• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ହିଞ୍ଜିଳିକାଟୁରେ କୋଭିସିଲ୍ଡ ଟୀକା ଅଭାବ : ବରିଷ୍ଟ ନାଗରିକ ମହଲରେ ଅସନ୍ତୋଷ

Proprietor Abhimanyu Maharana by Proprietor Abhimanyu Maharana
April 17, 2021
in Uncategorized, ଓଡ଼ିଶା, ଗଞ୍ଜାମ, ହୋମ୍
0
ହିଞ୍ଜିଳିକାଟୁରେ କୋଭିସିଲ୍ଡ ଟୀକା ଅଭାବ : ବରିଷ୍ଟ ନାଗରିକ ମହଲରେ ଅସନ୍ତୋଷ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୭ ଅପ୍ରେଲ ଶନିବାର ) ହିଞ୍ଜିଳିକାଟୁ :- ସାରା ବିଶ୍ୱରେ ମହାମାରୀ କରୋନା ଭୁତାଣୁ ସଂକ୍ରମଣକୁ ନେଇ ଆତଙ୍କ ସୃଷ୍ଟି ହୋଇଛି । ଏହାକୁ ପ୍ରତିହିତ କରିବା ସକାଶେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉଦ୍ୟମ ପ୍ରଂଶସନୀୟ । କରୋନା ଟୀକାର ଆବିଷ୍କାର ପରେ ଜନସାଧାରଣଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ପ୍ରଥମ ପର୍ଯ୍ୟାୟରେ କରୋନା ଯୋଦ୍ଧା ସମେତ ବରିଷ୍ଟ ନାଗରିକ ମାନଙ୍କୁ କରୋନା ଟୀକା ପ୍ରଦାନ କରାଯିବାକୁ ସରକାର ଘୋଷଣା କରିବା ପରେ ବହୁ କୋରନା ଯୋଦ୍ଧା ସମେତ ବରିଷ୍ଟ ନାଗରିକ ମାନଙ୍କ ମଧ୍ୟରେ ଖୁସିର ବାତାବରଣ ଦେଖିବାକୁ ମିଳିଛି । ପରବର୍ତୀ ସମୟରେ ୪୫ ବର୍ଷରୁ ଉର୍ଦ୍ଧ୍ୱ ଲୋକଙ୍କୁ କରୋନା ଟୀକା ପ୍ରଦାନ କରୋଯିବା ନେଇ ଘୋଷଣା ପରେ ବହୁ ବ୍ୟକ୍ତିଙ୍କ ମଧ୍ୟରେ ଖୁସିର ଲହରୀ ଦେଖିବାକୁ ମିଳିଥିଲା । ୪୫ ବର୍ଷରୁ ଉର୍ଦ୍ଧ୍ୱ ଲୋକ ମାନେ ସମସ୍ତ ସରକାରୀ ଚିକିତ୍ସାଳୟରେ ନିଜ ନାମକୁ ପଞ୍ଜିକରଣ କରିବା ପରେ ଟୀକା ଗ୍ରହଣ କରୁଥିବାର ଦେଖିବାକୁ ମିଳିଥିଲା । ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ପୌରାଂଚଳ ଉପଖଣ୍ଡ ଚିକିତ୍ସାଳୟରେ ମଧ୍ୟ ଗତ କିଛି ଦିନ ଧରି ଟୀକା ପ୍ରଦାନ କରାଯାଉଥିଲା ।

