• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ନିଶ୍ଚନ୍ତ କୋଇଲି ମେଡିକାଲ ର ସମସ୍ୟା ଦୂର ପାଇଁ ଅଣ୍ଟା ଭିଡିଲା ସଚେତନ ନାଗରିକ ମଞ୍ଚ, ମେଡିକାଲ ପରିସରରେ ଅନଶନ

Proprietor Abhimanyu Maharana by Proprietor Abhimanyu Maharana
February 24, 2020
in Uncategorized, ଓଡ଼ିଶା, ହୋମ୍
0
ନିଶ୍ଚନ୍ତ କୋଇଲି ମେଡିକାଲ ର ସମସ୍ୟା ଦୂର ପାଇଁ ଅଣ୍ଟା ଭିଡିଲା ସଚେତନ ନାଗରିକ ମଞ୍ଚ, ମେଡିକାଲ ପରିସରରେ ଅନଶନ
Share on FacebookShare on TwitterWhatsapp

ମାହାଙ୍ଗା କଟକ, (ଓଡିଶା ତାଜା ନ୍ୟୁଜ୍ ) ନିଶ୍ଚନ୍ତ କୋଇଲି 24/02/20:-କଟକ ଜିଲ୍ଲା ନିଶ୍ଚନ୍ତ କୋଇଲି ମେଡିକାଲ ର ସମସ୍ୟା ଦୂର ଡାକ୍ତର, କର୍ମଚାରୀ ଓ ଉତ୍ତମ ଭିତିଭୂମି ର ବିକାଶ ପାଇଁ ଅଣ୍ଟା ଭିଡିଲା ନିଶ୍ଚନ୍ତକୋଇଲି ସଚେତନ ନାଗରିକ ମଞ୍ଚ,ମେଡିକାଲ ରେ ଥିବା ସମସ୍ୟାକୁ ସରକାର ସମାଧାନ କରିବା ନେଇ ପଦକ୍ଷେପ ନେଉନଥିବାରୁ ମେଡିକାଲ ପରିସରରେ ଅନଶନ କରିଛନ୍ତି ମଞ୍ଚ କର୍ମକର୍ତା ମାନେ,ନିଶ୍ଚିନ୍ତକୋଇଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଟି କଟକ-ଚାନ୍ଦବାଲି ରାସ୍ତା ର ପାର୍ଶ୍ଵରେ ଥିବାରୁ ପ୍ରତ୍ୟେକ ଦିନ ଏଠାକୁ ଅନେକ ରାସ୍ତା ଦୁର୍ଘଟଣା ଜନିତ ରୋଗୀ ମାନେ ଆସନ୍ତି। ଫଳରେ ଏଠାରେ ଡାକ୍ତର ଓ ଆନୁସଙ୍ଗିକ ଚିକିତ୍ସା ବ୍ୟବସ୍ଥା ଅଭାବ ଦର୍ଶାଇ କଟକ ସ୍ଥାନାନ୍ତର କରାଯାଏ। ଖାଲି ଏତିକି ନୁହେଁ ଏହି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଉପରେ ନିଶ୍ଚିନ୍ତକୋଇଲି ବ୍ଲକ ର ୪୨ ଟି ପଂଚାୟତ ଏବଂ ମାହାଙ୍ଗା ବ୍ଲକର ୧୫ ଟି ପଂଚାୟତ ନିର୍ଭର କରୁଥିବା ବେଳେ ଉତ୍ତମ ଚିକିତ୍ସା ସେବା ମିଳି ପାରେନା, ମେଡିକାଲର ବିଭିନ୍ନ ସମସ୍ୟା o ୮ ଦଫା ଦାବି ନେଇ ସ୍ଥାନୀୟ ଅଂଚଳବାସୀ ମାନେ ନିଶ୍ଚିନ୍ତକୋଇଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଆଗରେ ଆମରଣ ଅନଶନ ରେ ବସିଛନ୍ତି। ଦୀର୍ଘ ଦିନରୁ ଏହି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରେ କୁକୁର ଓ ସାପ କାମୁଡା ଇଞ୍ଜେକସନ ର ଅଭାବ, ସ୍ବାସ୍ଥ୍ୟକେନ୍ଦ୍ର ରେ କର୍ମଚାରୀ, ଡାକ୍ତର ପଦବୀ ପୂରଣ, ଜେନେରେଟର ସୁବିଧା, ନିରାମୟ ଯୋଜନା ରେ ମିଳୁଥିବା ସମସ୍ତ ଔଷଧ ମହଜୁଦ ନରହିବା, ରୋଗୀମାନଙ୍କୁ ଖାଦ୍ୟ ଯୋଗାଣ,ରୋଗୀ ମାନଙ୍କ ସଂପର୍କୀୟ ମାନଙ୍କ ପାଇଁ ଶୌଚାଳୟ ବ୍ୟବସ୍ଥା, ଗୁରୁତର ରୋଗୀମାନଙ୍କୁ ଜରୁରୀକାଳୀନ ଚିକିତ୍ସା ସେବା ଏବଂ ଗାଡ଼ି ପାର୍କିଂ ବ୍ୟବସ୍ଥା ତୁରନ୍ତ କରାଯାଉ ବୋଲି ଦାବି ରହିଛି। ନିଶ୍ଚିନ୍ତକୋଇଲି ବ୍ଲକ ର ୪୨ ଟି ପଂଚାୟତ ଏବଂ ମାହାଙ୍ଗା ବ୍ଲକର ୧୫ ଟି ପଂଚାୟତ ଜନସାଧାରଣ ମାନେ ସ୍ୱାସ୍ଥ୍ୟ ସେବା ଉପରେ ନିର୍ଭର କରୁଥିବାବେଳେ ଏଠାରେ ଏହି ସବୁ ମୌଳିକ ସୁବିଧା ସୁଯୋଗ ତୁରନ୍ତ ଯୋଗାଇ ଦେବାକୁ ଦାବି କରି ଅନଶନ ଜାରି ରହିଛି।ଦାବୀ ପୂରଣ ନହେଲେ ଅନଶନ ଅନିର୍ଦିଷ୍ଟ ସମୟ ପାଇଁ ଚାଲିବ ବୋଲି ମଞ୍ଚ ପକ୍ଷରୁ ସୂଚନା ଦିଆଯାଇଛି,

