• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ହିଞ୍ଜିଳିରେ ସ୍ୱାସ୍ଥ୍ୟ ସ୍କ୍ରିନିଂ ପ୍ରକ୍ରିୟା ଆରମ୍ଭ

Proprietor Abhimanyu Maharana by Proprietor Abhimanyu Maharana
April 20, 2021
in ଓଡ଼ିଶା, କରୋନା, ଗଞ୍ଜାମ
0
ହିଞ୍ଜିଳିରେ ସ୍ୱାସ୍ଥ୍ୟ ସ୍କ୍ରିନିଂ ପ୍ରକ୍ରିୟା ଆରମ୍ଭ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ ( ୨୦ ଏପ୍ରିଲ , ମଙ୍ଗଳବାର ) ହିଞ୍ଜିଳିକାଟୁ :- ରାଜ୍ୟର୧୦ଟି ଜିଲ୍ଲାରେ କରୋନା ଗ୍ରାଫ ଉପର ମୁଁହା ସ୍ଥିତିରେ ରହିଛି । ଅବଶିଷ୍ଟ ୨୦ଟି ଜିଲ୍ଲାରେ କରୋନାର ସ୍ଥିତି ସାଙ୍ଘାତିକ ନ ଥିଲେ ମଧ୍ୟ ପରିସ୍ଥିତି ନିୟନ୍ତ୍ରଣ ଉପରେ ରହିଛି । ରାଜ୍ୟରେ ଦୈନିକ ସଂକ୍ରମଣ ସଂଖ୍ୟା ୪ ହଜାର ରୁ ଉର୍ଦ୍ଧ୍ବ ପାର ହେଉଥିବା ବେଳେ ଟେଷ୍ଟିଂ,ଟ୍ରେସିଂ ଓ ଟ୍ରିଟିଙ୍ଗ ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରିଛନ୍ତି । ଗଞ୍ଜାମ ଜିଲ୍ଲାରେ ଦୈନିକ ସଂକ୍ରମଣ ସଂଖ୍ୟା ୫୦ ପାର ହେଉଥିବା ବେଳେ ଜିଲ୍ଲା ପ୍ରଶାସନ ପକ୍ଷରୁ ମୁକାବିଲା ସକାଶେ ବହୁ ପଦକ୍ଷେପ ଗ୍ରହଣ କରାଯାଇଛି । କରୋନା ସଂକ୍ରମିତକୁ ଭିହ୍ନଟ ସକାଶେ ସ୍ୱାସ୍ଥ୍ୟ ସ୍କ୍ରିନିଂ ପ୍ରକ୍ରିୟାକୁ ପ୍ରାଥମିକତା ପ୍ରଦାନ କରାଯାଇଛି ।

ଏଥିସହିତ ଟୀକାକରଣ ପ୍ରକ୍ରିୟା ଆରମ୍ଭ କରାଯାଇ କରୋନା ମୁକାବିଲା କ୍ଷେତ୍ରରେ ଏକ ବଡ ପଦକ୍ଷେପ ଗ୍ରହଣ କରାଯାଇଛି । ଜିଲ୍ଲାରେ ଅଧିକ ସଂକ୍ରମଣ ଯେପରି ବୃଦ୍ଧି ନ ହୁଏ ସେଥିପ୍ରତି ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ କରାଯାଇଛି । ଏହି ପରିପ୍ରେକ୍ଷୀରେ ହିଞ୍ଜିଳି ବ୍ଳକ ସମରଝୋଳ ଗ୍ରାମରେ ମଙ୍ଗଳବାର ସ୍ୱାସ୍ଥ୍ୟ ପରୀକ୍ଷଣ ପ୍ରକ୍ରିୟା ଆରମ୍ଭ ହୋଇଥିଲା । ଛତ୍ରପୁର ଉପ ଜିଲ୍ଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି ଉପସ୍ଥିତ ରହି ଆନୁଷ୍ଠାନିକ ଭାବେ ସ୍ୱାସ୍ଥ୍ୟ ସ୍କ୍ରିନିଂ ପ୍ରକ୍ରିୟା ଆରମ୍ଭ କରିଥିଲେ । ପ୍ରତି ପରିବାରର ସଦସ୍ୟମାନେ ସ୍ୱାସ୍ଥ୍ୟ ପରୀକ୍ଷଣ କରି ଆବଶ୍ୟକୀୟ ସୁରକ୍ଷା ପ୍ରତି ଯତ୍ନଶୀଳ ହେବା ପାଇଁ ଅବଗତ କରାଇଥିଲେ ।

