• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆଜିଠୁ ତରାପୁର ହିଙ୍ଗୁଳା ଯାତ୍ରା ଆରମ୍ଭ କରୋନା କଟକଣା ଅନୁଯାୟୀ ହେବ ମା’ଙ୍କ ପୂଜା ଓ ଯଜ୍ଞୋତ୍ସବ

Proprietor Abhimanyu Maharana by Proprietor Abhimanyu Maharana
April 25, 2021
in ଓଡ଼ିଶା, ଯାଜପୁର, ହୋମ୍
0
ଆଜିଠୁ ତରାପୁର ହିଙ୍ଗୁଳା ଯାତ୍ରା ଆରମ୍ଭ କରୋନା କଟକଣା ଅନୁଯାୟୀ ହେବ ମା’ଙ୍କ ପୂଜା ଓ ଯଜ୍ଞୋତ୍ସବ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୫ ଅପ୍ରେଲ ରବିବାର )କୋରାଇ :- ଲକ୍ଷ୍ମୀନଗର ପଂଚାୟତ ଅନ୍ତର୍ଗତ ତରାପୁର ମା’ହିଙ୍ଗୁଳା ଦେବୀଙ୍କ ୮୫ତମ ମହାଯଜ୍ଞ ଓ ନାମଯଜ୍ଞ ୨୬ତାରିଖ ସୋମବାର ଠାରୁ ଆରମ୍ଭ ହୋଇ ମେ ମାସ ୪ତାରିଖର ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଏହି ହିଙ୍ଗୁଳା ଯାତ୍ର ୯ଦିନ ଯାଏ ହେବାକୁ ଥିଲା ବେଳେ ପୂଜା ଓ ଯଜ୍ଞଉତ୍ସବ ସଂପୂର୍ଣ୍ଣ ଭାବେ କରୋନା କଟକଣା ଅନୁଯାୟୀ ଅନୁଷ୍ଠିତ ହେବ । ଏନେଇ ଏକ ପ୍ରସ୍ତୁତି ବୈଠକ ଆଂଚଳିକ ହିଙ୍ଗୁଳା କମିଟି ପକ୍ଷରୁ ସଭାପତି ପ୍ରଭାତକୁମାର ମଲ୍ଲିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା । କମିଟିର ସଂପାଦକ ନନ୍ଦକିଶୋର ସାହୁ ମେଳାର ପ୍ରସ୍ତୁତି ଖସଡା ଅନୁଯାଇ ଲଟେରି, ନିଲାମ ଡାକ, ଜୁଆଖେଳ, ଗଣନାଟ୍ୟ ପରିବେଷଣକୁ ନିଷିଧ କରାଯାଇଥିଲା ବେଳେ ଯଜ୍ଞ ସମୟରେ ଆମିଷ ଭୋଜନ ଓ ରାତ୍ରି ପାକକୁ ନିଷିଧ ନିମନ୍ତେ ସୂଚନା ଦେଇଥିଲେ । ମା’ଙ୍କ ପୂଜାର ଶୁଭାଧିବାସ ୨୬ତାରିଖ ସୋମବାର ରାତି ୯ଟାରେ ଧ୍ୱଜା ଶୋଭାଯାତ୍ରା ଅନୁଷ୍ଠିତ ହେବା ସହ ୨୭ତାରିଖ ମଙ୍ଗଳବାର ମହାଯଜ୍ଞ ଓ ନାମଯଜ୍ଞର ଶୁମାଧିବାସ ଓ ୨୮ତାରିଖ ବୁଧବାର ଯଜ୍ଞ ଓ ନାମସଂକୀର୍ତ୍ତନ ଓ ୩୦ତାରିଖ ଶୁକ୍ରବାର ରାତ୍ର ୪ଘଟିକାରେ ପୂର୍ଣ୍ଣାହୂତି ହେବ ।

ମେ ୧ତାରିଖ ଶନିବାର ପ୍ରଭାତରୁ ଚରୁବଂଟନ ହେବା ସହ ନାମଯଜ୍ଞର ନଗର ଭ୍ରମଣ ଓ ଦଧିଭାଣ୍ଡ ଭଞ୍ଜନ ଅନୁଷ୍ଠିତ ହେବ । ମେ ମାସ ୪ତାରିଖ ମଙ୍ଗଳବାର ଯଜ୍ଞଭସ୍ମ ଶୋଭାଯାତ୍ରାରେ ବାହାରି ପୂର୍ଣ୍ଣତୋୟା ବ୍ରାହ୍ମଣୀ ନଦୀର ପ୍ରବାହିତ ଶଖା ଶ୍ରୀବନ୍ତପୁର ସ୍ଥିତ ଯୋକଡିଆ ଘାଟରେ ବିସର୍ଜନ ହେବ । ଏହି ମେଳାରେ ଭକ୍ତବୃନ୍ଦ କରୋନ ନିୟମାନୁଯାୟୀ ସାମାଜିକ ଦୂରତା ରଖି ଓ ତୁଣ୍ଡି ପିନ୍ଧି ପୂଜାରେ ମା’ଙ୍କ ଦର୍ଶନ ପୂର୍ବକ ଆଶୀର୍ବାଦ ନେବାକୁ କମିଟି ପକ୍ଷରୁ ସୂଚିତ ହୋଇଛି । ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ କମିଟିର ଉପସଭାପତି ଉମାକାନ୍ତ ରାଉତ ଓ ଚକ୍ରଧର ପାଢୀ, ସହସଂପାଦକ ଅକ୍ଷୟକୁମାର ସାହୁ, ଯୁଗ୍ମ ସଂପାଦକ ଟୁକୁନା ବଳ, କୋଷାଧ୍ୟକ୍ଷ ବାବନଚନ୍ଦ୍ର ମଲ୍ଲିକ, କାର୍ଯ୍ୟାଳୟ ସହକାରୀ ପ୍ରଶାନ୍ତକୁମାର ମହାନ୍ତି ପ୍ରମୁଖ କମିଟିର ସମସ୍ତ କର୍ମକର୍ତ୍ତା ଓ ସଦସ୍ୟ ମାନେ ଉପସ୍ଥିତ ଥିଲେ । ଶେଷରେ ସହସଂପାଦକ ଶ୍ରୀ ସାହୁ ଧନ୍ୟବାଦ ଦେଇଥିଲେ ।   ( ରିପୋର୍ଟ – ରଶ୍ମିରେଖା ମଲ୍ଲିକ ) 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

July 23, 2026
ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

July 23, 2026
ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

July 23, 2026
ପୂର୍ବାଞ୍ଚଳ ଆଞ୍ଚଳିକ ପୋଲିସ ସମନ୍ୱୟ କମିଟି (ERPCC) ବୈଠକ–୨୦୨୬ : ଆନ୍ତଃରାଜ୍ୟ ଅପରାଧ, ନକ୍ସଲ ଦମନ ଓ ସମନ୍ୱିତ ସୁରକ୍ଷା ରଣନୀତି ଉପରେ ବ୍ୟାପକ ଆଲୋଚନା

Eastern Regional Police Coordination Committee (ERPCC) Meeting–2026

July 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

July 23, 2026
ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

July 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version