• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସ୍ଥାୟୀ ସେବା ଯୋଗାଇ ଦେବା ନିମନ୍ତେ ଉପ ଜିଲ୍ଲାପାଳଙ୍କ ନିକଟ ଦାବୀପତ୍ର

Proprietor Abhimanyu Maharana by Proprietor Abhimanyu Maharana
April 16, 2021
in ଓଡ଼ିଶା, ବରଗଡ଼, ହୋମ୍
0
ସ୍ଥାୟୀ ସେବା ଯୋଗାଇ ଦେବା ନିମନ୍ତେ ଉପ ଜିଲ୍ଲାପାଳଙ୍କ ନିକଟ ଦାବୀପତ୍ର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୬ ଅପ୍ରେଲ ଶୁକ୍ରବାର) ପଦ୍ମପୁର :- ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଳକ ଅନ୍ତର୍ଗତ ପଲସଦା ଗ୍ରାମ ପଞ୍ଚାୟତ ଖଇରା ଗ୍ରାମ ଏକ ଆଦିବାସୀ ବହୁଳ ଗ୍ରାମ ଅଟେ । ଏ ଗ୍ରାମର ଲୋକ ସଂଖ୍ଯା ୧୨୦୦ ପର୍ଯ୍ଯନ୍ତ ପ୍ରାୟ ହେବ । ଖଇରା ଗ୍ରାମରେ ପ୍ରଶାସନ ଠିକ୍ ଭାବରେ ସ୍ବାସ୍ଥ୍ଯ ସେବା ଯୋଗାଇ ନ ଦେଉଥିବାରୁ ଏ ଗ୍ରାମର ମହିଳା ମାନେ ପଦ୍ମପୁର ଉପ ଜିଲ୍ଲାପାଳଙ୍କ ଠାରେ ଉଚିତ ପରିମାଣ ସ୍ବାସ୍ଥ୍ଯ ସେବା ଯୋଗାଇ ଦେବା ନିମନ୍ତେ ଏକ ଦାବୀପତ୍ର ପ୍ରଦାନ କରି ଅଛନ୍ତି । ଆଜକୁ ୨୦ .୨୫ ବର୍ଷ ହେବ ପାଖରେ ଥିବା ବିଜାଡିହ ଗ୍ରାମକୁ ଯାଇ ଛୋଟ ଛୋଟ ଶିଶୁ ମାନଙ୍କର ଟିକାକରଣ କରା ଯାଉଅଛି । ହେଲେ ୨ ମାସ ହେବ ଶିଶୁ ମାନଙ୍କର ଟିକାକରଣ ହୋଇ ପାରୁନାହିଁ ।

ପ୍ରଚଣ୍ଡ ଖରାରେ ଛୋଟ ଛୋଟ ଶିଶୁ ମାନଙ୍କୁ ନିକଟରେ ଥିବା ବିଜାଡିହ ଗ୍ରାମକୁ ଚାଳି ଚାଳି ଯିବାକୁ ମହିଳା ମାନେ ଅସମର୍ଥ ପ୍ରକାଶ କରୁଛନ୍ତି । ବର୍ତ୍ତମାନ କରୋନା ଭୟାବହ ପରିସ୍ଥିତିରେ ଅନ୍ଯ ଗ୍ରାମକୁ ଯିବାକୁ ମହିଳା ମାନେ ଭୟ କରୁଛନ୍ତି । ଗତବର୍ଷ ମହିଳା ମାନେ ସ୍ବାସ୍ଥ୍ଯ ବିଭାଗକୁ ଲିଖିତ ଆକାରରେ ନିଜ ଗ୍ରାମରେ ସ୍ବାସ୍ଥ୍ଯ ସେବା ଯୋଗାଇ ଦେବା ପାଇଁ ଏକ ଦାବୀପତ୍ର ପ୍ରଦାନ କରିଥିଲେ । ବିଭାଗୀୟ ଉଚ୍ଚ ପଦସ୍ଥ କର୍ମଚାରୀ ସ୍ଥାୟୀ ସ୍ବାସ୍ଥ୍ଯ ସେବା ଯୋଗାଇ ଦିଆଯିବ ବୋଲି ପ୍ରତିଶୃତି ଦେଇଥିଲେ ।

ହେଲେ ଆଜି ପର୍ଯ୍ୟନ୍ତ କିଛି ଫଳପ୍ରଦ ହେଲା ନାହିଁ । ତେଣୁ ଏହି ଗ୍ରାମରେ ଏହି ସ୍ବାସ୍ଥ୍ଯ ସେବା କେନ୍ଦ୍ର ଖୋଲି ସ୍ଥାୟୀ ସେବା ଯୋଗାଇ ଦେବା ପାଇଁ ଗ୍ରାମର ଶାନ୍ତିଲତା ଭୁଏ,ଜାହ୍ନବୀ ନେଗୀ,ବଲମତୀ ଭୁଏ,ସରସ୍ଵତୀ ଭୁଏ,ସୁଶିଳା ମର୍ହି,ମାସୀ ମର୍ହି,ବନିତା ମର୍ହି,ଦୀପାଞୀଳୀ ମର୍ହି,ଶୁଭା ସାମନୀ,ସୁନୀତା ସୁମନୀଙ୍କ ସମେତ ଗ୍ରାମର ଶତାଧିକ ମହିଳା ଉପ ଜିଲ୍ଲାପାଳଙ୍କ ଠାରେ ଦାବୀପତ୍ର ପ୍ରଦାନ କରିଛନ୍ତି । (ରିପୋର୍ଟ – ନିରୋଜ କୁମାର ପାଣୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

June 19, 2026
ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

June 19, 2026
ସୋଲାର ପ୍ୟାନେଲ ସ୍ଥାପନା କ୍ଷେତ୍ରରେ ଅଗ୍ରଣୀ ବାଲେଶ୍ଵର ଜିଲ୍ଲାରେ ସ୍ଥାପନ ହୋଇଛି ୧୦ହଜାରରୁ ଅଧିକ ରୁଫଟପ୍ ସୋଲାର୍

Baleshwar Leads Odisha’s Energy Transition with Over 10,000 Rooftop Solar Installations

June 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

June 19, 2026
ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version