଥମ ଜନ୍ମବାର୍ଷିକ ଉପଲକ୍ଷେ କେନ୍ଦ୍ରାପଡ଼ା ଜିଲ୍ଲାର ମହାକାଳପଡ଼ା ବ୍ଲକ ଓରତଘାଟ ରେ ପବିତ୍ର ମହା ବିଷୁବ ପଣା ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷର ରେ ପଣା ବଣ୍ଟନ ଓ କରୋନା ସଚେତନତା କାର୍ଯ୍ୟକ୍ରମ କରାଯାଇଅଛି । ଏହି କାର୍ଯ୍ୟକ୍ରମରେ ଟ୍ରଷ୍ଟର ସମସ୍ତ ସଦସ୍ୟ ମାନେ ମହାକାଳପଡ଼ା ସ୍ଥିତ ଓରତଘାଟ ଦେଇ ଯାତାୟାତ କରୁଥିବାସମସ୍ତ ବାଟେଇ ବନ୍ଧୁମାନଙ୍କୁ ଅଟକାଇ ପଣା ବଣ୍ଟନ କରିବା ସହିତ କେମିତି କରୋନା ଠୁ ସତର୍କ ରହିବାକୁ ହେବ ବୁଝାଇଥିଲେ ଓ ମାସ୍କ ବଣ୍ଟନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଟ୍ରଷ୍ଟର ସଦସ୍ୟ ଅକ୍ଷୟ ପାତ୍ର, ବିଚିତ୍ର ବେହେରା,ବାପି ଗୋଚ୍ଛାୟତ, ବିଶ୍ଵଜିତ ଦାସ, ସଦାନନ୍ଦ ଦାସ, ଚିଣ୍ଟୁ ଦାସ, ଶୁଭମ ଦାସ, ଅନିରୁଦ୍ଧ ଦାସ,ବଳରାମ ବାରିକ, ଶ୍ରୀଧର ସାହୁ ଓ ଅନେକ ସଦସ୍ୟା ଓ ସଦସ୍ୟ ଉପସ୍ଥିତରହି ଥିଲେ ।

ଏହି କାର୍ଯ୍ୟକ୍ରମ ରେ ରାସ୍ତାରେ ଯାଉଥିବା ପ୍ରଚଣ୍ଡ ଖରାରେ ଶୋଷିଲା ଲୋକ ମାନଙ୍କୁ ପଣା ପିଇବାକୁ ଦିଆଯାଇଥିଲା ଏବଂ ଆବଶ୍ୟକ ଲୋକ ମାନଙ୍କୁ ଜଳ ମଧ୍ୟ ଦିଆ ଯାଇଥିଲା | ପ୍ରଥମ ବାର୍ଷିକ ଉତ୍ସବ ସତ୍ୱେ ଏହି କରୋନା ମହାମାରୀ କୁ ଆଖି ଆଗରେ ରଖି ସଂଗଠନର ପରିଚାଳନା କମିଟି ତଥା ମେମ୍ବର ମାନଙ୍କ ପରାମର୍ଶ କ୍ରମେ ଏହି ବର୍ଷ ଏହି ଦିନ କୁ ଧୂମଧାମ ରେ ପାଳନ ନ କରି ଅତି ସାଧାରଣ ଭାବେ ଜନ ସାଧାରଣ ଙ୍କ ମଙ୍ଗଳ ଉଦ୍ଦେଶ୍ୟରେ ପାଳନ କରାଯାଇଛି | ସଂଗଠନ କୁ 2021ମସିହା ଏଇଏକ ବର୍ଷ ମଧ୍ୟରେ ଅନେକ ସଫଳତା ମିଳିବା ସହ ସଂଗଠନ ମଜବୁତ ହୋଇଛି | ସଂଗଠନ ର ଏହି ସଫଳତା ନିମନ୍ତେ ଓ ଭବିଷ୍ୟତ ରେ ଏହାର ମଙ୍ଗଳ ତଥା ଉନ୍ନତି କାମନା କରି ସଭାପତି ଅକ୍ଷୟ ପାତ୍ର, ତଥା ବାପି ଗୋଛାୟ ତସମୂହ ତୁଳସୀକ୍ଷେତ୍ରାଧିପତି ସିଦ୍ଧ ବଳଦେବଜୀଉ ଙ୍କ ମନ୍ଦିରରେ ଦୀପ ଦାନ କରିଛନ୍ତି | (କେନ୍ଦ୍ରାପଡ଼ା ଜିଲ୍ଲା /ପ୍ରତିନିଧି ଅନିରୁଦ୍ଧ ସେଠୀ) 

ଓଡ଼ିଆ ନବବର୍ଷ ଓ ମହାବିଷୁବ ପଣା ସଂକ୍ରାନ୍ତି ସହ ହନୁମାନ ଜୟନ୍ତୀ ଉପଲକ୍ଷେ ଓଡ଼ିଶା ତାଜା ନ୍ୟୁଜ୍ ପରିବାର ତରଫରୁ ସମସ୍ତଙ୍କୁ ହାର୍ଦ୍ଧିକ ଶୁଭେଚ୍ଛା ଓ ଅଭିନନ୍ଦନ 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version