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
World Odisha Society hosts Shakti Utsaba with grandeur

ୱାର୍ଲଡ ଓଡ଼ିଶା ସୋସାଇଟି ଦ୍ୱାରା ଦିଲ୍ଲୀରେ ଶକ୍ତି ଉତ୍ସବ ଆୟୋଜିତ

March 9, 2026
World Odisha Society hosts Shakti Utsaba with grandeur

World Odisha Society hosts Shakti Utsaba with grandeur

March 8, 2026
ଓଡ଼ିଶା ଦୃଷ୍ଟିହୀନ ମହିଳା ସଂଘ ତରଫରୁ ଅନ୍ତର୍ଜାତୀୟ ମହିଳା ଦିବସ

ଓଡ଼ିଶା ଦୃଷ୍ଟିହୀନ ମହିଳା ସଂଘ ତରଫରୁ ଅନ୍ତର୍ଜାତୀୟ ମହିଳା ଦିବସ

March 8, 2026
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

World Odisha Society hosts Shakti Utsaba with grandeur

ୱାର୍ଲଡ ଓଡ଼ିଶା ସୋସାଇଟି ଦ୍ୱାରା ଦିଲ୍ଲୀରେ ଶକ୍ତି ଉତ୍ସବ ଆୟୋଜିତ

March 9, 2026
World Odisha Society hosts Shakti Utsaba with grandeur

World Odisha Society hosts Shakti Utsaba with grandeur

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version