• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ପାରଳାଖେମୁଣ୍ଡି ସହର ଓ କାଶୀନଗର ବ୍ଲକର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗ ପକ୍ଷରୁ ଚଢଉ ; ବେଆଇନ ରନ୍ଧା ମଦ ଜବତ , ଜଣେ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
April 18, 2021
in ଅପରାଧ, ଓଡ଼ିଶା, ଗଜପତି, ହୋମ୍
0
ପାରଳାଖେମୁଣ୍ଡି ସହର ଓ କାଶୀନଗର ବ୍ଲକର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗ ପକ୍ଷରୁ ଚଢଉ ; ବେଆଇନ ରନ୍ଧା ମଦ ଜବତ , ଜଣେ ଗିରଫ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୭ ଅପ୍ରେଲ ଶନିବାର ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲାସଦର ମହକୁମା ପାରଳାଖେମୁଣ୍ଡି ସମେତ କାଶୀନଗର ବ୍ଲକର ବିଭିନ୍ନ ସ୍ଥାନରେ ଚଢ଼ାଉ ବେଆଇନ ରନ୍ଧାମଦ ଜବତ ଜଣେ ଗିରଫ । ଜିଲ୍ଲାପାଳ ଅନୁପମ ସାହା ଓ ଅବକାରୀ ଅଧିକ୍ଷକ ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ନିର୍ଦ୍ଦେଶ କ୍ରମେ କାଶୀନଗର ବ୍ଲକର ସିଙ୍ଗିପୁର, ସିରିଡା, ବୁର୍ତ୍ତିଗୁଡା ଆଦି ଗ୍ରାମରେ ଚଢାଉ କରାଯାଇ ୨୮୦ ଲିଟର ବେଆଇନ୍ ରନ୍ଧା ମଦ ଜବତ କରାଯାଇଥିବାର ଜଣାପଡିଛି । ଏହାସର ୩୮୦୦ କେଜି ଗୁଡ ମହୁଲ ଓ ପୋଚ ଆଦି ନଷ୍ଟ କରି ଦିଆଯାଇଥିବାର ଅବକାରୀ ବିଭାଗ ସୂତ୍ରରୁ ପ୍ରକାଶ ।

ମଦ ଚାଲାଣରେ ବ୍ୟବହୃତଏକ ଅଟୋ (ଏପି୩୦ ଡବ୍ଲ୍ୟୁ ୭୭୯୯)କୁ ଜବତ କରିବା ସହ ଅଭିଯୁକ୍ତ ପାରଳାଖେମୁଣ୍ଡି ସହରର କାବିଟି ସାହିର ବାସିନ୍ଦା ଗାଣ୍ଟାମାଳତୀ ରାଓଙ୍କୁ ଗିରଫ କରାଯାଇଛି । ଏହି ଚଢାଉରେ କାଶୀନଗର ପୋଲିସ ଓ ଅବକାରୀ ବିଭାଗ କର୍ମଚାରୀ ମିଳିତ ଭାବେ ହୋଇଥିଲା । ଇନ୍‌ସ୍ପେକ୍ଟର ପଦ୍ମ ଚରଣ ସାହୁଙ୍କ ନେତୃତ୍ୱରେ ସବଇନିସ୍ପେକ୍ଟର ଚନ୍ଦ୍ର ଶେଖର ପଡିଆରି, ମୋବାଇଲ୍ ୟୁନିଟର ଏଏସ୍‌ଆଇ କିଶୋର ଚନ୍ଦ୍ର ରଥ, ମୋଜନି ଶବର, ଚିତ୍ତ ରଂଜନ ଜେନା, କାହ୍ନୁ ଚରଣ ବଡଦଳାଇ, ପ୍ରେମାନନ୍ଦ ଗୌଡ ପ୍ରମୁଖ ଚଢାଉରେ ଭାଗ ନେଇଥିଲେ । ( ରିପୋର୍ଟ – ଗରୁଡ଼ଧ୍ଵଜ ଚୌଧୁରୀ ) 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୂଆ ହୋଣ୍ଡା ଜେଡ୍‌ଆର୍-ଭିର ବଜାର ପ୍ରବେଶ

ନୂଆ ହୋଣ୍ଡା ଜେଡ୍‌ଆର୍-ଭିର ବଜାର ପ୍ରବେଶ

August 9, 2026
୩୮ଟି MoU, ୬୪,୭୦୩ କୋଟି ଟଙ୍କାର ନିବେଶ, ୪୬,୦୭୧ ନିଯୁକ୍ତି ସୁଯୋଗ

୩୮ଟି MoU, ୬୪,୭୦୩ କୋଟି ଟଙ୍କାର ନିବେଶ, ୪୬,୦୭୧ ନିଯୁକ୍ତି ସୁଯୋଗ

August 9, 2026
Kishore Dwibedi receives Kalinga Samman-2026

କିଶୋର ଦ୍ବିବେଦୀଙ୍କୁ କଳିଙ୍ଗ ସମ୍ମାନ-୨୦୨୬ ପ୍ରଦାନ

August 9, 2026
Kishore Dwibedi receives Kalinga Samman-2026

Kishore Dwibedi receives Kalinga Samman-2026

August 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୂଆ ହୋଣ୍ଡା ଜେଡ୍‌ଆର୍-ଭିର ବଜାର ପ୍ରବେଶ

ନୂଆ ହୋଣ୍ଡା ଜେଡ୍‌ଆର୍-ଭିର ବଜାର ପ୍ରବେଶ

August 9, 2026
୩୮ଟି MoU, ୬୪,୭୦୩ କୋଟି ଟଙ୍କାର ନିବେଶ, ୪୬,୦୭୧ ନିଯୁକ୍ତି ସୁଯୋଗ

୩୮ଟି MoU, ୬୪,୭୦୩ କୋଟି ଟଙ୍କାର ନିବେଶ, ୪୬,୦୭୧ ନିଯୁକ୍ତି ସୁଯୋଗ

August 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version