• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭୟାବହ ଅଗ୍ନିକାଣ୍ଡ :  ନିଆଁ ଲାଗି ଜଳିଗଲା ୨୧ ପରିବାରର ୩୫ ବଖରା ଘର

Proprietor Abhimanyu Maharana by Proprietor Abhimanyu Maharana
April 27, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଭୟାବହ ଅଗ୍ନିକାଣ୍ଡ :  ନିଆଁ ଲାଗି ଜଳିଗଲା ୨୧ ପରିବାରର ୩୫ ବଖରା ଘର
Share on FacebookShare on TwitterWhatsapp

ଅଗ୍ନିବିପନ୍ନ ପରିବାରକୁ ସହାୟତାର ହାତ ବଢାଇଲେ ମନ୍ତ୍ରୀ ଅରୁଣ

ଖବର ପାଇଲା ପରେ ତୁରନ୍ତ ମନ୍ତ୍ରୀ ଡଃ ଅରୁଣ କୁମାର ସାହୁ ସହାୟତାର ହାତ ବଢାଇଛନ୍ତି । ମନ୍ତ୍ରୀ ଡ଼ଃ ସାହୁ ସମସ୍ତ କ୍ଷତିଗ୍ରସ୍ତ ପରିବାରକୁ ବାର୍ତ୍ତା ମାଧ୍ୟମରେ ସମବେଦନା ଜଣାଇବା ସହ ସମସ୍ତ ପରିବାରର ପୁରୁଷ ମହିଳା ଏବଂ ଛୋଟଛୁଆଙ୍କ ପାଇଁ ପୋଷାକର ବ୍ୟବସ୍ଥା କରାଇଥିଲେ । ଆଗାମୀ ୭ଦିନ ପର୍ଯ୍ୟନ୍ତ ରନ୍ଧାଖାଦ୍ୟର ବ୍ୟବସ୍ଥା ସମସ୍ତ ବିପନ୍ନଙ୍କ ପାଇଁ କରିଥିଲେ ।

ଓଡ଼ିଶା ତାଜା ନ୍ୟୁଜ (୨୭ ଅପ୍ରେଲ ମଙ୍ଗଳବାର) ନୟାଗଡ଼ :- ନୟାଗଡ଼ ଜିଲ୍ଲା ଓଡ଼ଗାଁ  ଗତ କାଲି ଅପରାହ୍ନରେ ଓଡ଼ଗାଁ ବ୍ଲକ ବାଣ୍ଠପୁର ପଞ୍ଚାୟତ ପୋଡାସାହି ଗ୍ରାମର ନୂଆଁ ସାହିରେ ଅଗ୍ନିକାଣ୍ଡ ଘଟି ୨୧ ପରିବାରର ସବୁ କିଛି ଜଳି ଛାରଖାର ହୋଇଯାଇଥିଲା । ନିଆଁ ଲାଗି ସାହିରେ ଥିବା ୨୧ପରିବାରର ୩୫ ବଖରା ଘର ପୋଡି ପାଉଁଶ ହୋଇ ଯାଇଛି । ନିଆଁର ଆଁରେ ଅନେକ ପରିବାରର ଧାନ ଚାଉଳ, ଆସବାବପତ୍ର ପୋଡିଯାଇଛି । ଏହାସହ ନିଆଁ ଲାଗି ୨୫ରୁ ଅଧିକ ଛେଳି ଓ ଗୋଟିଏ ଗାଈ ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି ।

ତେବେ ନିଆଁର ପ୍ରକୋପ ଏତେ ଭୟଙ୍କର ଥିଲା ଯେ ପାଖରେ ଥିବା ନଡିଆ ଏବଂ ଆମ୍ବ ଗଛ ମଧ୍ୟ ଜଳିଯାଇଥିଲା । ଗାଁରେ ମୋବାଇଲ୍ ନେଟୱାର୍କ ନଥିବାରୁ ବିଳମ୍ବରେ ଖବର ପାଇ ଓଡ଼ଗାଁ ଓ ନୟାଗଡ଼ ଦମକଳ ବାହିନୀ ଗାଁରେ ପହଞ୍ଚିଥିଲେ । ହେଲେ ଦମକଳ ପହଞ୍ଚିବା ବେଳକୁ ସବୁ ଜଳିପୋଡି ପାଉଁଶ ହୋଇଯାଇଥିଲା । ପରିବେଶ ପୁରା ଧୂଆଁମୟ ହୋଇପଡିଥିଲା । କାଳେ କିଛି ଜିନିଷ ନିଆଁର ଆଁରୁ ବର୍ତ୍ତି ଯାଇଥିବା ସେହି ଆଶାରେ ପାଉଁଶ ଭିତରେ କେହି କେହି ଖୋଜିବାରେ ଲାଗିପଡିଥିଲେ ।

