• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ମୁଖ୍ୟମନ୍ତ୍ରୀ ଏବଂ ଜାପାନ ରାଷ୍ଟ୍ରଦୂତଙ୍କ ସହ ଆଲୋଚନା ପରେ କେନ୍ଦ୍ରମନ୍ତ୍ରୀଙ୍କ ପ୍ରତିକ୍ରିୟା ଓଡିଶା ଶିଳ୍ପର ଅଭିବୃଦ୍ଧିରେ ଜାପାନ ସହଯୋଗୀ ହେବ – ଧର୍ମେନ୍ଦ୍ର ପ୍ରଧାନ

Proprietor Abhimanyu Maharana by Proprietor Abhimanyu Maharana
February 27, 2020
in Uncategorized, ଓଡ଼ିଶା, ଦେଶ, ରାଜନୀତି, ହୋମ୍
0
ମୁଖ୍ୟମନ୍ତ୍ରୀ ଏବଂ ଜାପାନ ରାଷ୍ଟ୍ରଦୂତଙ୍କ ସହ ଆଲୋଚନା ପରେ କେନ୍ଦ୍ରମନ୍ତ୍ରୀଙ୍କ ପ୍ରତିକ୍ରିୟା ଓଡିଶା ଶିଳ୍ପର ଅଭିବୃଦ୍ଧିରେ ଜାପାନ ସହଯୋଗୀ ହେବ – ଧର୍ମେନ୍ଦ୍ର ପ୍ରଧାନ
Share on FacebookShare on TwitterWhatsapp

1. ରାଜ୍ୟରେ ଇସ୍ପାତ୍ ଶିଳ୍ପର ଅଭିବୃଦ୍ଧି ନେଇ ଆଲୋଚନା
2. ସମଗ୍ର ଭାରତବର୍ଷରେ ଓଡିଶାରୁ ସିଂହ ଭାଗ ଇସ୍ପାତ୍ ଇତ୍ପାଦନ ହେବ
3. ରାଜ୍ୟର ଇସ୍ପାତ୍ କ୍ଷେତ୍ରକୁ ବଢାଇ ଓଡିଶାର ବିକାଶ କରିବା ଲକ୍ଷ୍ୟ
4.କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସହଯୋଗରେ କଳିଙ୍ଗ ନଗରକୁ ବିଶ୍ୱ ଇସ୍ପାତ୍ ଶିଳ୍ପର ପେଣ୍ଠସ୍ଥଳି ଭାବେ ଗଢିତୋଳିବା ଲକ୍ଷ୍ୟ
5. ୨୦୨୦ ମେକ୍ ଇନ୍ ଓଡିଶା କନକ୍ଲେଭରେ ଜାପାନ ପାର୍ଟନର ହେବା ନେଇ ଅନୁରୋଧ

ଭୁବନେଶ୍ୱର (ଓଡିଶା ତାଜା ନ୍ୟୁଜ୍ ) ଜାପାନ ରାଷ୍ଟ୍ରଦୂତ 27.2.2020 :- ଓଡିଶା ଶିଳ୍ପର ଅଭିବୃଦ୍ଧିରେ ଜାପାନ ସହଯୋଗୀ ହେବ ବୋଲି ଗୁରୁବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଜାପାନ ରାଷ୍ଟ୍ରଦୂତ ସତୋଷୀ ସୁଜିକିଙ୍କ ସହ ଆଲୋଚନା କରିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ କହିଛନ୍ତି ଯେ ଆର୍ସେଲର ମିତଲକୁ ପ୍ଲାଂଟକୁ ନେବା ପରେ ନିପନ ଷ୍ଟିଲ୍ ଏଥିରେ ବଡ ସହଯୋଗୀ ହୋଇଛି । ଏହାସହ ଜାପାନର ଇସ୍ପାତ୍ କମ୍ପାନୀ ଜେଏଫଇ ଜେଏସଡବ୍ଲୁ ସହ ସହଭାଗୀ ହୋଇଛି । ଓଡିଶାର ଇସ୍ପାତ୍ ଶିଳ୍ପରେ ଜାପାନର ଦୁଇଟି ବଡ ଇସ୍ପାତ୍ କମ୍ପାନୀ ଜେଏଫ୍‌ଇ ଏବଂ ନିପନ ବଡ ପୁଞ୍ଜିନିବେଶ କରିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପୂର୍ବଦୋୟ ମିଶନରେ ଜାପାନ ଏକ ସହଯୋଗୀ ରାଷ୍ଟ୍ର ହେବା ଆମର ଲକ୍ଷ୍ୟ । ଏହାସହ ଏହି ମିଶନରେ ଓଡିଶାର କଳିଙ୍ଗ ନଗରର ବିକାଶ କରାଯାଇପାରିବ । କେନ୍ଦ୍ର ସରକାର ଏବଂ ରାଜ୍ୟ ସରକାରଙ୍କ ସହଯୋଗରେ କଳିଙ୍ଗ ନଗରକୁ ବିଶ୍ୱ ଇସ୍ପାତ୍ ଶିଳ୍ପର ପେଣ୍ଠସ୍ଥଳି ଭାବେ ଗଢିତୋଳିବା ଲକ୍ଷ୍ୟ ବୋଲି ଶ୍ରୀ ପ୍ରଧାନ ମତବ୍ୟକ୍ତ କରିଛନ୍ତି । ଶ୍ରୀ ପ୍ରଧାନ କହିଛନ୍ତି ଯେ ଆଗାମୀ ଦିନରେ ଦେଶରେ ଇସ୍ପାତ୍ ଉତ୍ପାଦନକୁ ୧୪୦ ଏମଟିରୁ ୩୦୦ ଏମଟି କରାଯିବ । ଦେଶରେ ଇସ୍ପାତ ଉତ୍ପାଦନରେ ଯେଉଁ ବ୍ୟାପକ ଅଭିବୃଦ୍ଧି ହେବ ସେଥିରୁ ଓଡିଶାରୁ ସିଂହ ଭାଗ ଇସ୍ପାତ୍ ଇତ୍ପାଦନ ହେବ । କେବଳ ଇସ୍ପାତ୍ ଉତ୍ପାଦନ ନୁହେଁ ଇସ୍ପାତ୍ ସହ ଜଡିତ ଶିଳ୍ପର ସଂପ୍ରସାରଣ ଓଡିଶାରେ ହେଲେ ରାଜ୍ୟର ରାଜସ୍ୱ ବଢିବା ସହ ରୋଜଗାର ବଢିବ ।

