• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସଟ୍ ସର୍କିଟରୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଅଗ୍ନିକାଣ୍ଡ ; ରାତ୍ର ଜଗୁଆଳିଙ୍କ ଅନୁପସ୍ଥିତିରୁ ୩ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ସମ୍ପତି ଜଳିଗଲା

Proprietor Abhimanyu Maharana by Proprietor Abhimanyu Maharana
April 16, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ସଟ୍ ସର୍କିଟରୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଅଗ୍ନିକାଣ୍ଡ ; ରାତ୍ର ଜଗୁଆଳିଙ୍କ ଅନୁପସ୍ଥିତିରୁ ୩ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ସମ୍ପତି ଜଳିଗଲା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ ( ୧୬ ଏପ୍ରିଲ ଶୁକ୍ରବାର )ହିଞ୍ଜିଳିକାଟୁ :- ବୁଧବାର ବିଳମ୍ବିତ ରାତିରେ ହିଞ୍ଜିଳିକାଟୁ ବ୍ଳକ ଶାସନଆମ୍ବଗାଁ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଦ୍ୟୁତ ସଟ୍ ସର୍କିଟରୁ ଅଗ୍ନିକାଣ୍ଡ ଘଟିଛି । ତେବେ ସଂପୃକ୍ତ ବିଦ୍ୟାଳୟରେ ରାତ୍ର ଜଗୁଆଳିଙ୍କ ଅନୁପସ୍ଥିତିରୁ ପ୍ରାୟ ୩ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ସମ୍ପତି ପୋଡ଼ି ସମ୍ପୁର୍ଣ୍ଣ ନଷ୍ଟ ହୋଇଯାଇଛି । ଅଗ୍ନିକାଣ୍ଡରେ ବିଦ୍ୟାଳୟ ଏକ ପ୍ରକୋଷ୍ଠରେ ଗଚ୍ଛିତ ଥିବା ବିଭିନ୍ନ ବୈଦ୍ୟୁତିକ ଉପକରଣ ସହ ଛାତ୍ରୀନିବାସ ପାଇଁ ଉଦ୍ଧିଷ୍ଠ୧୦୦ଟି ବେଡ଼ର ଗଦି ଏବଂ ପ୍ରାୟ ୩ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ବିଭିନ୍ନ ଆସବାବପତ୍ର ପୋଡ଼ି ଯାଇଛି । ଗୁରୁବାର ଭୋରରୁ ସ୍ଥାନୀୟ ଅଂଚଳର କିଛି ଲୋକ ନିକଟସ୍ଥ ପୋଖରୀକୁ ସ୍ନାନ, ଶୌଚ କରିବାକୁ ଯାଉଥିବା ସମୟରେ

ବିଦ୍ୟାଳୟର ଏକ ପ୍ରକୋଷ୍ଠରୁ ଧୁଆଁ ବାହାରୁଥିବାର ଦେଖି ବିଦ୍ୟାଳୟ ରାତ୍ର ଜଗୁଆଳି ଓ ଅଧ୍ୟକ୍ଷ ଓ ହିଞ୍ଜିଳିକାଟୁ ଅଗ୍ନିଶମ ବାହିନୀଙ୍କୁ ଖବର ଦେଇଥିଲେ ।ଖବର ପାଇ ହିଞ୍ଜିଳିକାଟୁ ଅଗ୍ନିଶମ ବାହିନୀ ଭାରପ୍ରାପ୍ତ ଅଧିକାରୀ ଗୌତମ ସାହୁଙ୍କ ତତ୍ୱାବଧାନରେ କର୍ମଚାରୀ ମୁକ୍ତିକାନ୍ତ ଜେନା, ସନ୍ତୋଷ କୁମାର ସେଠି, ହରିହର ବେହେରା, ଉମେଶ ପ୍ରଦାନ, ବିକ୍ରମ ପ୍ରଧାନ ପ୍ରମୁଖ ଘଟଣା ସ୍ଥଳରେ ପଂହଚି ନିଆଁକୁ ଆୟତ କରିଥିଲେ । ଅନ୍ୟପକ୍ଷରେ ସଂପୃକ୍ତ ବିଦ୍ୟାଳୟରେ କାର୍ଯ୍ୟରତ ରାତ୍ର ଜଗୁଆଳି ଜଣକ ପ୍ରତ୍ୟହ ସନ୍ଧ୍ୟାରେ ବିଦ୍ୟାଳୟରେ ଲାଇଟ ଲଗାଇବା ପରେ ବିଦ୍ୟାଳୟ ଫାଟକରେ ତାଲା ଲଗାଇ ନିଜ ଗ୍ରାମକୁ ଫେରୁ ଆସୁଥିବା ନେଇ ଗ୍ରାମର ବହୁ ଲୋକେ ଅଭିଯୋଗ କରିଛନ୍ତି ।

