• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୯୪ ଜଣ ନବନିଯୁକ୍ତ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ

Proprietor Abhimanyu Maharana by Proprietor Abhimanyu Maharana
April 23, 2021
in ଓଡ଼ିଶା
0
୯୪ ଜଣ ନବନିଯୁକ୍ତ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ
Share on FacebookShare on TwitterWhatsapp

‘ଗତାନୁଗତିକ ଧାରାରୁ ବାହାରକୁ ଆସି ଆଧୁନିକ ଜ୍ଞାନକୌଶଳକୁ ନିର୍ମାଣ କ୍ଷେତ୍ରରେ ବ୍ୟବହାର କରିବା ଆବଶ୍ୟକି’ : ମନ୍ତ୍ରୀ

ଓଡ଼ିଶା ତାଜା ନ୍ୟୁଜ୍ ( ୨୩ ଏପ୍ରିଲ , ଶୁକ୍ରବାର ) ଭୁବନେଶ୍ୱର :- ନିର୍ମାଣ ବିଭାଗ ପକ୍ଷରୁ ୯୪ ଜଣ ନବନିଯୁକ୍ତ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାଯାଇଛି । ସ୍ଥାନୀୟ ଲୋକସେବା ଭବନସ୍ଥିତ କନ୍‌ଭେନ୍‌ସନ୍‌ ହଲ୍‌ଠାରେ ଆୟୋଜିତ..  କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଖଣି ଓ ଇସ୍ପାତ, ପୂର୍ତ୍ତ ମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ନବନିଯୁକ୍ତ ସହକାରୀ ନିର୍ବାହୀ ଯନ୍ତ୍ରୀମାନଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିଥିଲେ । ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବନିଯୁକ୍ତ ସହକାରୀ ନିର୍ବାହୀ ଯନ୍ତ୍ରୀମାନଙ୍କ ଉଦ୍ଦେଶ୍ୟରେ ଦେଇଥିବା ଭିଡ଼ିଓ ବାର୍ତ୍ତା ପ୍ରଦର୍ଶିତ ହୋଇଥିଲା । ଶ୍ରୀ ମଲ୍ଲିକ ନବନିଯୁକ୍ତ ସହକାରୀ ନିର୍ବାହୀ ଯନ୍ତ୍ରୀମାନଙ୍କୁ ସମ୍ବୋଧିତ କରି କହିଲେ ଯେ ଆଜିର ଯୁଗ ହେଉଛି ଟେକ୍‌ନୋଲୋଜିର ଯୁଗ । ଗତାନୁଗତିକ ଧାରାରୁ ବାହାରକୁ ଆସି ନୂଆ ନୂଆ ଜ୍ଞାନକୌଶଳକୁ ନିର୍ମାଣ କ୍ଷେତ୍ରରେ ବ୍ୟବହାର କରିବା ଆବଶ୍ୟକ । ରାଜନେତା ହୁଅନ୍ତୁ ବା ସରକାରୀ କର୍ମଚାରୀ, ଆମେ ସମସ୍ତେ ଜନସାଧାରଣଙ୍କ ସେବକ ।

ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଏହି ବାଣୀକୁ ସବୁବେଳେ ମନେରଖିବା ସହ ୫-‘ଟିି’ ଆଧାରରେ କାର୍ଯ୍ୟ କରିବାକୁ ସେ ନବନିଯୁକ୍ତମାନଙ୍କୁ ପରାମର୍ଶ ଦେଇଥିଲେ । ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ସମ୍ମାନିତ ଅତିଥି ଭାବେ ଯୋଗଦେଇ କହିଲେ ଯେ ଆମ ସରକାର ବିଗତ କିଛି ବର୍ଷ ମଧ୍ୟରେ ଅନେକଗୁଡ଼ିଏ ଆଖିଦୃଶିଆ କାର୍ଯ୍ୟକ୍ରମ ହାତକୁ ନେଇ ସମଗ୍ର ଦେଶ ତଥା ବିଶ୍ୱରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି । ଏହି ବିକାଶଧାରାକୁ ଆଗେଇନେବାକୁ ହେଲେ ନିଜର ଜ୍ଞାନର ପରିସୀମା ବୃଦ୍ଧି କରିବା ସହ ନିଜ ଭିତରେ ନେତୃତ୍ୱ ନେବାର ଦକ୍ଷତା ସୃଷ୍ଟି କରିବାକୁ ପଡ଼ିବ ବୋଲି ଶ୍ରୀ ମହାପାତ୍ର କହିଥିଲେ ।