ଏଥିପାଇଁ କ୍ଷେତ୍ରୀୟ ସ୍ତରରେ ନିୟୋଜିତ କର୍ମଚାରୀ ମାନେ ଘରକୁ ଘର ବୁଲି ଚିହ୍ନଟ ପ୍ରକ୍ରିୟାକୁ ନିଷ୍ଠାର ସହ ସମ୍ପାଦନ କରିବାକୁ ପରାମର୍ଶ ଦେଇଥିଲେ । କରୋନା ସଂକ୍ରମଣ ମୁକାବିଲା କରିବାକୁ ହେଲେ ଗ୍ରାମବାସୀଙ୍କ ସହଯୋଗ ନିହାତି ଆବଶ୍ୟକ ବୋଲି ଉପ ଜିଲ୍ଲାପାଳ ଉପସ୍ଥିତ ଲୋକ ମାନଙ୍କୁ ସୂଚନା ଦେଇଥିଲେ । ଉପ ଜିଲ୍ଲାପାଳଙ୍କ ସହ ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡଃ ମନୋରଞ୍ଜନ ସାହୁ, ସିଡିପିଓ ଶୁଭଶ୍ରୀ ପାତ୍ର ଓ ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସଙ୍କ ସମେତ ପରିଚାଳିକା ବନଜା ବେହେରା, ସୋନାଲି ବେହେରା, ଅଙ୍ଗନବାଡି ଓ ଆଶା କର୍ମୀ ଉପସ୍ଥିତ ଥିଲେ । ( ରିପୋର୍ଟ ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଥଖଳା ରେ ଘୁମୁସର ରୁ ୨୮ ଖଣ୍ଡ କାଠ ପହଁଚିଲା

ରଥଖଳା ରେ ଘୁମୁସର ରୁ ୨୮ ଖଣ୍ଡ କାଠ ପହଁଚିଲା

April 26, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୦ ଗୋଲରେ କୋପରେଟିଭ ହାଇସ୍କୁଲ୍ ଗାର୍ଲ୍ସ ଏଫ୍.ସି ବାଇଗୁଣିଆ ବିଜୟୀ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୦ ଗୋଲରେ କୋପରେଟିଭ ହାଇସ୍କୁଲ୍ ଗାର୍ଲ୍ସ ଏଫ୍.ସି ବାଇଗୁଣିଆ ବିଜୟୀ

April 26, 2026
ଇନର୍‌ ହ୍ୱିଲ୍‌ କ୍ଲବ ଅଫ୍‌ ଭୁବନେଶ୍ୱର ମିଡୋଜ୍‌ ଚାର୍ଟର ଉପସ୍ଥାପନା କରୁଣା, ଉଦ୍ଦେଶ୍ୟ ଏବଂ ସେବା ସହିତ ଅନୁଷ୍ଠିତ

ଇନର୍‌ ହ୍ୱିଲ୍‌ କ୍ଲବ ଅଫ୍‌ ଭୁବନେଶ୍ୱର ମିଡୋଜ୍‌ ଚାର୍ଟର ଉପସ୍ଥାପନା କରୁଣା, ଉଦ୍ଦେଶ୍ୟ ଏବଂ ସେବା ସହିତ ଅନୁଷ୍ଠିତ

April 26, 2026
ରେନ୍‌ବୋ ଆସେଟ୍‌ସ୍‌ ପୃଥିବୀ ଦିବସରେ ଭୁବନେଶ୍ୱରରେ ବିଶାଳ ତୁଳସୀ ବଣ୍ଟନ କାର୍ଯ୍ୟକ୍ରମ ଆୟୋଜନ ସହିତ ସବୁଜ ଓ ଆଧ୍ୟାତ୍ମକ ଜୀବନଶୈଳୀକୁ ପ୍ରେରଣା ଦେଲା

ରେନ୍‌ବୋ ଆସେଟ୍‌ସ୍‌ ପୃଥିବୀ ଦିବସରେ ଭୁବନେଶ୍ୱରରେ ବିଶାଳ ତୁଳସୀ ବଣ୍ଟନ କାର୍ଯ୍ୟକ୍ରମ ଆୟୋଜନ ସହିତ ସବୁଜ ଓ ଆଧ୍ୟାତ୍ମକ ଜୀବନଶୈଳୀକୁ ପ୍ରେରଣା ଦେଲା

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଥଖଳା ରେ ଘୁମୁସର ରୁ ୨୮ ଖଣ୍ଡ କାଠ ପହଁଚିଲା

ରଥଖଳା ରେ ଘୁମୁସର ରୁ ୨୮ ଖଣ୍ଡ କାଠ ପହଁଚିଲା

April 26, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୦ ଗୋଲରେ କୋପରେଟିଭ ହାଇସ୍କୁଲ୍ ଗାର୍ଲ୍ସ ଏଫ୍.ସି ବାଇଗୁଣିଆ ବିଜୟୀ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୦ ଗୋଲରେ କୋପରେଟିଭ ହାଇସ୍କୁଲ୍ ଗାର୍ଲ୍ସ ଏଫ୍.ସି ବାଇଗୁଣିଆ ବିଜୟୀ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version