ନିଆଁ କେଉଁଠୁ ଆସିଲା ତାହା ସ୍ପଷ୍ଟ ହୋଇନଥିଲେ ମଧ୍ୟ ଜଙ୍ଗଲରୁ ନିଆଁ ଆସିଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି । ନିଆଁ ଏତେ ଭୟଙ୍କର ଥିଲା ଯେ, ଘରୁ କିଛି ଜିନିଷ ଉଦ୍ଧାର କରିବା ସମ୍ବଭ ହୋଇପାରିନଥିଲା । ସ୍ଥାନୀୟ ସରପଞ୍ଚ ଏବଂ କିଛି ସ୍ବେଚ୍ଛାସେବୀ ଗାଁରେ ପହଞ୍ଚି ଲୋକଙ୍କୁ ଶୁଖିଲା ଖାଦ୍ୟ ବାଣ୍ଟିଛନ୍ତି । ମୁଣ୍ଡ ଗୁଞ୍ଜିବାକୁ ଯାଗା ନଥିବାରୁ ପ୍ରଶାସନ ତୁରନ୍ତ ସାହାଯ୍ଯ ଯୋଗାଇ ଦେବାକୁ ଅଗ୍ନି ବିପନ୍ନ ମାନେ ଅନୁରୋଧ କରିଛନ୍ତି । ସ୍ଥାନୀୟ VLW ମଧ୍ୟ ଗାଁରେ ପହଞ୍ଚି କ୍ଷୟକ୍ଷତି ଆକଳନ କରିଛନ୍ତି ।

ଖବର ପାଇଲା ପରେ ତୁରନ୍ତ ମନ୍ତ୍ରୀ ଡଃ ଅରୁଣ କୁମାର ସାହୁ ସହାୟତାର ହାତ ବଢାଇଛନ୍ତି । ମନ୍ତ୍ରୀ ଡ଼ଃ ସାହୁ ସମସ୍ତ କ୍ଷତିଗ୍ରସ୍ତ ପରିବାରକୁ ବାର୍ତ୍ତା ମାଧ୍ୟମରେ ସମବେଦନା ଜଣାଇବା ସହ ସମସ୍ତ ପରିବାରର ପୁରୁଷ ମହିଳା ଏବଂ ଛୋଟଛୁଆଙ୍କ ପାଇଁ ପୋଷାକର ବ୍ୟବସ୍ଥା କରାଇଥିଲେ । ଆଗାମୀ ୭ଦିନ ପର୍ଯ୍ୟନ୍ତ ରନ୍ଧାଖାଦ୍ୟର ବ୍ୟବସ୍ଥା ସମସ୍ତ ବିପନ୍ନଙ୍କ ପାଇଁ କରିଥିଲେ । ପ୍ରଶାସନ ତରଫରୁ ତହସିଲଦାର ବିଜୟିତା ସାମନ୍ତସିଂହାର ବିଡ଼ିଓ ସ୍ବାତୀଲେଖା ଦାସ, ଜିଲ୍ଲା ପରିଷଦ ସଭ୍ୟ ଲୋକନାଥ ସାହୁ, ବିଭୁପ୍ରସାଦ ସାହୁ ପହଞ୍ଚି ପ୍ରଥମେ ଶୁଖୁଲା ଖାଦ୍ୟର ବ୍ୟବସ୍ଥା କରିଥିବା ବେଳେ ସମସ୍ତ ବିପନ୍ନଙ୍କ ପରିବାରକୁ ଜରିପାଲ ଆଦି ପ୍ରଦାନ କରିଥିଲେ । ବିପନ୍ନଙ୍କୁ ସମସ୍ତ ପ୍ରକାର ସରକାରୀ ସୁବିଧା ଯୋଗାଇ ଦେବା ନିମନ୍ତେ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

June 15, 2026
ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

June 15, 2026
‘ପ୍ରୟାସ’ ତରଫରୁ ରଜ ଉତ୍ସବ ପାଳିତ

‘ପ୍ରୟାସ’ ତରଫରୁ ରଜ ଉତ୍ସବ ପାଳିତ

June 15, 2026
ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ କୁ ନେଇ ସଚେତନତା ସଭା

ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ କୁ ନେଇ ସଚେତନତା ସଭା

June 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

June 15, 2026
ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

June 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version