ଏଥିପାଇଁ ଜାପାନକୁ ଏକ ସହଯୋଗୀ ପାର୍ଟନର ଭାବେ ନେବା ମୂଳ ଉଦ୍ଦେଶ୍ୟ ବୋଲି ସେ କହିଛନ୍ତି । ଶ୍ରୀ ପ୍ରଧାନ କହିଛନ୍ତି ଯେ ଆଜିର ଆଲୋଚନାରେ ଓଡିଶାରେ ଥିବା ବିଭିନ୍ନ ସୁବିଧାର ବିସ୍ତୁତ ବିବରଣୀ ଜାପାନର ରାଷ୍ଟ୍ରଦୂତଙ୍କୁ ପ୍ରଦାନ କରାଯାଇଛି । କେବଳ ପର୍ଯ୍ୟଟନ, ଇସ୍ପାତ୍ ଶିଳ୍ପ ନୁହେଁ, କୃଷି, ହସ୍ତତନ୍ତ, ପେଟ୍ରୋକେମିକାଲ କ୍ଷେତ୍ରରେ ବ୍ୟାପକ ଆଲୋଚନା କରି ଜାପାନ ଓ ଭାରତ ସରକାରଙ୍କ ସହଯୋଗରେ ଓଡିଶାର ବିକାଶ କରାଯାଇପାରିବ ବୋଲି ସେ କହିଛନ୍ତି । ଏହାବ୍ୟତିତ ବର୍ଷ ୨୦୨୦ ମେକ୍ ଇନ୍ ଓଡିଶା କନକ୍ଲେଭରେ ଜାପାନ ପାର୍ଟନର ହେବା ନେଇ ଅନୁରୋଧ କରାଯାଇଥିବା ଶ୍ରୀ ପ୍ରଧାନ କହିଛନ୍ତି । ଉଲ୍ଲେଖନୀୟ ଯେ, ଆଜିର ଉଚ୍ଚସ୍ତରୀୟ ବୈଠକରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଇସ୍ପାତ୍ ମନ୍ତ୍ରଣାଳୟର ବରିଷ୍ଠ ପ୍ରତିନିଧିମାନେ ମଧ୍ୟ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

March 8, 2026
ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା : ତିନି ବର୍ଷର ଶିଶୁ ସମେତ ୪ ମୃତ

ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା : ତିନି ବର୍ଷର ଶିଶୁ ସମେତ ୪ ମୃତ

March 8, 2026
ବିଜୁ ଜନତାଦଳ ମୋହନା ନିର୍ବାଚନ ମଣ୍ଡଳୀ ତରଫରୁ ବିଜୁ ବାବୁଙ୍କର ୧୧0ତମ ଜୟନ୍ତୀ ପାଳିତ

ବିଜୁ ଜନତାଦଳ ମୋହନା ନିର୍ବାଚନ ମଣ୍ଡଳୀ ତରଫରୁ ବିଜୁ ବାବୁଙ୍କର ୧୧0ତମ ଜୟନ୍ତୀ ପାଳିତ

March 8, 2026
ଜିଲ୍ଲାସ୍ତରୀୟ ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ଜିଲ୍ଲାସ୍ତରୀୟ ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

March 8, 2026
ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା : ତିନି ବର୍ଷର ଶିଶୁ ସମେତ ୪ ମୃତ

ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା : ତିନି ବର୍ଷର ଶିଶୁ ସମେତ ୪ ମୃତ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version