• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ବିଧାନସଭା ରେ କଦଳୀ ଚାଷ ପ୍ରସଙ୍ଗ

Proprietor Abhimanyu Maharana by Proprietor Abhimanyu Maharana
February 26, 2020
in Uncategorized, ଓଡ଼ିଶା, ରାଜନୀତି, ହୋମ୍
0
ବିଧାନସଭା ରେ କଦଳୀ ଚାଷ ପ୍ରସଙ୍ଗ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶା ତାଜା ନ୍ୟୁଜ୍ ) ଓଡ଼ିଶା ବିଧାନସଭା 26.2.2020 :- ଓଡ଼ିଶା ବିଧାନସଭା ରେ ଆଜି ଗୃହ ଆରମ୍ଭ ହେବା ମାତ୍ରେ କଦଳୀ ଚାଷ ପ୍ରସଙ୍ଗ କୃଷି ଓ କୃଷକ ସଶକ୍ତି କରଣ ମନ୍ତ୍ରୀ ଅନୁଗ୍ରହ କରି କହିବେ କି – ରାଜ୍ୟରେ ବାର୍ଷିକ କେତେ ପରିମାଣର କଦଳୀ ଆବଶ୍ୟକତା ଥିବାବେଳେ ରାଜ୍ୟରେ କେତେ ଅମଳ ହେଉଛି ଓ କେତେ ଆମଦାନୀ ହେଉଛି ପ୍ରକାଶ କରି କଦଳୀ ଉତ୍ପାଦନରେ ରାଜ୍ୟକୁ ଆତ୍ମନିର୍ଭରଶୀଳ କରିବାକୁ କି ପଦକ୍ଷେପ ଗ୍ରହଣ କରାଯାଉଛି । ଆଜି ଗୃହ ଆରମ୍ଭ ହେବା ମାତ୍ରେ କଦଳୀ କୁ ନେଇ ଉପରୋକ୍ତ ପ୍ରଶ୍ନ କରିଥିଲେ କଟକ- ଚୌଦ୍ୱାର ବିଧାୟକ ସୌଭିକ ବିଶ୍ୱାଳ ।

ଏହି ପ୍ରଶ୍ନର ଉତ୍ତର ରଖି କୃଷି ମନ୍ତ୍ରୀ ଅରୁଣ ସାହୁ କହିଥିଲେ ଯେ କଦଳୀ ଚାଷ ପାଇଁ ପ୍ରୋତ୍ସାହନ ଦିଆଯାଉଛି | ବର୍ତ୍ତମାନ ରାଜ୍ୟରେ ୨୨ ହଜାର ହେକ୍ଟରରେ କଦଳୀ ଚାଷ କରାଯାଉଛି |ଏହାଛଡା ଅନ୍ୟମାନେ ନିଜ ବାଡ଼ିରେ ମଧ୍ୟ କଦଳୀ ଗଛ ଲଗାଉଛନ୍ତି | ରାଜ୍ୟରେ ୪ ଲକ୍ଷ ମେଟ୍ରିକ ଟନ କଦଳୀ ଉତ୍ପାଦନ ହେଉଛି | ଆନ୍ଧ୍ର କଦଳୀ ବ୍ରାଣ୍ଡ ହୋଇସାରିଛି ତେଣୁ ଲୋକ ଭାବୁଛନ୍ତି ସବୁ କଦଳୀ ଆନ୍ଧ୍ରରୁ ଆସୁଛି | କଦଳୀ ଚାଷକୁ ପ୍ରୋତ୍ସାହନ ଦେବା ପାଇଁ ଜାତୀୟ ଉଦ୍ୟାନ କୃଷି ମିଶନରୁ ସହାୟତା ଦିଆଯାଉଛି | ଅଧିକ କଦଳୀ ଉତ୍ପାଦନ ଓ ଗୁଣବତ୍ତା ପାଇଁ ଢେଙ୍କାନାଳ ଓ ଭୁବନେଶ୍ୱରରେ ଉନ୍ନତମାନର କଦଳୀ ଚାରା ପାଇଁ ଟିସୁ କଲଚରର ବ୍ୟବସ୍ଥା କରାଯାଇଛି |

୪ରୁ ୫ ବି ବର୍ଷ ପରେ କଦଳୀ ଚାଷରେ ଓଡ଼ିଶା ଆତ୍ମନିର୍ଭରଶୀଳ ହୋଇପାରିବ ବୋଲି ମନ୍ତ୍ରୀ କହିଛନ୍ତି | ସେହିପରି ପାଚିଲା କଦଳୀ ପାଇଁ ପଡୋଶୀ ରାଜ୍ୟ ଉପରେ ନିର୍ଭର କରିବାକୁ ପଡୁଛି। କଦଳୀ ଚାଷକୁ ପ୍ରୋତ୍ସାହନ ଦେବାକୁ ଚାଷୀଙ୍କୁ ହେକ୍ଟର ପ୍ରତି ୪୦୯୮୫ ଟଙ୍କା ସହାୟତା ଦିଆଯାଉଛି |ଦେବଗଡ଼, ଅନୁଗୁଳ, ସୁନ୍ଦରଗଡ଼, ସମ୍ବଲପୁର, ବଲାଙ୍ଗୀର, କଳାହାଣ୍ଡି, ଝାରସୁଗୁଡା, ଜିଲ୍ଲାରେ କଦଳୀ ଚାଷକୁ ପ୍ରାଧାନ୍ୟ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି |

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026
ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version