• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶଙ୍ଖଚିଲା ମା’ହିଙ୍ଗୁଳାଙ୍କ ସପ୍ତଦଶ ପରିଚାଳନା କମିଟି ଗଠିତ ; କୃଷ୍ଣ ଚନ୍ଦ୍ର ସଭାପତି , ବାବୁଲି ହେଲେ ସଂପାଦକ ଚୟନ

Proprietor Abhimanyu Maharana by Proprietor Abhimanyu Maharana
April 18, 2021
in ଓଡ଼ିଶା, ଯାଜପୁର, ହୋମ୍
0
ଶଙ୍ଖଚିଲା ମା’ହିଙ୍ଗୁଳାଙ୍କ ସପ୍ତଦଶ ପରିଚାଳନା କମିଟି ଗଠିତ ; କୃଷ୍ଣ ଚନ୍ଦ୍ର ସଭାପତି , ବାବୁଲି ହେଲେ ସଂପାଦକ ଚୟନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୮ ଏପ୍ରିଲ ରବିବାର )କୋରାଇ :-  ଯାଜପୁର ଜିଲ୍ଲା ର ଆଧିଷ୍ଠାତ୍ରୀ ଦେବୀ ଶଙ୍ଖଚିଲେଶ୍ୱରୀ ମା’ ହିଙ୍ଗୁଳାଙ୍କ ପୂଜା ନୀତିକାନ୍ତିର ପରିଚାଳନା ନିମନ୍ତେ ସପ୍ତଦଶ କମିଟି ଗଠନ କରାଯାଇଛି । ପୁରତାନ କମିଟର ଉପସଭାପତି ଭାସ୍କର ପୃଷ୍ଟିଙ୍କ ଆବାହକତ୍ୱ ରେ ଅନୁଷ୍ଠିତ ବୈଠକରେ ଚଳିତ ବର୍ଷ ନୂତନ ପରିଚାଳନା କମିଟିର କର୍ମକର୍ତା ଚୟନ କରାଯାଇଥିଲା । ଦୀର୍ଘ ୨୬ ବର୍ଷ ଧରି ସଂପାଦକ ଦାୟିତ୍ୱ ନିର୍ବାହକରି ଆସୁଥିବା ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ କୃଷ୍ଣଚନ୍ଦ୍ର ସାହୁଙ୍କୁ ସଭାପତି ଭାବେ ମନୋନିତ କରାଯାଇଥିବା ବେଳେ ସମ୍ପାଦକ ଭାବେ କୃଷ୍ଣଚନ୍ଦ୍ର ବାବୁଲି ସାହୁଙ୍କୁ ସର୍ବସମ୍ମତି କ୍ରମେ ମନୋନୀତ କରାଯାଇଥିଲା ।

ସେହିପରି ଉପସଭାପତି ଭାବେ ପ୍ରଭାତକୁମାର ପଥାଳ, ସହସମ୍ପାଦକ ଭାବେ ଅନନ୍ତଚନ୍ଦ୍ର ମଲିକ, କୋଷାଧ୍ୟକ୍ଷ ଭାବେ ଅମୂଲ୍ୟଚନ୍ଦ୍ର ସାହୁଙ୍କୁ ଚୟନ କରାଯାଇଥିଲା ବେଳେ ‘ନୀତି କମିଟି’ର ପଚରିଚାଳକ ଭାବେ ମହେନ୍ଦ୍ର କୁମାର ନାୟକ ଓ ‘ନାମଯଜ୍ଞ ପରିଚାଳକ’ ଭାବେ ବାଇଧର ନାୟକ ପ୍ରମୁଖ ୭ଜଣଙ୍କୁ ଚୟନ କରାଯାଇଛି । ଅନୁଷ୍ଠିତ ବୈଠକରେ ଖମଣ ପଂଚାୟତର ଠାକୁରପାଟଣା, ମଠାପଟଣା, ଗୋଡିପାଟଣା, ଉଦୟପାଟଣା, ନୂଆପାଟଣା, ରାଧାନଗରପାଟଣା, ବଢେଇଟିକର , ଗୁରୁସାହି, ନାଉଡୁପୁର (ଉପର) , ନାଉଡପୁର (ତଳ), ନାହାନ୍ଦା ଓ ଖମଣ ପ୍ରଭୃତି ୧୨ଖଣ୍ଡ ଗାଁର ମୁଖ୍ୟଙ୍କ ସମେତ ୨୮ଜଣ ଓ ୫ଜଣ ମନୋନୀତ ସଦସ୍ୟଙ୍କୁ ମିଶାଇ ମୋଟ ୩୩ଜଣ ସଦସ୍ୟଙ୍କ ଦ୍ୱାରା ଏହି କମିଟି ଗଠନ କରାଯାଇଛି ।

ଅନୁଷ୍ଠିତ ବୈଠକରେ ମହେଶ୍ୱର ଖୁଂଟିଆ, ବଳରାମ ସାହୁ, ରଘୁନାଥ ସାହୁ, ଗଜେନ୍ଦ୍ର ମହାକୁଡ, ପ୍ରକାଶ ଚନ୍ଦ୍ର ପୃଷ୍ଟି, ରବିନ୍ଦ୍ର ସାହୁ , ବିନୋଦ ଦାସ, ଗଣେଶ୍ୱର ପାଢୀ, ରମେଶ ଚନ୍ଦ୍ର ସାହୁ, ପ୍ରଶାନ୍ତ ଗୁରୁ, ବାବୁଲାଲ ଗୁରୁ, ଚକ୍ରଧର ସାହୁ, ବିଦ୍ୟାଧର ବେହେରା, ପ୍ରଫୁଲ ସାହୁ, କୃଷ୍ଣଚନ୍ଦ୍ର ମଲିକ, ଦଶରଥ ନାୟକ, ସୁରେନ୍ଦ୍ର ସାହୁ ପ୍ରମୁଖ ସଦସ୍ୟଗଣ ଉପସ୍ଥିତ ଥିଲେ । ଗଠିତ ନୂତକମିଟିର ଅବଧି ୩ବର୍ଷ ହୋଇଥିଲା ବେଳେ ନୂତନ କର୍ମକର୍ତାଗଣ ନୀତିନିୟମ ଅନୁଯାୟୀ ପୂଜାନୀତିକାନ୍ତି ସଠିକ ଭାବେ ପରିଚାଳନା କରିବେ ବୋଲି ମା’ହିଙ୍ଗୁଳାଙ୍କ ନିକଟରେ ପୂଜକ କମଳାକାନ୍ତ ମିଶ୍ରଙ୍କ ତତ୍ୱାବଧନାରେ ଶପଥ ଗ୍ରହଣ କରିଥିଲେ । ଶେଷରେ ସଭାପତି ଶ୍ରୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । (ରିପୋର୍ଟ -ରଶ୍ମିରେଖା ମଲ୍ଲିକ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

July 23, 2026
ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

July 23, 2026
ପୂର୍ବାଞ୍ଚଳ ଆଞ୍ଚଳିକ ପୋଲିସ ସମନ୍ୱୟ କମିଟି (ERPCC) ବୈଠକ–୨୦୨୬ : ଆନ୍ତଃରାଜ୍ୟ ଅପରାଧ, ନକ୍ସଲ ଦମନ ଓ ସମନ୍ୱିତ ସୁରକ୍ଷା ରଣନୀତି ଉପରେ ବ୍ୟାପକ ଆଲୋଚନା

Eastern Regional Police Coordination Committee (ERPCC) Meeting–2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

July 23, 2026
ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

July 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version