ପ୍ରଥମେ ସ୍ଥାନୀୟ ଉପଖଣ୍ଡ ଚିକିତ୍ସାଳୟ ପୁରୁଣା କୋଠାରେ ଟୀକା ପ୍ରଦାନ କରାଯାଉଥିବା ବେଳେ ସଂପୃକ୍ତ ଚିକିତ୍ସାଳୟ ପୁରୁଣାକୋଠାକୁ କୋଭିଡ଼ କେୟାର ସେଂଟର ଭାବେ କାର୍ଯ୍ୟକାରୀ କରାଯିବା ପରେ ଶୁକ୍ରବାର ଠାରୁ ସ୍ଥାନୀୟ ଉପଖଣ୍ଡ ଚିକିତ୍ସାଳୟ ନୂତନ କୋଠାରେ ଟୀକା ପ୍ରଦାନ କରାଯାଉଥିଲା । ଗଚ୍ଛିତ ଥିବା ଟୀକା ସରିଯିବା ପରେ ଶନିବାର ସଂପୃକ୍ତ ଚିକିତ୍ସାଳୟକୁ ଟୀକା ଗ୍ରହଣ ପାଇଁ ଆସିଥିବା ଶହେରୁ ଉର୍ଦ୍ଧ୍ୱ ଲୋକେ ଟୀକା ପାଇନପାରିବା ଯୋଗୁଁ ସେମାନଙ୍କ ମଧ୍ୟରେ ଅସନ୍ତୋଷ ଭାବ ପ୍ରକାଶ ପାଇଥିଲା । ବହୁ ବରିଷ୍ଟ ନାଗରିକ ମାନେ ଖୁସି ମନରେ ଟୀକା ଗ୍ରହଣ ପାଇଁ ଆସୁଥିବା ବେଳେ ବହୁ ସମୟ ଧରି ଅପେକ୍ଷା କରିବା ପରେ ମଧ୍ୟାନ୍ନ ସମୟ ରେ ଟୀକା ଗଚ୍ଛିତ ନଥିବା ଦର୍ଶାଇ ଘଉଡ଼ାଇ ଦିଆଯାଇଥିଲା । ଫଳରେ ପ୍ରବଳ ଗ୍ରୀଷ୍ମ ପ୍ରବାହରେ ବରିଷ୍ଟ ନାଗରିକ ମାନେ ଚାଲୀ ଚାଲି ଘରକୁ ଫେରୁଥିବାର ଦେଖିବାକୁ ମିଳିଥିଲା । ଟୀକା ଗ୍ରହଣ କରିବାକୁ ଆସିବା ସମୟରେ ଚିକିତ୍ସାଳୟ କର୍ମଚାରୀ ମାନେଟୀକା ଗଚ୍ଛିତ ନଥିବା ନକହିବା ଯୋଗୁଁ କିଛି ସମୟ ପାଇଁ ବରିଷ୍ଟ ନାଗରିକ ଓ ଚିକିତ୍ସାଳୟ କର୍ମଚାରୀଙ୍କ ମଧ୍ୟରେ ଉଚ୍ଚବାଚ୍ଚ ହୋଇଥିବା ଜଣାପଡ଼ିଛି । ବିଭାଗୀୟ ମୁଖ୍ୟ ଘଟଣା ପ୍ରତି ଦୃଷ୍ଟି ପ୍ରଦାନ କରି କରୋନା ଟୀକା ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଗଚ୍ଛିତ ରଖିବାକୁ ବରିଷ୍ଟ ନାଗରିକ ମହଲରେ ଦାବି ହୋଇଛି । ( ରିପୋର୍ଟ : ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆଗୁଆ ପ୍ରସ୍ତୁତି ଏବଂ ଏକ ସମର୍ପିତ କର୍ମଚାରୀ ଦଳର ପ୍ରଚେଷ୍ଟାରେ ରଥଯାତ୍ରାରେ ଭରସାଯୋଗ୍ୟ ବିଦ୍ୟୁତ ଯୋଗାଣ ସୁନିଶ୍ଚିତ କରିପାରିଛି  ଟିପିସିଓଡିଏଲ୍‌

Advanced planning and a dedicated workforce have enabled TPCODL to ensure seamless power supply during the 2026 Rath Yatra

July 28, 2026

Srusti Academy of Management and Technology Becomes an AI-Enabled Campus

ସୃଷ୍ଟି ଏକାଡେମୀ ଅଫ୍ ମ୍ୟାନେଜମେଣ୍ଟ ଆଣ୍ଡ ଟେକ୍ନୋଲୋଜି AI-ସକ୍ଷମ କ୍ୟାମ୍ପସ୍ ହେଲା AI କୁ ବ୍ୟବହାର କରି ଛାତ୍ରଛାତ୍ରୀ ନିଯୁକ୍ତି ଚୟନରେ ସଫଳ

July 28, 2026
Srusti Academy of Management and Technology Becomes an AI-Enabled Campus

Srusti Academy of Management and Technology Becomes an AI-Enabled Campus

July 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆଗୁଆ ପ୍ରସ୍ତୁତି ଏବଂ ଏକ ସମର୍ପିତ କର୍ମଚାରୀ ଦଳର ପ୍ରଚେଷ୍ଟାରେ ରଥଯାତ୍ରାରେ ଭରସାଯୋଗ୍ୟ ବିଦ୍ୟୁତ ଯୋଗାଣ ସୁନିଶ୍ଚିତ କରିପାରିଛି  ଟିପିସିଓଡିଏଲ୍‌

Advanced planning and a dedicated workforce have enabled TPCODL to ensure seamless power supply during the 2026 Rath Yatra

July 28, 2026
ଆଗୁଆ ପ୍ରସ୍ତୁତି ଏବଂ ଏକ ସମର୍ପିତ କର୍ମଚାରୀ ଦଳର ପ୍ରଚେଷ୍ଟାରେ ରଥଯାତ୍ରାରେ ଭରସାଯୋଗ୍ୟ ବିଦ୍ୟୁତ ଯୋଗାଣ ସୁନିଶ୍ଚିତ କରିପାରିଛି  ଟିପିସିଓଡିଏଲ୍‌

ଆଗୁଆ ପ୍ରସ୍ତୁତି ଏବଂ ଏକ ସମର୍ପିତ କର୍ମଚାରୀ ଦଳର ପ୍ରଚେଷ୍ଟାରେ ରଥଯାତ୍ରାରେ ଭରସାଯୋଗ୍ୟ ବିଦ୍ୟୁତ ଯୋଗାଣ ସୁନିଶ୍ଚିତ କରିପାରିଛି ଟିପିସିଓଡିଏଲ୍‌

July 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version