• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନିୟମ ମାନିଲେ ଆବଦ୍ଧାଂଚଳ : ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ

Proprietor Abhimanyu Maharana by Proprietor Abhimanyu Maharana
April 27, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ନିୟମ ମାନିଲେ ଆବଦ୍ଧାଂଚଳ : ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୭ ଅପ୍ରେଲ ମଙ୍ଗଳବାର ) ହିଞ୍ଜିଳିକାଟୁ :-କରୋନାର ଦ୍ୱିତୀୟ ଲହର ଅତି ଭୟଙ୍କର ସାବ୍ୟସ୍ତ ହୋଇଛି । ଏହାକୁ ନେଇ ଜିଲ୍ଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ହିଞ୍‌ଜିଳିକାଟୁ ପୌର ପ୍ରଶାସନ ଦୃଢତାର ସହିତ ଏହାର ମୁକାବିଲା କରିବା ସହିତ ବାରମ୍ବାର ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନ , ଧର୍ମାନୁଷ୍ଠାନ ପରିଚାଳନା କମିଟି ସମେତ ବିଭିନ୍ନ ଅନୁଷ୍ଠାନକୁ ନେଇ ସଚେତନ କରାଯାଉଛି । ପ୍ରତ୍ୟେକ ଦିନ ଡ଼ାକବାଜି ଯନ୍ତ୍ର ସହାୟତରେ ସହରବାସୀଙ୍କୁ ଜନ ସଚେତନ କରାଯିବା ସହ ବିଭିନ୍ନ ଅନୁଷ୍ଠାନକୁ ନେଇ ସେମାନଙ୍କ ସହିତ ଆଲୋଚନା କରିବା ସହ ସଚେତନତା କରାଯ୍ଧମଥିବା ଲକ୍ଷ୍ୟ କରାଯାଉଛି । ତଥାପି କିଛି ଅସାଧୁ ବ୍ୟବସାୟୀ ନିୟମ ଉଲଂଘନ କରୁଥିବା ଦେଖିବାକୁ ମିଳୁଛି । ଲୋକଙ୍କୁ ବାରମ୍ବାର ଅନୁରୋଧ କରାଯାଉଥିଲେ ମଧ୍ୟ କିଛି ଅମାନିଆଙ୍କ ଯୋଗୁଁ ସ୍ଥାନୀୟ ଅଂଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ନେଇ ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼ଃ. ମନୋରଞ୍ଜନ ସାହୁ ଉଦବେଗ ପ୍ରକାଶ କରିବା ସହ ଆବଶ୍ୟକ ପଡ଼ିଲେ ଅମାନିଆଙ୍କୁ ସାବାଡ଼ କରିବା ପାଇଁ ସଂପୃକ୍ତ ଅଂଚଳକୁ ଆବଦ୍ଧାଂଚଳ ଜୋନ ଭାବେ ଘୋଷଣା କରାଯିବ ବୋଲି ଚେତାବନି ଦେଇଛନ୍ତି ।

ସ୍ଥାନୀୟ ପୁଲିସ ଓ ପୌର ପ୍ରଶାସନର ମିଳିତ ସହଯୋଗରେ ଏକ ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇଛି । ଉକ୍ତ ଟିମ୍ ପ୍ରତ୍ୟହ ପୌରାଂଚଳର ବିଭିନ୍ନ ସ୍ଥାନରେ ପଥପ୍ରାନ୍ତ ସଭା ମାଧ୍ୟମରେ କରୋନା ସଚେତନତା କରାଯିବା ସହ ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନ ମାନଙ୍କୁ ପଂଚସୂତ୍ରୀ ନିୟମ ପାଳନ କରିବା ପାଇଁ ପରାମର୍ଶ ଦିଆଯାଉଛି । କୋଭିଡ଼ କଟକଣାକୁ ଅବମାନନା କରୁଥିବା ବ୍ୟକ୍ତି, ଗୋଷ୍ଠୀ କିମ୍ବା ବ୍ୟବସାୟିକ ପ୍ରତିଷ୍ଠାନ ମାଲିକ ମାଡ଼ଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନି ଦିଆଯାଇଛି । ପ୍ରତ୍ୟହ ସକାଳ ଓ ସନ୍ଧ୍ୟାରେ ସ୍ଥାନୀୟ ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼ଃ. ଦାସଙ୍କ ତତ୍ୱାବଧାନରେ ଏନଫୋର୍ସମେଂଟ ଟିମ୍ ଓ ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସଙ୍କ ତତ୍ୱାବଧାନରେ ପୁଲିସ ବାହିନୀ ସହରର ବିଭିନ୍ନ ସ୍ଥାନରେ ଚଢାଉ କରି ବିନା ମାସ୍କରେ ବୁଲୁଥିବା ଜନସାଧାରଣ ଓ ପଂଚସୂତ୍ରୀ ନିୟମ ପାଳନ କରୁନଥିବା ବ୍ୟବସାୟିକ ପ୍ରତିଷ୍ଠାନ ଠାରୁ ଜରିମାନା ଆଦାୟ କରାଯାଉଛି ।  ( ରିପୋର୍ଟ : ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

May 8, 2026
ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

May 8, 2026
ବୋଲଗଡ ଗୋଷ୍ଠୀ ଶିକ୍ଷା କାର୍ଯ୍ୟlଳୟ ଦ୍ବାରା ମେଧାବୀ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

ବୋଲଗଡ ଗୋଷ୍ଠୀ ଶିକ୍ଷା କାର୍ଯ୍ୟlଳୟ ଦ୍ବାରା ମେଧାବୀ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

May 8, 2026
CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

ସିଆଇଆଇ ଓଡିଶା ପକ୍ଷରୁ ଓଡିଶାରେ ଶିଳ୍ପ ଅଭିବୃଦ୍ଧି ଓ ସ୍ଥାୟୀ ବିିକାଶ ପାଇଁ ଏକ ରୋଡମ୍ୟାପ ସହିତ ୨୦୨୬ – ୨୭ ପାଇଁ ନୂଆ ନେତୃତ୍ୱ ଘୋଷଣା

May 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

May 8, 2026
ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

May 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version