• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପିଡବ୍ଲୁଡି ବିଭାଗର ଫିରିଙ୍ଗି ଶାସନ, ଆଦିବାସୀ ଜମିକୁ ଜବରଦସ୍ତ ଦଖଲ କରି ରାସ୍ତାକାମ : ଥାନାରେ ଏତଲା

Proprietor Abhimanyu Maharana by Proprietor Abhimanyu Maharana
April 26, 2021
in ଓଡ଼ିଶା, ବରଗଡ଼, ହୋମ୍
0
ପିଡବ୍ଲୁଡି ବିଭାଗର ଫିରିଙ୍ଗି ଶାସନ, ଆଦିବାସୀ ଜମିକୁ ଜବରଦସ୍ତ ଦଖଲ କରି ରାସ୍ତାକାମ : ଥାନାରେ ଏତଲା
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ (୨୬ ଏପ୍ରିଲ,ସୋମବାର ) ପଦ୍ମପୁର  :-  ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ଥାନା ଭେଙ୍ଗରାଜପୁର ଗ୍ରାମ ପଞ୍ଚାୟତ ମଲଦା ଗ୍ରାମରେ ପିଡବ୍ଲୁଡି ବିଭାଗ ଦ୍ବାରା ନିର୍ମିତ ହେଉଥିବା ବିଜୁ ଏକ୍ସପ୍ରେସ ୱେ ନିର୍ମାଣ ରେ ପିଡବ୍ଲୁଡି ବିଭାଗ ଫିରିଙ୍ଗି ଶାସନ ର ନିଦର୍ଶନ କରି ଜନୈକ ଆଦିବାସୀ ପରିବାର ର ଜମିକୁ ରେଜିଷ୍ଟ୍ର ନକରି ଯୋର ଜବରଦସ୍ତ ଉକ୍ତ ଜମିର ଦଖଲ କରି ସଂପୃକ୍ତ ଠିକାଦାର ରାସ୍ତା ନିର୍ମାଣ କରି ଚାଲିଛନ୍ତି । ରାସ୍ତାକାମ ବନ୍ଦ ପାଇଁ ଶ୍ରୀ ଭଗବାନ ବରିହା ଠିକାଦାର ଓ ପିଡବ୍ଲୁଡି ଅଧିକାରୀ ମାନଙ୍କୁ ଅନୁରୋଧ କରିବା ସତ୍ତ୍ବେ ସେମାନେ ଦାଦାଗିରି କରିବାରୁ ଶ୍ରୀ ବରିହା ପାଇକମାଲ ଥାନାରେ ପିଡବ୍ଲୁଡି ଏସଡିଓ ଶ୍ରୀ ଜିତେନ୍ଦ୍ର ମେହେର ଓ ଠିକାଦାର ଶ୍ରୀ ଜଗଦିଶ ବନଛୋର ଙ୍କ ବିରୁଦ୍ଧ ରେ ଏତଲା ଦେଇଛନ୍ତି ।

ଏଠାରେ ପ୍ରକାଶ ଯୋଗ୍ଯ ଯେ ଶ୍ରୀ ଭଗବାନ ବରିହାଙ୍କ ଅଜା ସ୍ବର୍ଗତ ଜୟସିଂ ବରିହାଙ୍କ ନାମରେ ମଲଦା ଗ୍ରାମରେ ଖାତା ନଂ ୯୦ / ୨ ରୁ ୦.୪୮ ଡିସିମିଲ ଏବଂ ଖାତା ନଂ ୩୦ ରୁ ୦.୬୩ ଡିସିମିଲ ସର୍ବ ମୋଟ ୧ ଏକର ୧୧ ଡିସିମିଲ ଜାଗାରେ ବିଜୁ ଏକ୍ସପ୍ରେସ ୱେ ରାସ୍ତା କାମ ନିର୍ମାଣ ହେବ । ଉକ୍ତ ଜାଗା ଏ ପର୍ଯ୍ୟନ୍ତ ପିଡବ୍ଲୁଡି ନାମରେ ରେଜିଷ୍ଟ୍ରେସନ ହୋଇ ନାହିଁ କିମ୍ବା ଜମି ବାବଦକୁ ବରିହା ପରିବାର ଟଙ୍କାଟିଏ ମଧ୍ଯ ପାଇ ନଥିବା ବେଳେ ଏସଡିଓ ଶ୍ରୀ ମେହେର ଓ ଠିକାଦାର ଯୋର ଜବରଦସ୍ତ ଜଣେ ଆଦିବାସୀଙ୍କ ଜମି ଦଖଲ କରିବା ଫିରିଙ୍ଗି ଶାସନ ର ନମୁନା ବୋଲି ଚର୍ଚ୍ଚା ହେଉଛି । ଥାନା ଅଧିକାରୀ ଏଥିରେ ହସ୍ତକ୍ଷେପ ନକଲେ ପୁରା ପରିବାର ବିଜୁ ଏକ୍ସପ୍ରେସ ୱେ ନିର୍ମିତ ହେଉଥିବା ସ୍ଥାନରେ ଆମରଣ ଅନଶନ ବସିବା ପାଇଁ ବାଧ୍ୟ ହେବେ ବୋଲି ଶ୍ରୀ ଭଗବାନ ବରିହା ସୂଚନା ଦେଇଛନ୍ତି । ( ରିପୋର୍ଟ – ନିରୋଜ କୁମାର ପାଣୀ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ : ଶୋକ ପ୍ରସ୍ତାବ ଆଗତ

ପ୍ରଥମ ଦିନରୁ ହୋହଲ୍ଲା : ପାଟିତୁଣ୍ଡ ଓ ହଙ୍ଗାମାରେ କମ୍ପିଲା ବିଧାନସଭା

September 23, 2026
୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ

୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ

September 23, 2026
Odisha named among India’s most pronounced drought hotspots as extremes spread along the eastern coast: 52-year study

ମାତ୍ରାଧିକ ପାଗ ପରିବେଶ ପୂର୍ବତଟରେ ପରିବ୍ୟାପ୍ତ ରହୁଥିବାରୁ ଭାରତର ସର୍ବାଧିକ ମରୁଡି ପ୍ରବଣ ଅଞ୍ଚଳ ଭାବରେ ଉଚ୍ଚାରିତ ନାମ ମଧ୍ୟରେ ଓଡ଼ିଶା ରହିଛି : ୫୨ ବର୍ଷର ଅଧ୍ୟୟନ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ : ଶୋକ ପ୍ରସ୍ତାବ ଆଗତ

ପ୍ରଥମ ଦିନରୁ ହୋହଲ୍ଲା : ପାଟିତୁଣ୍ଡ ଓ ହଙ୍ଗାମାରେ କମ୍ପିଲା ବିଧାନସଭା

September 23, 2026
୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ

୯୨ ଟି ପୋଷ୍ଟ ଖାଲିଥିବା ବେଳେ ୪୫ ଜଣ ଶିକ୍ଷକଙ୍କୁ ପଦୋନ୍ନତି କାହିଁକି..? : ଶିକ୍ଷକ ମାନଙ୍କ ମହଲରେ ଅସନ୍ତୋଷ

September 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version