ଏହି ସମ୍ମିଳନୀରେ ଉନ୍ନୟନ କମିଶନର ଶ୍ରୀ ପ୍ରଦୀପ କୁମାର ଜେନା ଯୋଗଦେଇ ମାନ୍ୟବର ମୁଖ୍ୟମନ୍ତ୍ରୀ ରାଜ୍ୟର ପ୍ରଗତିକୁ ଦ୍ରୁତ ଗତିରେ ଆଗେଇ ନେବା ପାଇଁ ଯେଉଁ ଲକ୍ଷ୍ୟ ରଖିଛନ୍ତି ତାହା ପୂରା କରିବା ପାଇଁ କାର୍ଯ୍ୟ ଆରମ୍ଭର ପ୍ରଥମ ଦିନରୁ ପଣ କରିବାକୁ ପଡ଼ିବ । ଏଥି ସହିତ କାର୍ଯ୍ୟର ଗୁଣବତ୍ତା ଉପରେ ସବୁବେଳେ ଧ୍ୟାନଦେବାକୁ ପଡ଼ିବ ବୋଲି ଶ୍ରୀ ଜେନା ତାଙ୍କ ବକ୍ତବ୍ୟରେ କହିଥିଲେ । ଏହି ସମ୍ମିଳନୀରେ ନିର୍ମାଣ ବିଭାଗ କମିଶନର ତଥା ଶାସନ ସଚିବ ଡ. କି୍ରଷ୍ଣନ କୁମାର ସ୍ୱାଗତ ଭାଷଣ ଦେବା ସହ ରାଜ୍ୟ ସରକାର କୋଠାବାଡ଼ି, ସେତୁ, ରାସ୍ତା ନିର୍ମାଣ ଆଦି କ୍ଷେତ୍ରରେ ବ୍ୟାପକ କରିବା ସହ ପୁରୀ ଜଗନ୍ନାଥ ମନ୍ଦିର, ଏକାମ୍ର କ୍ଷେତ୍ର, ପଶ୍ଚିମ ଓଡ଼ିଶାର ସମଲେଶ୍ୱରୀ ପୀଠ ଆଦିର ଉନ୍ନତିକରଣ ପାଇଁ ଅନେକ ଆଖିଦୃଶିଆ ଉଦ୍ୟମ କରିଛନ୍ତି ।

ବିଜୁ ଏକ୍ସପ୍ରେସ୍‌ େୱ ଜରିଆରେ ଆଜି ପଶ୍ଚିମ ଓଡ଼ିଶାର ବିକାଶକୁ ତ୍ୱରିତ ବେଗରେ ଆଗେଇ ନିଆଯାଇଛି । ଗ୍ରାମାଞ୍ଚଳ ତଥା ନକ୍ସଲ ପ୍ରଭାବିତ ଅଞ୍ଚଳର ବିକାଶକୁ ତ୍ୱରାନ୍ୱିତ କରିବାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଯେଉଁ ଲକ୍ଷ୍ୟ ରଖିଛନ୍ତି ଆଗାମୀ ଦିନରେ ନବନିଯୁକ୍ତ ଇଂଜିନିୟରମାନେ ଏହା ପୂରା କରିବାରେ ନିଜର ମହତ୍ତ୍ୱପୂର୍ଣ୍ଣ ଯୋଗଦାନ ଦେବେ ବୋଲି ସେ ମତପ୍ରକାଶ କରିଥିଲେ । ବୈଠକରେ ସର୍ବୋଚ୍ଚ ଯନ୍ତ୍ରୀ (ସିଭିଲ୍‌) ଶ୍ରୀ ଅନୀଲକାନ୍ତ ତି୍ରପାଠୀ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମର ଦ୍ୱିତୀୟାଦ୍ଧରେ ନବନିଯୁକ୍ତ ଇଂଜିନିୟରମାନଙ୍କ ନିମନ୍ତେ ଏକ ବୈଷୟିକ ଅଧିବେଶନ ଅନୁଷ୍ଠିତ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Silver Gandhi demands regularisation of Contractual Teachers – Submitted Memorandum to CM

ସିଲଭର ଗାନ୍ଧୀଙ୍କ ଦ୍ୱାରା ଚୁକ୍ତିଭିତ୍ତିକ ଶିକ୍ଷକ ମାନଙ୍କୁ ନିୟମିତକରଣ ଦାବୀ – ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର ପ୍ରଦାନ

October 7, 2026
Silver Gandhi demands regularisation of Contractual Teachers – Submitted Memorandum to CM

Silver Gandhi demands regularisation of Contractual Teachers – Submitted Memorandum to CM

October 7, 2026
ମାଫିଆ ଓ ସିଣ୍ଡିକେଟଙ୍କ ସଲା ସୁତୁରାରେ ବେଧଡକ ଗୋଚାଲାଣ : କାର୍ଯ୍ୟାନୁଷ୍ଠାନ ନେବାକୁ ପୁଲିସର ହାତ ଥରୁଛି

ମାଫିଆ ଓ ସିଣ୍ଡିକେଟଙ୍କ ସଲା ସୁତୁରାରେ ବେଧଡକ ଗୋଚାଲାଣ : କାର୍ଯ୍ୟାନୁଷ୍ଠାନ ନେବାକୁ ପୁଲିସର ହାତ ଥରୁଛି

October 7, 2026
ସ୍କୁଟି ଚାଳକଙ୍କୁ ମାଡ ମାରି ଟଙ୍କା ଲୁଟିଲେ ଦୁର୍ବୃତ୍ତ

ସ୍କୁଟି ଚାଳକଙ୍କୁ ମାଡ ମାରି ଟଙ୍କା ଲୁଟିଲେ ଦୁର୍ବୃତ୍ତ

October 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Silver Gandhi demands regularisation of Contractual Teachers – Submitted Memorandum to CM

ସିଲଭର ଗାନ୍ଧୀଙ୍କ ଦ୍ୱାରା ଚୁକ୍ତିଭିତ୍ତିକ ଶିକ୍ଷକ ମାନଙ୍କୁ ନିୟମିତକରଣ ଦାବୀ – ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର ପ୍ରଦାନ

October 7, 2026
Silver Gandhi demands regularisation of Contractual Teachers – Submitted Memorandum to CM

Silver Gandhi demands regularisation of Contractual Teachers – Submitted Memorandum to CM

October 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version