ଏପରିକି ରାତ୍ର ଜଗୁଆଳି ଜଣକ ନିକଟସ୍ଥ ଗ୍ରାମର ଛାମୁଆ ନେତା ଭାବେ ପରିଚିତ ଥିବାରୁ ଗ୍ରାମବାସୀ ଭୟରେ ରାତ୍ର ଜଗୁଆଳିଙ୍କ ବିରୋଧରେ ସ୍ୱର ଉତୋଳନ କରୁନଥିବା ଜଣାପଡ଼ିଛି । ବିଦ୍ୟାଳୟରେ ରାତ୍ର ଜଗୁଆଳି ଭାବେ କାର୍ଯ୍ୟ କରୁଥିବା କର୍ମଚାରୀ ଜଣକ ସରକାରଙ୍କ ତହବିଲରୁ ଦରମା ପାଉଥିବା ବେଳେ ବିଦ୍ୟାଳୟରେ କାର୍ଯ୍ୟ ନକରି ଘରେ ରାତି ରହୁଥିବାରୁ ଆଜି ଏଭଳି ଏକ ଘଟଣା ଘଟିଲା ଏବଂ ରାତ୍ର ଜଗୁଆଳି ବିଦ୍ୟାଳୟରେ ରାତ୍ର ସମୟରେ ନିୟୋଜିତ ଥିଲେ ଘଟଣା ସର୍ମ୍ପକରେ ଅବଗତ ହୋଇପାରିବା ସହ ଲକ୍ଷାଧିକ ଟଙ୍କାର ଆସବାବ ପତ୍ର ପୋଡ଼ିବାରୁ ବଂଚିତ ହୋଇ ପାରିଥାନ୍ତା ବୋଲି ଗ୍ରାମବାସୀଙ୍କ ମଧ୍ୟରେ ଚର୍ଚ୍ଚା ଜୋର ଧରିଛି । ଜିଲ୍ଲା ପ୍ରଶାସନ ଘଟଣାର ତଦନ୍ତ କରି ସଂପୃକ୍ତ ରାତ୍ର ଜଗୁଆଳିଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି ।  ( ରିପୋର୍ଟ – ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁରରେ ମାଟ୍ରିକ୍ ସଫଳତାର ଗୌରବ : ୫୪୨ ମାର୍କ ରଖି ଚର୍ଚ୍ଚାରେ – ସାଗରିକା

ରଣପୁରରେ ମାଟ୍ରିକ୍ ସଫଳତାର ଗୌରବ : ୫୪୨ ମାର୍କ ରଖି ଚର୍ଚ୍ଚାରେ – ସାଗରିକା

May 7, 2026
ପାରଳାଖମୁଣ୍ଡିଠାରେ ବାଇପାସ୍ ରାସ୍ତା ନିର୍ମାଣ ନେଇ ସାମାଜିକ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖମୁଣ୍ଡିଠାରେ ବାଇପାସ୍ ରାସ୍ତା ନିର୍ମାଣ ନେଇ ସାମାଜିକ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

May 7, 2026
ଗଜପତି ଜିଲ୍ଲାରେ ରେ ଦଶମ ପରୀକ୍ଷାରେ 99.31 ପ୍ରତିଶତ ପାସହାର : ଓଡିଶାର ପ୍ରଥମ

ଗଜପତି ଜିଲ୍ଲାରେ ରେ ଦଶମ ପରୀକ୍ଷାରେ 99.31 ପ୍ରତିଶତ ପାସହାର : ଓଡିଶାର ପ୍ରଥମ

May 7, 2026
ଆଜି ସୁଦ୍ଧା ତାଳଧ୍ଵଜ ରଥ ଏବଂ ଦର୍ପ ଦଳନ ରଥର ପାଞ୍ଚୋଟି ଲେଖାଏଁ ଚକ ନିର୍ମାଣ ଶେଷ

ଆଜି ସୁଦ୍ଧା ତାଳଧ୍ଵଜ ରଥ ଏବଂ ଦର୍ପ ଦଳନ ରଥର ପାଞ୍ଚୋଟି ଲେଖାଏଁ ଚକ ନିର୍ମାଣ ଶେଷ

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁରରେ ମାଟ୍ରିକ୍ ସଫଳତାର ଗୌରବ : ୫୪୨ ମାର୍କ ରଖି ଚର୍ଚ୍ଚାରେ – ସାଗରିକା

ରଣପୁରରେ ମାଟ୍ରିକ୍ ସଫଳତାର ଗୌରବ : ୫୪୨ ମାର୍କ ରଖି ଚର୍ଚ୍ଚାରେ – ସାଗରିକା

May 7, 2026
ପାରଳାଖମୁଣ୍ଡିଠାରେ ବାଇପାସ୍ ରାସ୍ତା ନିର୍ମାଣ ନେଇ ସାମାଜିକ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖମୁଣ୍ଡିଠାରେ ବାଇପାସ୍ ରାସ୍ତା ନିର୍ମାଣ ନେଇ ସାମାଜିକ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version